ପୁରୀ ଅଫିସ,୧୩ା୬: ରଥଯାତ୍ରାକୁ ଆଉ ମାତ୍ର ରହିଲା ୧୦ଦିନ। ହେଲେ କରୋନା ପାଇଁ ଏଥର ରଥଯାତ୍ରା ହେବ କି ନାହିଁ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। କିନ୍ତୁ…
କଟକ ଅଫିସ,୧୩ା୬: ପର୍ଯ୍ୟାୟକ୍ରମେ ଚାଲିଛି ଲକ୍ଡାଉନ୍। ବିଭିନ୍ନ କଟକଣା ଭିତରେ ସାମାଜିକ କାର୍ଯ୍ୟକଳାପ ଜାରି ରହିଛି। କିନ୍ତୁ ଏସବୁ କଟକଣା ସହରବାସୀଙ୍କୁ କାଟୁ କରୁନାହିଁ। ମାସ୍କ ନ…
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜ୍ୟରେ ମାତିଛନ୍ତି ଆର୍ମି ଅଫିସର କହି ଲୁଟୁଥିବା ସାଇବର ଅପରାଧୀ। ରାଜଧାନୀ ସମେତ ବିଭିନ୍ନ ସହରରେ ସୋସିଆଲ ମିଡିଆରେ ଶସ୍ତାରେ ଗାଡ଼ି ଏବଂ ଘରର ଇଲେକ୍ଟ୍ରୋନିକ୍…
ନୟାଗଡ଼ ଅଫିସ,୧୩ା୬: ଘର ନ ଥିବାରୁ ପାଇଖାନାରେ ବିତୁଛି ଜୀବନ। ଦିନେ କି ମାସେ ନୁହେଁ, ଅଢ଼େଇ ବର୍ଷ ଧରି ଜଣେ ମହିଳା ୱାର୍ଡମେମ୍ବରଙ୍କ ପରିବାର ଏଠାରେ…
କେନ୍ଦ୍ରାପଡ଼ା ଅଫିସ, ୧୩ା୬: ଆସନ୍ତା ୨୩ ତାରିଖରେ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା। କେନ୍ଦ୍ରାପଡାର ଇଚ୍ଛାପୁରସ୍ଥିତ ବ୍ରହ୍ମ ତାଳଧ୍ୱଜ ରଥରେ ତୁଳସୀ କ୍ଷେତ୍ରାଧିପତି ଶ୍ରୀବଳଦେବ ଜୀଉ ବିରାଜମାନ ହୋଇଥାନ୍ତି।…
ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ଯୁକ୍ତ ୨ ବଳକା ପରୀକ୍ଷା ପାଇଁ ପ୍ରସ୍ତୁତି ସମ୍ପର୍କରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସଇ) ପକ୍ଷରୁ ପରୀକ୍ଷା କେନ୍ଦ୍ର ସୁପରିଣ୍ଟେଣ୍ଡେଣ୍ଟଙ୍କୁ ତଥ୍ୟ ମଗାଯାଇଛି। ପ୍ରତ୍ୟେକ…
ପୁରୀ ଅଫିସ,୧୩ା୬: କରୋନା ଲାଗି ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବେଶ ବାରଣ ଥିବାରୁ ସେବାୟତମାନେ ଆର୍ଥିକ ଦୃଷ୍ଟିରୁ ପ୍ରଭାବିତ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ସେବାୟତଙ୍କୁ…
କଟକ ଅଫିସ,୧୩ା୬: ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ କିଡ୍ନୀ କ୍ୟାନ୍ସର ରୋଗୀଙ୍କଠାରେ ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଢେଙ୍କାନାଳ ଜିଲାର ଏହି ରୋଗୀ ଜଣକ…
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜ୍ୟ ସରକାର ଭାରତୀୟ ବନ ସେବା (ଆଏଫ୍ଏସ୍) ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ୧୯୮୮ ବ୍ୟାଚ ଆଇଏଫ୍ଏସ୍ ଅଫିସର ପୁସା ଝୁଲେ ମେକ୍ରୋଙ୍କୁ ଆଞ୍ଚଳିକ ଉଦ୍ଭିଦ…
ଭୁବନେଶ୍ୱର,୧୩।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ରାଜ୍ୟର ଅଧିକାଂଶ ଜିଲାରେ ପ୍ରବେଶ କରିଛି। ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କେତେକ…