ରାଜ୍ୟ

ହୀରାକୁଦ ଡ୍ୟାମ୍‌ର ୧୨ ଗେଟ୍‌ ଖୋଲିଲା

ସମ୍ବଲପୁର ଅଫିସ,୧୭ା୮: ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ହୀରାକୁଦ ଡ୍ୟାମ୍‌ର ଜଳପତ୍ତନ ବୃଦ୍ଧି ପାଇଛି। ଫଳରେ ୧୨ଟି ଗେଟ୍‌ ମଧ୍ୟ ଦେଇ ଜଳ ନିଷ୍କାସିତ ହେଉଛି। ଡ୍ୟାମ୍‌ର…

6 years ago

ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ ସର୍ଭେ: ପ୍ରଣବ, ତାରା ଶ୍ରେଷ୍ଠ ବିଧାୟକ

ଭୁବନେଶ୍ୱର,୧୭ା୮(ବ୍ୟୁରୋ): ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଓ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ‘ଫେମ୍‌ ଇଣ୍ଡିଆ ଏସିଆ ପୋଷ୍ଟ’ ପକ୍ଷରୁ ୨୦୨୦ ବର୍ଷ ପାଇଁ ଶ୍ରେଷ୍ଠ…

6 years ago

ବହୁଚର୍ଚ୍ଚିତ ଇତିଶ୍ରୀ ହତ୍ୟା ମାମଲାର ଦୋଷୀ ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ

କୋରାପୁଟ ଅଫିସ,୧୭ା୮: ରାୟଗଡ଼ାର ବହୁଚର୍ଚ୍ଚିତ ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ମୃତ୍ୟୁ ମାମଲାରେ ଦୋଷୀ ସାବ୍ୟସ୍ତ ଶିକ୍ଷକ ନେତ୍ରାନନ୍ଦ ଦଣ୍ଡସେନାଙ୍କ ମୃତ୍ୟୁ ହୋଇଛି। ଏନେଇ କୋରାପୁଟ ମଣ୍ଡଳ କାରାଗାର…

6 years ago

ପ୍ରବାସୀ ଶ୍ରମିକଙ୍କ ନିଯୁକ୍ତିକୁ ପ୍ରାଥମିକତା ଦେବ ଏମ୍‌ଏସ୍‌ଏମ୍‌ଇ

ଭୁବନେଶ୍ୱର, ୧୭ା୮(ବ୍ୟୁରୋ): ଲକ୍‌ଡାଉନରେ ରାଜ୍ୟକୁ ଫେରିଥିବା ପ୍ରବାସୀ କୁଶଳୀ ଶ୍ରମିକମାନେ ଏବେ କାମଧନ୍ଦା ନ ପାଇ ରୋଜଗାର ଆଶାରେ ପୁଣିଥରେ କର୍ମକ୍ଷେତ୍ରକୁ ଫେରିବା ପାଇଁ ସଜବାଜ ହେଉଛନ୍ତି।…

6 years ago

ସ୍ବାସ୍ଥ୍ୟକର୍ମୀଙ୍କୁ ଟୁଇଟ୍‌ ଯୋଗେ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର,୧୭ା୮(ବ୍ୟୁରୋ):: ରାଜ୍ୟରେ ଗୋଟିଏ ଦିନରେ ୫୦ ହଜାରରୁ ଅଧିକ କରୋନା ନମୁନା ପରୀକ୍ଷା କରି କୋଭିଡ୍‌-୧୯ ବିରୋଧରେ ଓଡିଶା ମାଇଲଖୁଣ୍ଟ ସ୍ଥାପନ କରିପାରିଛି। ସ୍ବାସ୍ଥ୍ୟକର୍ମୀ ଓ କରୋନା…

6 years ago

ରାଜ୍ୟରେ ବର୍ଷା, ବନ୍ୟା

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ପଶ୍ଚିମବଙ୍ଗ ଓ ସଂଲଗ୍ନ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ସାରା ରାଜ୍ୟରେ ବର୍ଷା ହେଉଛି। ଲଗାଣ ବର୍ଷା…

6 years ago

ପୁଣି ୧୪ ଅନ୍ତେବାସୀ କରୋନା ଆକ୍ରାନ୍ତ

ବ୍ରହ୍ମପୁର ଅଫିସ, ୧୭ା୮- ଗଞ୍ଜାମ ଜିଲାରେ କରୋନାକୁ ନେଇ ଲୋକେ ଭୟଭୀତ ହୋଇ ରହିଛନ୍ତି। ରବିବାର ପୁଣି ବ୍ରହ୍ମପୁର ବାଳ ସୁଧାର ଗୃହର ୧୪ ଅନ୍ତେବାସୀ ଆକ୍ରାନ୍ତ…

6 years ago

ଶହୀଦନଗର ଥାନାରେ ପଶିଲା କରୋନା

ଭୁବନେଶ୍ୱର,୧୬।୮(ବ୍ୟୁରୋ): କ୍ୟାପିଟାଲ, ନୟାପଲ୍ଲୀ ଓ ଜିଆର୍‌ପି ଥାନା ପରେ ଏବେ ଶହୀଦନଗର ଥାନାରେ ପଶିଛି କରୋନା। ଗିରଫ ହୋଇଥିବା ଜଣେ ଅଭିଯୁକ୍ତ ଓ ତାଙ୍କ ସଂସ୍ପର୍ଶରେ ଆସିଥିବା…

6 years ago

ଖୁଲମ୍‌ଖୁଲା ବିକ୍ରି ହେଉଥିଲା ମଦ: ସିଲ ହେଲା ହୋଟେଲ ଉତ୍କଳ ଇନ୍‌

ଭୁବନେଶ୍ୱର, ୧୬।୮(ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର (ଡି.ଏନ୍‌.ଏ.) : ଶଟ୍‌ଡାଉନ୍‌ ଓ କଟକଣା ସତ୍ତ୍ୱେ ଭୁବନେଶ୍ୱରରେ ଖୁଲମ୍‌ଖୁଲା ବିକ୍ରି ହେଉଥିଲା ମଦ। ଏହାର ଭିଡିଓ ଭାଇରାଲ ହେବା ପରେ…

6 years ago

ପିକ୍‌ଅପ୍‌ ଭ୍ୟାନରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ଆର.ଉଦୟଗିରି,୧୬ା୮(ଡି.ଏନ.ଏ.)- ମୋହନା ପୋଲିସ ଏକ ଗାଡ଼ି ସହ ୧୩ ବସ୍ତା ଗଞ୍ଜେଇ ଜବତ କରିଛି। ଆର୍‌.ଉଦୟଗିରି ଏସଡିପିଓ ଅନିଲ କୁମାର ପ୍ରଧାନଙ୍କ ତତ୍ତ୍ୱାବଧାନରେ ମୋହନା ଆଇଆଇସି ସୁନିଲ…

6 years ago