ଫୁଲବାଣୀ ଅଫିସ, ୧୭ା୧- ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନ ଦେବାପାଇଁ ବିଦ୍ୟାଳୟ ପରିସରରେ ରୋଷେଇ ଗୃହ ନିର୍ମାଣ ପାଇଁ ନିର୍ଦ୍ଦେଶ ରହିଛି। ହେଲେ କନ୍ଧମାଳ ଜିଲାରେ ଚାଲିଛି ମନମୁଖୀ…
ଗଞ୍ଜାମ,୧୭ା୧(ଡି.ଏନ.ଏ.) - ଗଞ୍ଜାମ ଜିଲାର ହୁମ୍ମା ଓ ଗଞ୍ଜାମ ଆଖପାଖ ଅଞ୍ଚଳରେ ହଜାର ହଜାର ଏକର ଲୁଣ ଜମି ଏବେ ଗୋଚର ପାଲଟିଲାଣି। ଲୁଣ ଉତ୍ପାଦନକୁ ଗୁରୁତ୍ୱ…
ସଜନାଗଡ଼, ୧୭।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଏକ ଆଦିବାସୀ ବହୁଳ ଅଞ୍ଚଳ। ଉକ୍ତ ଅଞ୍ଚଳର ସମସ୍ତ ଲୋକ ଏହି ଚିକିତ୍ସାଳୟ ଉପରେ ନିର୍ଭର କରନ୍ତି। ଉପଖଣ୍ଡ ଚିକିତ୍ସାଳୟରେ…
ଭୁବନେଶ୍ୱର,୧୬।୧(ବ୍ୟୁରୋ): ବରିଷ୍ଠ ନେତା ସମୀର ମହାନ୍ତି ରାଜ୍ୟ ଭାଜପା ସଭାପତି ନିର୍ବାଚିତ ହୋଇଛନ୍ତି। ଗୁରୁବାର ପର୍ଯ୍ୟବେକ୍ଷକ ନରେନ୍ଦ୍ର ସିଂ ତୋମାର ଆନୁଷ୍ଠାନିକ ଭାବେ ଏହି ଘୋଷଣା କରିଛନ୍ତି।…
ଭୁବନେଶ୍ୱର,୧୬।୧(ବ୍ୟୁରୋ): ଓଡ଼ିଶା ଫେରିବ ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଡାକୋଟା ବିମାନ। ଏ ନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟକୁ ଚିଠି କରାଯିବ।…
ଖୋର୍ଦ୍ଧା ଅଫିସ,୧୬।୧: ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ କଣ୍ଟାବାଡ଼ ରମାମଣି ମହାବିଦ୍ୟାଳୟରେ ଅଧ୍ୟାପକଙ୍କ କାରନାମା ପଦାରେ ପଡ଼ିଛି। ସେ ଛାତ୍ରୀଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରୁଥିବା ଅଭିଯୋଗ…
ଖୋର୍ଦ୍ଧା ଅଫିସ,୧୬।୧: ପୂର୍ବ ନିର୍ଦ୍ଧାରିତ ତାରିଖାନୁଯାୟୀ ସେସୁ ପକ୍ଷରୁ ଗୁରୁବାର ଖୋର୍ଦ୍ଧାରୁ ବିଦ୍ୟୁତ୍ କାଟ୍ ଆରମ୍ଭ ହୋଇଛି। ୩୯ଟି ଟିମ୍ ବିଦ୍ୟୁତ୍ ବକେୟା ଥିବା ଗ୍ରାହକମାନଙ୍କ ବିଦ୍ୟୁତ୍…
ବଣାଇଁ,୧୬।୧(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ବଣାଇଁ ଥାନା ଅନ୍ତର୍ଗତ ଟିକିରାପୋଷ ଗ୍ରାମରେ ବୁଧବାର ରାତିରେ ଜଣେ ମହିଳାଙ୍କୁ ଟାଙ୍ଗିଆରେ ହାଣି ନୃଶଂସ ଭାବେ ହତ୍ୟା କରାଯାଇଛି। ମୃତ ମହିଳା…
ପୁରୀ ଅଫିସ, ୧୬ା୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ୭ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନରେ…
ଖୋର୍ଦ୍ଧା ଅଫିସ,୧୬।୧: ପ୍ରଥମେ ଖୋର୍ଦ୍ଧାରୁ ବିଦ୍ୟୁତ୍ କାଟ୍ ଆରମ୍ଭ କରିଛି ସେସୁ। ବକେୟା ଥିବା ବିଦ୍ୟୁତ୍ ଗ୍ରାହକମାନଙ୍କ ବିଦ୍ୟୁତ୍ ସଂଯୋଗ ବିଚ୍ଛିନ୍ନ କରିବା ପାଇଁ ଖୋର୍ଦ୍ଧା ଡିଭିଜନ…