ରାଜ୍ୟ

ପୁରୀ ସହରର ୩ ପରିବା ମାର୍କେଟ ବନ୍ଦ

ପୁରୀ ଅଫିସ,୫।୪: ପୁରୀ ସହରର ୩ଟି ଯାକ ପରିବା ମାର୍କେଟ ବନ୍ଦ କରିଦେଲା ଜିଲା ପ୍ରଶାସନ। କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ରକ୍ଷା ଲାଗି ପ୍ରଶାସନ…

6 years ago

ଜନସାଧାରଣଙ୍କୁ ରାଜ୍ୟ ସରକାରଙ୍କ ଚେତାବନୀ: ବଜାରରେ ଭିଡ଼ କଲେ ସଟ୍ ଡାଉନ୍‌ଠାରୁ ନିଆଯିବ ବଡ଼ ପଦକ୍ଷେପ

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ଜନସାଧାରଣଙ୍କୁ ରାଜ୍ୟ ସରକାର ଚେତାବନୀ ଦେଇଛନ୍ତି। ଭୁବନେଶ୍ୱର, କଟକ ଓ ଭଦ୍ରକ ୩ଟି ସହରରେ ରବିବାର ରାତି ୮ଟା ରେ ସଟ୍ ଡାଉନ୍…

6 years ago

ଶଟ୍‌ଡାଉନ୍‌ରେ ଲୋକଙ୍କୁ ମିଳିପାରି ଲାନି ଅତ୍ୟାବଶ୍ୟକ ସାମଗ୍ରୀ : ୨ ନିଷିଦ୍ଧା ଅଂଚଳରୁ ଆସିଛି ୬ ଫୋନ୍ କଲ୍‌

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ଭୁବନେଶ୍ୱରର ବମିଖାଲ ଓ ସୂର୍ଯ୍ୟନଗରରୁ ୧୧ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ ହେବା ପରେ ଉଭୟ ଅଞ୍ଚଳକୁ ସିଲ୍ କରିବା ସହ ଅନିର୍ଦ୍ଧିଷ୍ଟ…

6 years ago

କଟକରେ ଉତ୍ତେଜନା: ପୋଲିସକୁ ଢେଲାମାଡ଼

କଟକ ଅଫିସ, ୫।୪: ସଟ୍ ଡାଉନ ଚାଲିଥିବା ବେଳେ କଟକ ସହରରେ ରବିବାର ଉତ୍ତେଜନା ଦେଖା ଦେଇଛି। କେଶରପୁରରେ ଦୁଇ ଗୋଷ୍ଠୀ ମଧ୍ୟରେ ସକାଳେ ଗଣ୍ଡଗୋଳ ଦେଖା…

6 years ago

ତାମିଲନାଡୁ, ମହାରାଷ୍ଟ୍ରରେ ଫସିଛନ୍ତି ୯୦ ଶ୍ରମିକ

ବରଗଡ଼ ଅଫିସ୍,୫।୪- ଲକ୍ ଡାଉନ୍ ଯୋଗୁଁ ତାମିଲନାଡୁ ଏବଂ ମହାରାଷ୍ଟ୍ରରେ ୯୦ ଜଣ ଶ୍ରମିକ ଫସିଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ବରଗଡ଼ ଜିଲା ବିଜେପୁର ବ୍ଳକ…

6 years ago

ଭୁବନେଶ୍ୱରରେ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ : ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ଭୁବନେଶ୍ୱର, କଟକ ଓ ଭଦ୍ରକ ୩ଟି ସହରରେ ରବିବାର ରାତି ରାତି ୮ଟା ରେ ସଟ୍ ଡାଉନ୍ ହଟିବ। ସଟ୍ ଡାଉନ୍ ସମୟରେ…

6 years ago

କରୋନା ପାଇଁ ଘର ଘର ବୁଲି ପିଡିଏସ୍ ଚାଉଳ ବଣ୍ଟା ବେଳେ ବାଟମାରଣା

କାଲିମେଳା,୫।୪(ଡି.ଏନ୍.ଏ.): ମାଲକାନଗିରି ଜିଲା ପଡିଆ ବ୍ଲକ ଅନ୍ତର୍ଗତ ଉଣ୍ଡ୍ରକୁଣ୍ଡା ପଞ୍ଚାୟତର ହିତାଧିକାରୀଙ୍କୁ ଦିଆଯିବାକୁ ଥିବା ପିଡିଏସ୍ ଚାଉଳକୁ ସେହି ପଞ୍ଚାୟତର ଯୋଗାଣ ସହାୟକ ହଡ଼ପ କରିଥିବା ଅଭିଯୋଗ…

6 years ago

ଲକ୍ ଡାଉନକୁ ବେଖାତିର, ପରମ୍ପରା ଆଳରେ ବନ୍ୟଜନ୍ତୁ ଶିକାର

ବୈପାରିଗୁଡ଼ା,୫।୪(ଡି଼.ଏନ୍.ଏ.): କରୋନାକୁ ନେଇ ଚାରିଆଡ଼େ ଆତଙ୍କିତ ପରିସ୍ଥିତି। ସବୁଠି ଲକ୍ ଡାଉନ୍। ବାହାରକୁ ନ ଆସିବାକୁ ପୋଲିସ ଡାକବାଜି ଯନ୍ତ୍ରରେ ପ୍ରଚାର କରୁଛି। ଗୋଷ୍ଠୀଗତ ଭାବେ ଗୋଟିଏ…

6 years ago

ଜନସାଧାରଣଙ୍କୁ ଶକ୍ତି ବିଭାଗର ନିବେଦନ:ମେନ୍ ସୁଇଜ୍ ନୁହେଁ, କେବଳ ଲାଇଟ୍ ସୁଇଜ୍ ବନ୍ଦ କରନ୍ତୁ

ଭୁବନେଶ୍ୱର, ୫ା୪ (ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତି ୯ଟାରେ ସ୍ୱେଚ୍ଛାକୃତ ଭାବେ ଘର ଲାଇଟ ବନ୍ଦ କରିବା ପାଇଁ ଅନୁରୋଧ କରିଛନ୍ତି। ଏହି ସମୟରେ…

6 years ago

ସାମାଜିକ ଦୂରତ୍ୱ ପାଳନର ଚମତ୍କାର ଚିତ୍ର ଦେଉଛି ଗାଁ

ପାପଡ଼ାହାଣ୍ଡି,୫।୪(ଡି.ଏନ୍.ଏ.): କରୋନାକୁ ନେଇ ଗାଁଠୁ ସହର ସବୁଠି ସଚେତନତା ଜାରି ରଖିଛି ପୋଲିସ ଓ ପ୍ରଶାସନ। ସହରରେ ସମସ୍ତେ ଉଚ୍ଚଶିକ୍ଷିତ ଥାଇ ମଧ୍ୟ କେତେକ ବ୍ୟକ୍ତି ଲକ୍…

6 years ago