ଭୁବନେଶ୍ୱର,୨।୪(ବ୍ୟୁରୋ): କରୋନା ସଂକ୍ରମଣ ବ୍ୟାପିବାକୁ ରୋକିବା ଲାଗି କେନ୍ଦ୍ର ସରକାର ଘୋଷଣା କରିଥିବା ୨୧ ଦିନିଆ ଲକ୍ଡାଉନ୍କୁ ମାନି ନିଜ ନିଜ ଘରେ ସୁରକ୍ଷିତ ରହିବାକୁ ଅନୁରୋଧ…
ରସୁଲପୁର,୨।୪(ଡି.ଏନ୍.ଏ.): ନିଜାମୁଦ୍ଦିନରେ ଆୟୋଜିତ ମୁସଲମାନଙ୍କ ଧର୍ମସଭାରେ ଯୋଗଦେଇ ଫେରିଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଆଉ ଜଣଙ୍କୁ ବୁଧବାର ଯାଜପୁର ଜିଲା ରସୁଲପୁର ବ୍ଲକର ବ୍ରହ୍ମବରଦା ଅଞ୍ଚଳରେ ଠାବ କରିଛି…
ଯାଜପୁର ଅଫିସ,୨।୪: ପଡୋଶୀ ଜିଲା ଭଦ୍ରକରେ ଓଡ଼ିଶାର ୪ର୍ଥ କରୋନା ଭାଇରସ୍ ସଂକ୍ରମିତ ଚିହ୍ନଟ ହେବା ପରେ ଯାଜପୁର ଜିଲାର ସମସ୍ତ ସୀମାକୁ ନାକାବନ୍ଦୀ କରି ଦିଆଯାଇଛି।…
ପୁରୁଣା ଭୁବନେଶ୍ୱର, ୨।୪ (ଡି.ଏନ୍.ଏ.): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ବର୍ଷ ବର୍ଷ ଧରି ପାଳିତ ହେଉଥିବା ବହୁ ପରମ୍ପରାରେ ପୂର୍ଣ୍ଣଚ୍ଛେଦ ପଡ଼ିବାରେ ଲାଗିଛି। ପୂର୍ବରୁ ୯ଶହ ବର୍ଷର ହାଣ୍ଡିଭଙ୍ଗା…
ଭୁବନେଶ୍ୱର,୨।୪(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନ୍ରେ ଅନୁଷ୍ଠିତ ଧର୍ମସଭାରୁ ଓଡ଼ିଶାକୁ ଆସିଥିବା ଲୋକଙ୍କ ମଧ୍ୟରୁ ୬ଜଣ ବିଦେଶୀଙ୍କ ସମେତ ୨୦ଜଣଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ସମସ୍ତଙ୍କ ନମୁନା ସଂଗ୍ରହ କରାଯାଇ…
ଜଟଣୀ,୨।୪(ଡି.ଏନ.ଏ): ବର୍ତ୍ତମାନ କରୋନା କଟକଣା ଯୋଗୁ ସମସ୍ତେ ଘରର ଚାରିକାନ୍ଥ ମଧ୍ୟରେ ଆବଦ୍ଧ ହୋଇ ରହୁଛନ୍ତି। ମାତ୍ର ଏହି ସମୟରେ ସମାଜସେବା ଲାଗି ସାଇକେଲ ଧରି ବାହାରିପଡୁଛନ୍ତି…
କଟକ ଅଫିସ,୨।୪: ଲକ୍ଡାଉନ୍ ବଳବତ୍ତର ଥିବାରୁ ରେଭେନ୍ଶା ବିଶ୍ୱବିଦ୍ୟାଳୟରେ ଶିକ୍ଷାଦାନ ବନ୍ଦ ରହିଛି। ତେବେ ୩ଜଣ ଅଧ୍ୟାପକ ଏହି ଫାଙ୍କା ସମୟର ସଦୁପଯୋଗ କରି ଏକ ପ୍ରଶଂସନୀୟ…
ଭୁବନେଶ୍ୱର, ୨।୪(ବ୍ୟୁରୋ): ଲକ୍ଡାଉନ୍ ପରେ ଦୁଗ୍ଧଚାଷୀମାନେ ମଧ୍ୟ ବ୍ୟାପକ କ୍ଷତି ସହିବାରେ ଲାଗିଛନ୍ତି। ସେମାନେ ଆଉ ପୂର୍ବଭଳି କୌଣସି ସଂସ୍ଥାକୁ କ୍ଷୀର ଯୋଗାଇପାରୁ ନ ଥିବାବେଳେ ଦୋକାନ,…
କେନ୍ଦୁଝର,୨।୪(ସ୍ବ.ପ୍ର.): ପଶ୍ଚିମବଙ୍ଗ ଓ ବିହାରରୁ ପାଖାପାଖି ୩୦ଜଣ ନିର୍ମାଣ ମିସ୍ତ୍ରୀ, ତୁଳା କାମ ଓ କାଠ କାମ ମିସ୍ତ୍ରୀ କାର୍ଯ୍ୟ ସକାଶେ କେନ୍ଦୁଝରକୁ ଆସିଥିଲେ। ଲକ୍ଡାଉନ୍ ଯୋଗୁ…
କେନ୍ଦୁଝର,୨।୪(ସ୍ବ.ପ୍ର.): ମୟୁରଭଞ୍ଜ ଜିଲା କରଞ୍ଜିଆ ଗାଁରୁ ସମ୍ବଲପୁର ଜିଲା ଜମନକିରା ଗାଁକୁ ଚାଲି ଚାଲି ଯାଉଥିବା ୩୦ଜଣ ଶ୍ରମିକଙ୍କୁ ସଦର ବ୍ଲକ ନେଲୁଙ୍ଗ ଗାଁର ଗ୍ରାମବାସୀମାନେ ଆଶ୍ରୟ…