ରାଜ୍ୟ

ଲୋକସେବା ଭବନରେ କରୋନା କଟକଣା: କମିଲା କର୍ମଚାରୀଙ୍କ ସଂଖ୍ୟା

ଭୁବନେଶ୍ୱର,୨୩।୩(ବ୍ୟୁରୋ): କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିଚାଲିଥିବା ବେଳେ ଭାରତରେ ମଧ୍ୟ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ଏହି ଘାତକ ଭୂତାଣୁର ଦମନ…

6 years ago

କରୋନା ପାଇଁ ହାଇକୋର୍ଟଙ୍କ କଟକଣା: ୩୧ ପର୍ଯ୍ୟନ୍ତ କୌଣସି ମାମଲା ତାଲିକାଭୁକ୍ତ ହେବ ନାହିଁ, କୋର୍ଟରେ ନିୟୋଜିତ ରହିବେ ଡାକ୍ତର

କଟକ ଅଫିସ, ୨୩।୩: କରୋନା ମୁକାବିଲା ନେଇ ହାଇକୋର୍ଟରେ ବିଚାର ସମ୍ପର୍କିତ ନିର୍ଦ୍ଦେଶନାମା ଜାରି କରାଯାଇଛି। ୨୩ ତାରିଖ ପାଇଁ ତାଲିକାଭୁକ୍ତ ମାମଲାର ଶୁଣାଣି ସ୍ଥଗିତ ରହିବ।…

6 years ago

ଗଞ୍ଜାମ ଫେରିଲେ ୩୯୫୦ ଦାଦନ: ସ୍କ୍ରିନିଂ ପରେ ପଞ୍ଜୀକରଣ, ସ୍ବତନ୍ତ୍ର ବସ୍‌ରେ ଘରକୁ ପଠାଇଲା ପ୍ରଶାସନ

ବ୍ରହ୍ମପୁର ଅଫିସ,୨୩।୩: ବିଶ୍ୱବ୍ୟାପୀ ଆତଙ୍କ ସୃଷ୍ଟି କରିଥିବା ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଏବେ ଭାରତରେ ବଢ଼ିବାରେ ଲାଗିଛି। ଏହି ଭାଇରସ୍‌କୁ ନେଇ ସମସ୍ତେ ଏବେ ଭୟଭୀତ…

6 years ago

ହୋମ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

କଟକ ଅଫିସ, ୨୩।୩: ବିଦେଶରୁ ଫେରିବା ପରେ ଯେଉଁମାନେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି, ସେମାନେ ନିର୍ଦ୍ଦେଶନାମାକୁ ଉଲ୍ଲଂଘନ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏ ନେଇ…

6 years ago

କରୋନା କଟକଣା: ୫ ଜିଲା ସହ ୮ ସହରରେ ଲକ୍‌ଡାଉନ୍‌

ଭୁବନେଶ୍ୱର,୨୩।୩(ବ୍ୟୁରୋ): ମହାମାରୀ କରୋନାକୁ ନେଇ ସାରା ବିଶ୍ୱ ଆତଙ୍କିତ। ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଥିବାବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏହି ଘାତକ ଭୂତାଣୁ ଦମନ…

6 years ago

ଯାତ୍ରୀସେବା ଅବ୍ୟାହତ ରଖିବାକୁ ୩ ଦଫା ଦାବି

ଭୁବନେଶ୍ୱର,୨୩।୩(ବ୍ୟୁରୋ): କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ବର୍ତ୍ତମାନ ରାଜ୍ୟରେ ଯାତ୍ରୀ ପରିବହନ ବ୍ୟବସ୍ଥାକୁ ଅବ୍ୟାହତ ରଖିବା ଏକ ବଡ଼ ଆହ୍ବାନ ହୋଇଥିବା କହିଛି ରାଜ୍ୟ ବସ୍‌…

6 years ago

ହସ୍ପିଟାଲ ଆଇସୋଲେଶନରେ ୨୮

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ କରୋନା ଭାଇରସ୍‌ (କୋଭିଡ୍‌-୧୯) ସଂକ୍ରମଣ ଉପରେ ସରକାର କଡ଼ା ନଜର ରଖିଛନ୍ତି। ରବିବାର ସୁଦ୍ଧା ଓଡ଼ିଶାରେ ୭୬ ନମୁନା ପରୀକ୍ଷା ପାଇଁ ପଠାଯାଇଥିବାବେଳେ…

6 years ago

ସଂକ୍ରମଣ ରୋକିବ ଲକ୍‌ଡାଉନ୍‌

ଭୁବନେଶ୍ୱର,୨୩।୩(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନକ୍ରମେ ରବିବାର ସମଗ୍ର ଦେଶରେ ଜନତା କର୍ଫ୍ୟୁ ଉତ୍ସାହର ସହ ପାଳନ ହୋଇଛି। ଲୋକେ ସ୍ବତଃସ୍ଫୁର୍ତ୍ତ ଭାବେ କରୋନା ସଂକ୍ରମଣର ମୁକାବିଲା…

6 years ago

ପୁରୀ: ହୋଟେଲ ଶିଳ୍ପରେ ତାଲା

ପୁରୀ ଅଫିସ,୨୩।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ବିଭିନ୍ନ ପ୍ରକାର ପଦକ୍ଷେପ ନେଇଛି। ନୂଆ ନୂଆ କଟକଣା ବି ଲଗାଉଛି। ପ୍ରଶାସନିକ ନିର୍ଦ୍ଦେଶ…

6 years ago

୧୦ ଗୁଜବକାରୀ ଗିରଫ

ଭୁବନେଶ୍ୱର,୨୩।୩(ବ୍ୟୁରୋ): କରୋନା ସଂକ୍ରମଣକୁ ନେଇ ସୋସିଆଲ ମିଡିଆରେ ଅନେକ ବ୍ୟକ୍ତି ଗୁଜବ କରୁଛନ୍ତି। ମିଥ୍ୟା ତଥ୍ୟ ଦେଇ ଲୋକଙ୍କୁ ଆତଙ୍କିତ କରୁଛନ୍ତି। ତେଣୁ ଏଭଳି ଗୁଜବକାରୀଙ୍କ ଉପରେ…

6 years ago