କଟକ ଅଫିସ,୨୯।୭: କଟକର ନୂଆ ଡିସିପି ଭାବେ ରବିବାର ଦାୟିତ୍ୱ ନେଇଛନ୍ତି ପ୍ରତୀକ ସିଂ। ଡିସିପି କାର୍ଯ୍ୟାଳୟରେ ସେ ବିଦାୟୀ ଡିସିପି ଅଖିଳେଶ୍ୱର ସିଂଙ୍କଠାରୁ ଦାୟିତ୍ୱ ଗ୍ରହଣ…
ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଜଧାନୀରେ ରବିବାର ୫୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୧୮୨କୁ ବୃଦ୍ଧି ପାଇଛି। ସେଥିରୁ ୬୪୬…
ପଦ୍ମପୁର,୧୯।୭(ଡି.ଏନ୍.ଏ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଆରୁହା ଉଚ୍ଚ ବିଦ୍ୟାଳୟର ଜଣେ ଶିକ୍ଷକ କୋଭିଡ ନିୟମ ଉଲ୍ଲଂଘନ କରି ଟ୍ୟୁଶନ କରିଥିବା ଅଭିଯୋଗ ହୋଇଛି। ଏ…
ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଜ୍ୟରେ ଗୁରୁତର କରୋନା ରୋଗୀଙ୍କ ଚିକିତ୍ସା କ୍ଷେତ୍ରରେ ପ୍ଲାଜମା ଥେରାପି ସଫଳ ହୋଇଛି। ୬ ଜଣ ଗୁରୁତର ରୋଗୀଙ୍କ ମଧ୍ୟରୁ ଯେଉଁମାନେ ବର୍ତ୍ତମାନ ପ୍ଲାଜମା ଥେରାପିରେ…
ଭଦ୍ରକ ଅଫିସ,୧୯।୭ - ଭଦ୍ରକ ପୌରାଞ୍ଚଳ ଓ ଧାମନଗର ଏନ୍ଏସି ଅଞ୍ଚଳକୁ ରବିବାର ଜିଲାପାଳ ଡା. ଜ୍ଞାନ ରଞ୍ଜନ ଦାସ ଲକ୍ଡାଉନ୍ ଘୋଷଣା କରିଛନ୍ତି। ୨୦ ତାରିଖଠାରୁ…
ଭୁବନେଶ୍ୱର,୧୯ା୭(ବ୍ୟୁରୋ): ଅଗ୍ନିଶମ କର୍ମଚାରୀ ଗୁରୁତର ଅସୁସ୍ଥ କରୋନା ରୋଗୀଙ୍କୁ ପ୍ଲାଜମା ଦାନ କରିବେ। ପ୍ରଥମ ପର୍ଯ୍ୟାୟରେ ୧୦ ଜଣ କର୍ମଚାରୀ ପ୍ଲାଜମା ଦାନ କରିବେ। କଟକ ଏସ୍ସିବି…
ଖୋର୍ଦ୍ଧା ଅଫିସ,୧୯।୭ : ଖୋର୍ଦ୍ଧା ଜିଲାରେ ବଢି ଚାଲିଛି କରୋନା ଆକ୍ରାନ୍ତ ସଂଖ୍ୟା। ଏଥିରୁ ବାଦ୍ ପଡିନି ଖୋର୍ଦ୍ଧା ପୌରାଞ୍ଚଳ। ଜନ ସଚେତନତା ଉଦ୍ଦେଶ୍ୟରେ ପୌରାଞ୍ଚଳ ପକ୍ଷରୁ…
ଖୋର୍ଦ୍ଧା ଅଫିସ,୧୯।୭ : ଖୋର୍ଦ୍ଧା ଜିଲାରେ ବିଏମ୍ସିକୁ ବାଦ୍ ଦେଇ ରେକର୍ଡ ସଂଖ୍ୟକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରବିବାର ଜିଲାରେ ୪୩ ଏବଂ ଖୋର୍ଦ୍ଧା ପୌରାଞ୍ଚଳରେ…
ଭୁବନେଶ୍ୱର,୧୯ା୭(ବ୍ୟୁରୋ): ରବିବାର ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୧ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…
ଭୁବନେଶ୍ୱର,୧୯।୭(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ରବିବାର ମୋଟ ୭୩୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୪୮୧ କ୍ୱାରାଣ୍ଟାଇନ୍…