କଟକ ଅଫିସ,୨୨।୩: କଟକ ସହରରେ ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ସକାଳ ୭ଟାରୁ ସହରର ରାସ୍ତାଘାଟ ଶୂନଶାନ ହୋଇପଡିଛି। ବାଦାମବାଡ଼ି ବସ୍ଷ୍ଟାଣ୍ଡରୁ ବସ୍ ଚଳାଚଳ ବନ୍ଦ…
ବରଗଡ଼ ଅଫିସ,୨୨।୩- କରୋନା ସଂକ୍ରମଣ ରୋକିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିବେଦନ କ୍ରମେ ରବିବାର ଦେଶବ୍ୟାପୀ ଚାଲିଥିବା ଜନତା କର୍ଫ୍ୟୁ ବରଗଡ଼ରେ ଅନୁଭୂତ ହୋଇଛି। ସକାଳୁ…
ଦାରିଙ୍ଗବାଡି,୨୨।୩(ଡି.ଏନ୍.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଞ୍ଚଳରେ ରବିବାର ଜନତାକର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ଦାରିଙ୍ଗବାଡି ସମେତ ସିମନବାଡି, ବ୍ରାହ୍ମଣୀଗାଁ, ଗଦାପୁର ସମେତ ୨୫ ପଞ୍ଚାୟତରେ ଏହାର ପ୍ରଭାବ…
ଖୋର୍ଦ୍ଧା ଅଫିସ,୨୨।୩: କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ଲାଗି ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ଧାର୍ମିକ ପୀଠ ଏବଂ ପର୍ଯ୍ୟଟନସ୍ଥଳରେ ଭୋଜିଭାତ…
କଟକ ଅଫିସ, ୨୨।୩: କରୋନା ବିଶ୍ୱରେ ମହାମାରୀ ରୂପ ନେଇଛି। ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଘୋଷଣା କରାଯାଇ ଥିବା ଜନତା କର୍ଫ୍ୟୁର ପ୍ରଭାବ ଏସ୍ସିବି ମେଡିକାଲରେ ମଧ୍ୟ ପଡିବ।…
ଭୁବନେଶ୍ୱର,୨୨।୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ସଚେତନତା ଓ କଟକଣାକୁ ଆହୁରି ବ୍ୟାପକ କରିବାକୁ ରବିବାର ସାରା ଦେଶରେ ଜନତା କର୍ଫ୍ୟୁ ଲାଗୁ ହୋଇଛି। ଏହାକୁ…
ପୁରୀ ଅଫିସ,୨୨।୩: କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଜିଲା ପ୍ରଶାସନ ନେଇଛି ଏକ ବଡ଼ ନିଷ୍ପତ୍ତି। ଶୁକ୍ରବାରଠାରୁ ବନ୍ଦ ରହିଛି ଶ୍ରୀମନ୍ଦିରରେ ଦର୍ଶନ। ଶନିବାର…
ପୁରୀ ଅଫିସ,୨୨।୩: କରୋନା ଭୂତାଣୁ ସମ୍ପର୍କିତ ସଚେତନତା ଓ ମୁକାବିଲା ନିମନ୍ତେ ଶନିବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ସ୍ବତନ୍ତ୍ର ଜିଲା ପରିଷଦ ବୈଠକ…
ଭୁବନେଶ୍ୱର, ୨୨।୩(ବ୍ୟୁରୋ): ଶନିବାର ମଧ୍ୟାହ୍ନରେ ଭୁବନେଶ୍ୱରରେ ପ୍ରବଳ ବର୍ଷା ସହ କୁଆପଥର ମାଡ଼ ହୋଇଥିଲା। ଏଥିସହ କେତେକ ସ୍ଥାନରେ ବଜ୍ରପାତ ମଧ୍ୟ ହୋଇଥିଲା। ସକାଳେ ପାଗ ସ୍ବାଭାବିକ…
ଜଟଣୀ/ଯାଁଳା,୨୨।୩(ଡି.ଏନ.ଏ.): ଜଟଣୀ ଥାନା ଅଞ୍ଚଳକୁ ଆଉ ୩ ଜଣ ବିଦେଶରୁ ଫେରିଥିବା ଶନିବାର ଜଣାପଡ଼ିଥିଲା। ସେମାନଙ୍କୁ ହୋମ୍ ଆଇସୋଲେଶନ୍ରେ ରଖାଯାଇଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମେଡିକାଲ ଅଫିସର ଜିତେନ୍ଦ୍ର…