ଆରଡି,୨୦।୩,(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିରେ ଥିବା ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଶୁକ୍ରବାର ପ୍ରଭାତରୁ ତାଲା ଝୁଲୁଥିବା ଦେଖିବାକୁ ମିଳିଛି । ଗୁରୁବାର ରାତିରେ ଜିଲା…
ପୁରୀ ଅଫିସ,୨୦।୩: ଘରୋଇ ୟେସ୍ ବ୍ୟାଙ୍କରୁ ଫେରିଥିବା ମହାପ୍ରଭୁଙ୍କ ଟଙ୍କା ୟୁନିୟନ ବ୍ୟାଙ୍କ ଅଫ୍ ଇଣ୍ଡିଆ(ୟୁବିଆଇ)ରେ ରହିବ। ଏନେଇ କରାଯାଇଥିବା ଟେଣ୍ଡର ପ୍ରକ୍ରିୟାରେ ୟୁନିୟନ ବ୍ୟାଙ୍କକୁ ଚୟନ…
ଭୁବନେଶ୍ୱର,୨୦।୩(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ଏପ୍ରିଲରେ ହେବାକୁ ଥିବା ଜନଗଣନା କାର୍ଯ୍ୟକ୍ରମକୁ ସ୍ଥଗିତ…
ସାକ୍ଷୀଗୋପାଳ, ୨୦।୩(ଡି.ଏନ.ଏ.): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଶୁକ୍ରବାରଠାରୁ ସାକ୍ଷୀଗୋପାଳ ମନ୍ଦିରରେ କରୋନା ପାଇଁ କଟକଣା କରାଯାଇଛି। ସର୍ବସାଧରଣଙ୍କ ମନ୍ଦିର ପ୍ରବେଶକୁ ସମ୍ପୁର୍ଣ୍ଣ ବନ୍ଦ କରାଯାଇଥିବା ବେଳେ…
ପୁରୀ ଅଫିସ,୨୦ା୩: ଭକ୍ତ ପାଇଁ ଭଗବାନ। ଏମାନଙ୍କୁ କେହି ଅଲଗା କରିପାରିବେ ନାହିଁ। ଏମିତି ଆସ୍ଥା ଓ ବିଶ୍ୱାସ ନେଇ ପ୍ରତିଦିନ ଶ୍ରୀକ୍ଷେତ୍ରକୁ ହଜାର ହଜାର ଭକ୍ତ…
ପୁରୀ ଅଫିସ,୨୦।୩: ଓଡ଼ିଆ ଜନଜୀବନ ସହ ପଖାଳର ସମ୍ପର୍କ ବହୁ ପୁରୁଣା। ଏକଦା ଗାଁ ଓ ଗରିବ ଲୋକଙ୍କର ଖାଦ୍ୟ ପଖାଳ ବୋଲି କୁହାଯାଉଥିଲା। ହେଲେ ଏବେ…
ଭୁବନେଶ୍ୱର,୨୦ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଏଡ଼ାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ସମସ୍ତ ଘରୋଇ ଓ ସରକାରୀ ସଂସ୍ଥାକୁ ଷ୍ଟାଣ୍ଡାର୍ଡ ଅପରେଶନ ପ୍ରୋସିଡ୍ୟୁୟର (ଏସ୍ଓପି) ଜାରି କରିଛି।…
ଭୁବନେଶ୍ୱର,୨୦ା୩(ବ୍ୟୁରୋ): ନୟାପଲ୍ଲୀ ଥାନା ଅଞ୍ଚଳର ରିଚି ରେଜେନ୍ସିରେ ଥିବା ଜଣେ ବିଦେଶୀ ପର୍ଯ୍ୟଟକଙ୍କୁ ଉଦ୍ଧାର କରି ଯାତ୍ରୀ ନିବାସକୁ ପଠାଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ତାଙ୍କ…
ଭୁବନେଶ୍ୱର,୨୦ା୩(ବ୍ୟୁରୋ): ଶ୍ରୀମନ୍ଦିର ଜମା ଅର୍ଥକୁ ରାଜ୍ୟ ସରକାର ରାଷ୍ଟ୍ରାୟତ୍ତ ବ୍ୟାଙ୍କରେ ନ ରଖି ୟେସ୍ ବ୍ୟାଙ୍କ ଭଳି ଏକ ଘରୋଇ ବ୍ୟାଙ୍କରେ ରଖିଥିଲେ। ଶ୍ରୀମନ୍ଦିରର ୫୪୫ କୋଟି…
କେନ୍ଦ୍ରାପଡା ଅଫିସ/ ମହାକାଳପଡା (ଡି.ଏନ.ଏ.)୨୦।୩: କେନ୍ଦ୍ରାପଡା ଜିଲାରେ ଅନୁପ୍ରବେଶକୁ ଜିଲା ପୋଲିସ ଗୁରୁତ୍ୱ ଦେଉନାହିଁ। ଏପରି କି କରୋନା ଭୂତାଣୁ ସଂକ୍ରମଣ ପାଇଁ ରାଜ୍ୟ ସରକାରଙ୍କ ଜାରି…