ରାଜ୍ୟ

ଯୁକ୍ତ ୨ ପରୀକ୍ଷା ବାତିଲ

ଭୁବନେଶ୍ୱର,୨୦ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି। ଆସନ୍ତା ୨୩ ତାରିଖରୁ ଯୁକ୍ତ ୨ ପରୀକ୍ଷାକୁ…

6 years ago

ଘୁଞ୍ଚିଲା ଓଜେଇଇ ଆବେଦନ ତାରିଖ

ଭୁବନେଶ୍ୱର,୨୦।୩(ବ୍ୟୁରୋ):ମେ’ ପ୍ରଥମ ସପ୍ତାହରେ ହେବାକୁ ଥିବା ଓଜେଇଇ ପରୀକ୍ଷା (ଓଡ଼ିଶା ଜଏଣ୍ଟ ଏଣ୍ଟ୍ରାନ୍ସ ଏକ୍‌ଜାମିନେଶନ) ପାଇଁ ଆବେଦନ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଏଥିପାଇଁ ଆବେଦନ ପ୍ରକ୍ରିୟା ୨୦ତାରିଖ…

6 years ago

ଓଡ଼ିଶାରେ ଦ୍ୱିତୀୟ କରୋନା ରୋଗୀ ଚିହ୍ନଟ

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ଓଡିଶାରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁରୁବାର ଭୁବନେଶ୍ୱରସ୍ଥିତ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍‌ଏମ୍‌ଆର୍‌ସି)କୁ ୧୪ଟି ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା। ସେଥିରୁ…

6 years ago

ଆଇସିଏସ୍‌ଇ, ଆଇଏସ୍‌ସି ପରୀକ୍ଷା ବାତିଲ

ଭୁବନେଶ୍ୱର,୨୦ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ୍‌ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ବୋର୍ଡ ଦ୍ୱାରା ପରିଚାଳିତ ଦଶମ (ଆଇସିଏସ୍‌ଇ) ଓ ଦ୍ୱାଦଶ…

6 years ago

ଆଜିଠୁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ

ପୁରୀ ଅଫିସ,୨୦ା୩: କରୋନା ଭୂତାଣୁ ସଂକ୍ରମଣରୁ ଜନସାଧାରଣଙ୍କୁ କିପରି ସୁରକ୍ଷା ଦିଆଯାଇ ପାରିବ ସେନେଇ ସରକାର ସବୁପ୍ରକାର ଚେଷ୍ଟା ଜାରି ରଖିଛନ୍ତି। ବିଭିନ୍ନ ଧର୍ମାନୁଷ୍ଠାନରେ ଭକ୍ତଙ୍କ ପ୍ରବେଶ…

6 years ago

ଜଳିଗଲା ନୀଳଚକ୍ର ବାନା

ପୁରୀ ଅଫିସ,୧୯ା୩: ଜଳିଗଲା ନୀଳଚକ୍ର ବାନା । ମହାଦୀପରୁ ନିଅଁା ଲାଗି ନୀଳଚକ୍ର ତଳେ ବନ୍ଧାଯାଇଥିବା ୨/୩ଟି ମାନସିକ ବାନା ପୋଡ଼ିଯାଇଛି। କରୋନା ମୁକାବିଲା ଉଦ୍ଦେଶ୍ୟରେ ଶୁକ୍ରବାରଠୁ…

6 years ago

ଭକ୍ତଙ୍କୁ ମନ୍ଦିର, ମସ୍‌ଜିଦ୍‌, ଗୀର୍ଜା ମନା: ଯଥାବିଧି ଚାଲିବ ନୀତିକାନ୍ତି

ଭୁବନେଶ୍ୱର, ୧୯।୩(ବ୍ୟୁରୋ): କରୋନା ମୁକାବିଳା ପାଇଁ ରାଜ୍ୟ ସରକାର ଅଧିକରୁ ଅଧିକ ସତର୍କତା ଅବଲମ୍ବନ କରୁଛନ୍ତି। ରାଜ୍ୟର ସମସ୍ତ ମନ୍ଦିର, ମସ୍‌ଜିଦ୍‌, ଚର୍ଚ୍ଚ, ଗୀର୍ଜା, ଗୁରୁଦ୍ୱାରକୁ ଭକ୍ତଙ୍କ…

6 years ago

ହନିମୁନ୍‌ରେ ଯାଇ କୁଆଲାଲମ୍ପୁର ବିମାନବନ୍ଦରରେ ଫସିଲେ ଦମ୍ପତି: ଫେରିବା ପାଇଁ ସରକାରଙ୍କୁ ନିବେଦନ

ନବରଙ୍ଗପୁର,୧୯ା୩(ବି.ପ୍ର.): କରୋନା ଭାଇରସ୍‌ ରୋକିବା ପାଇଁ ସବୁଆଡ଼େ କଟକଣା ଲାଗୁ ହୋଇଛି। ଏଥିପାଇଁ ସ୍କୁଲ, କଲେଜ, ମଲ୍‌ ଆଦିକୁ ସାମୟିକ ବନ୍ଦ କରାଯାଇଥିବା ବେଳେ ଅଧିକାଂଶ ଟ୍ରେନ୍‌…

6 years ago

ମାଟ୍ରିକ୍‌ ପରୀକ୍ଷା ଖାତା ମୂଲ୍ୟାୟନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ

ଭୁବନେଶ୍ୱର,୧୯ା୩(ବ୍ୟୁରୋ): ଗୁରୁବାରଠାରୁ ଆରମ୍ଭ ହୋଇଥିବା ମାଟ୍ରିକ୍‌ ପରୀକ୍ଷା ଖାତା ମୂଲ୍ୟାୟନ ପ୍ରକ୍ରିୟାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। କରୋନା ଭାଇରସ୍‌ ପ୍ରଭାବ ହ୍ରାସ ନିମନ୍ତେ ରାଜ୍ୟ…

6 years ago

ଅଫିସ୍‌ ଆସିବେନି ତୃତୀୟ, ଚତୁର୍ଥ ଶ୍ରେଣୀ କର୍ମଚାରୀ

ଭୁବନେଶ୍ୱର,୧୯ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନିଜର ତୃତୀୟ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ପାଇଁ ଛୁଟି ଘୋଷଣା କରିଛନ୍ତି। ଏହି ଦୁଇ ବର୍ଗର…

6 years ago