ରାଜ୍ୟ

ଯାଜପୁରରେ କେବଳ ରବିବାର ଖୋଲା ରହିବ ପାଠ୍ୟ ପୁସ୍ତକ, ଗ୍ୟାରେଜ, ବିଦ୍ୟୁତ୍‌ ଉପକରଣ ଦୋକାନ

ଯାଜପୁର ଅଫିସ,୧୫।୪: ଯାଜପୁର ଜିଲାର ପାଠ୍ୟ ପୁସ୍ତକ ଦୋକାନ, ଗ୍ୟାରେଜ, ବିଦ୍ୟୁତ୍‌ ଉପକରଣ ଆଦି ଦୋକାନ ଦୈନିକ ପରିବର୍ତ୍ତେ କେବଳ ରବିବାର ଦିନ ଖୋଲା ରହିବ। ସକାଳ…

6 years ago

ନିରାଡମ୍ବରରେ ପାଳିତ ହେବ ପ୍ରବାଦ ପୁରୁଷଙ୍କ ଶ୍ରାଦ୍ଧବାର୍ଷିକୀ, ଜାରି ରହିବ ଜୀବନବିନ୍ଦୁ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ପ୍ରବାଦ ପୁରୁଷ ତଥା ବିଶିଷ୍ଟ ଜନନାୟକ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ବାର୍ଷିକୀ ଏପ୍ରିଲ ୧୭ରେ ରାଜ୍ୟବ୍ୟାପୀ ନିରାଡ଼ମ୍ବର ଭାବେ ପାଳନ କରାଯିବ। ସମଗ୍ର…

6 years ago

ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ୫୦୦ ଟଙ୍କା ଜରିମାନା

ଛତ୍ରପୁର, ୧୫।୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଉକ୍ତ ବ୍ୟକ୍ତିଙ୍କ ଠାରୁ ୫୦୦ ଟଙ୍କା ଜରିମାନା ଆଦାୟ କରାଯିବ। ଏ ସମ୍ପର୍କରେ ଗଞ୍ଜାମ ଜିଲାପାଳ…

6 years ago

ଖୁବ୍‌ଶୀଘ୍ର ଆରମ୍ଭ ହେବ କେନ୍ଦୁପତ୍ର, ଜଙ୍ଗଲଜାତ ଦ୍ରବ୍ୟ ସଂଗ୍ରହ

ଭୁବନେଶ୍ୱର,୧୫।୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣକୁ ହ୍ରାସ କରିବା ପାଇଁ ସାରା ରାଜ୍ୟରେ ଲକ୍‌ଡାଉନ ବଳବତ୍ତର ରହିଛି। ହେଲେ ଏହାଯୋଗୁ ବିଭିନ୍ନ ଅର୍ଥନୈତିକ କାରବାର ବାଧାପ୍ରାପ୍ତ ହୋଇଛି। ତୃଣମୂଳସ୍ତରରେ…

6 years ago

କରୋନା ମୁକାବିଲା: କଟକରୁ ୬୭୯ଟି ଗାଡ଼ି ଜବତ, ୯ ମାମଲା ରୁଜୁ

କଟକ ଅଫିସ,୧୫।୪: କରୋନା(କୋଭିଡ-୧୯) ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ନେଇ କେନ୍ଦ୍ରଠାରୁ ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି…

6 years ago

କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ଭୁବନେଶ୍ୱରକୁ ୩ଟି ଜୋନ୍‌ରେ ଭାଗକରି ୬ ବରିଷ୍ଠ ଆଇଏଏସ୍‌ଙ୍କୁ ଦିଆଗଲା ଦାୟିତ୍ୱ

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୦ରେ ପହଞ୍ଚିଛି। ସେଥିରୁ କେବଳ ଭୁବନେଶ୍ୱରରେ ୪୬ଜଣ ଅଛନ୍ତି। ରାଜ୍ୟର ଅନ୍ୟାନ୍ୟ ସ୍ଥାନ ଅପେକ୍ଷା ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା…

6 years ago

ଚିଲିକାରେ ସୃଷ୍ଟି ହୋଇପାରେ ୩ୟ ମୁହାଣ

କୃଷ୍ଣପ୍ରସାଦ, ୧୫ା୪ (ଡି.ଏନ.ଏ.): ମହାମାରୀ କରୋନା ଭୟ ଲାଗି ରହିଥିବାବେଳେ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ରାଜହଂସଠାରେ ବଙ୍ଗୋପସାଗର କୂଳ ଲଘିଂବାରେ ଲାଗିଛି। ସମୁଦ୍ର ଓ ଚିଲିକା…

6 years ago

ପୁରୀ: କାର୍ଯ୍ୟକ୍ଷମ ହେଲା କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର

ପୁରୀ ଅଫିସ,୧୫ା୪: କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ମଙ୍ଗଳବାରଠାରୁ ପୁରୀରେ ୧୦୦ଶଯ୍ୟା ବିଶିଷ୍ଟ କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର କାର୍ଯ୍ୟକ୍ଷମ ହୋଇଛି। ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟରେ ୬୦ ଶଯ୍ୟା ଓ…

6 years ago

ସ୍ବର୍ଗଦ୍ୱାର ବିଶୋଧନ ପ୍ରତି ନଜର ନାହିଁ

ପୁରୀ ଅଫିସ,୧୫ା୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାମାଜିକ ଦୂରତା ଓ ବିଶୋଧିକରଣ ଉପରେ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ପୁରୀ ଜିଲାର ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ର, ମନ୍ଦିର,…

6 years ago

ଜିରୋ ବଜେଟରେ ପ୍ରାମାଣିକ ଚଳଚ୍ଚିତ୍ର

କଟକ ଅଫିସ,୧୫ା୪: ଦୃଢ ଇଚ୍ଛାଶକ୍ତି ଓ ନିଷ୍ଠା ଥିଲେ ଅସମ୍ଭବରେ ବି ଭରିଦେଇହେବ ସମ୍ଭାବନାର ରଙ୍ଗ। ମିଳିପାରିବ ସଫଳତା। କେତେଜଣ ଯୁବତୀ ଯୁବକ ଏହା ପ୍ରମାଣିତ କରି…

6 years ago