କେନ୍ଦ୍ରପଡ଼ା,୧୪ା୧୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ଗୋଚାଲାଣକାରୀଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି। ବିଭିନ୍ନ ସମୟରେ ଧରାପଡ଼ି ଜେଲ୍ ଯାଉଥିଲେ ମଧ୍ୟ ଏହା ବନ୍ଦ ହେଉନାହିଁ। ଗୁରୁବାର ରାତିରେ…
କଟକ,୧୪ା୧୧: ଐତିହାସିକ କଟକ ବାଲିଯାତ୍ରା ୯ ଦିନ ପରେ ସମାପ୍ତ ହୋଇଛି। ଚଳିତ ବର୍ଷର ଏହି ମେଳା ଆକର୍ଷଣୀୟ କାର୍ଯ୍ୟକ୍ରମ ଏବଂ ବ୍ୟାପକ ବ୍ୟବସାୟ ସହିତ ସମସ୍ତ…
ଅମରପାଲି,୧୪ା୧୧(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ହରିହର ଯୋର (ଠେଙ୍ଗୋ ଡ୍ୟାମ୍) ଫାଣ୍ଡି ଅଧିନସ୍ଥ ଦୁର୍ଜନତୈଲା ଅଞ୍ଚଳରେ ଜଣେ ଆଦିବାସୀ ଯୁବତୀଙ୍କୁ ଅସଦାଚରଣ ସହିତ…
କଟକ,୧୪ା୧୧: ଐତିହାସିକ ବାଲିଯାତ୍ରାର ଅବଧି ବୃଦ୍ଧି ହେବା ପରେ ଗୁରୁବାର ଥିଲା ଏହାର ଶେଷ ସାଂସ୍କୃତିକ ସନ୍ଧ୍ୟା। ଗଣକବି ବୈଷ୍ଣବ ପାଣି ସାଂସ୍କୃତିକ ମଞ୍ଚରେ ଆୟୋଜିତ 'ବଲିଉଡ୍…
ବରଗଡ଼/ଅତାବିରା,୧୪ା୧୧(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର ): ଧାନ ବିକ୍ରି ପଞ୍ଜୀକରଣ ଦାବିରେ ଗତ ୧୦ତାରିଖରୁ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସଂଯୁକ୍ତ କୃଷକ ସଂଗଠନ ନେତୃତ୍ୱରେ ଧାରଣା ଚାଲିଛି।…
ହାଟଡିହୀ,୧୪ା୧୧(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦୀପଦା ଥାନା ଅଞ୍ଚଳକୁ ଏକ ମାମଲାରେ ଜଣେ ଅଭିଯୁକ୍ତଙ୍କୁ ଧରି କେନ୍ଦ୍ରାପଡ଼ା ପୋଲିସ ଗୁରୁବାର ବିଳମ୍ବିତ ରାତିରେ ଯାଉଥିବାବେଳେ ପ୍ରାୟ ୨୦…
ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ଶୁକ୍ରବାର ସକାଳ ଅର୍ଥାତ୍ ଆଜି ନୂଆପଡ଼ା ଉପନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ସକାଳ ୮ଟାରେ ପ୍ରଥମେ ପୋଷ୍ଟାଲ ବାଲଟ୍ ଏବଂ ଏହାର ୩୦ମିନିଟ୍ ପରେ…
କଟକ,୧୩।୧୧: କଟକ ବାଲିଯାତ୍ରାର ଶେଷ ସନ୍ଧ୍ୟାରେ ଲୋକଙ୍କ ପ୍ରବଳ ଭିଡ଼ ହୋଇଛି। ଏପରିକି ବଲିଉଡ କଣ୍ଠଶିଳ୍ପୀ ଶ୍ରେୟା ଘୋଷାଲଙ୍କ କାର୍ଯ୍ୟକ୍ରମରେ ଠେଲାପେଲା ହୋଇ ୨ଜଣ ଦର୍ଶକ ଅଚେତ୍…
ଭବାନୀପାଟଣା,୧୩।୧୧(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ପୂରଣ ହେବାକୁ ଯାଉଛି। କାରଣ ଇସ୍ପାତ ଏକ୍ସପ୍ରେସ ଟ୍ରେନ ଜୁନାଗଡ଼ ରୋଡ ପର୍ଯ୍ୟନ୍ତ ସମ୍ପ୍ରସାରଣ…
ନୂଆପଡ଼ା,୧୩ା୧୧(ମକାରୁ ବେମାଲ): ୧୯୫୧ଠାରୁ ୨୦୨୪ ପର୍ଯ୍ୟନ୍ତ ନୂଆପଡ଼ା ନିର୍ବାଚନମଣ୍ଡଳୀରେ ୮ ଜଣ ନେତାଙ୍କୁ ପରଖିଲେଣି ନୂଆପଡ଼ା ମତଦାତା। ଓଡ଼ିଶା ବିଧାନସଭା ନିର୍ବାଚନ ଆରମ୍ଭ ହେବାଠାରୁ ୨୦୨୪ ପର୍ଯ୍ୟନ୍ତ…