ପୁରୀ ଅଫିସ,୨୩।୬: ରଥରେ ୩ ଠାକୁର ବିଜେ ପରେ ଗୁଣ୍ଡିଚା ମନ୍ଦିରକୁ ଯାତ୍ରା ଲାଗି ପ୍ରସ୍ତୁତି ହେଉଛନ୍ତି। ଅନ୍ୟପଟେ ଦେବୀ ସୁଭଦ୍ରାଙ୍କ ରଥରେ ସୁଦର୍ଶନ ବିରାଜମାନ କରିଛନ୍ତି।…
ପୁରୀ ଅଫିସ: ୨୩।୬ : ପୁରୀ ରଥଯାତ୍ରା ଲାଗି ମଙ୍ଗଳବାର ପ୍ରାତଃରୁ ନୀତିକାନ୍ତି ଆରମ୍ଭ ହୋଇଯାଇଛି। ସକାଳ ୭ରୁ ପହଣ୍ଡି ଆରମ୍ଭହୋଇ ୯ଟା ମଧ୍ୟରେ ଶେଷ ହୋଇଛି।…
କେନ୍ଦ୍ରାପଡ଼ା,୨୩।୬: ତୁଳସୀ କ୍ଷେତ୍ରାଧିପତି ଶ୍ରୀ ବଳଦେବଜୀଉଙ୍କ ବ୍ରହ୍ମ ତାଳଧ୍ୱଜ ରଥ ଇଚ୍ଛାପୁର ରଥଦାଣ୍ଡରେ ଗଡିବନି । ରଥଯାତ୍ରା ପାଇଁ ରଥ ନିର୍ମାଣ ସରିଥିଲେ ମଧ୍ୟ କପଡା ଘୋଡଣିକୁ…
ଭୁବନେଶ୍ୱର,୨୩।୬(ବ୍ୟୁରୋ): କରୋନା ପାଇଁ ଭୁବନେଶ୍ୱରରେ ଏଥର ଗଡ଼ିବନି ରଥ। ମାଉସୀ ଘର ଯିବେନି ଠାକୁର। ମନ୍ଦିର ପରିସରରେ ଅସ୍ଥାୟୀ ଜନ୍ମବେଦୀ କରାଯାଇ ସମସ୍ତ ନୀତିକାନ୍ତି ସମ୍ପନ୍ନ ହେବ।…
ଖୋର୍ଦ୍ଧା ଅଫିସ,୨୩।୬: ଦିଆସିଲି କାଠିରେ ୩ ଇଞ୍ଚର ତିନି ରଥ ନିର୍ମାଣ କରି ଖୋର୍ଦ୍ଧା ଜିଲା ଜଟଣୀ ପୌରାଞ୍ଚଳ ଅନ୍ତର୍ଗତ ଗୋପୀନାଥପୁରର ଏଲ.ଇଶ୍ୱର ରାଓ ଲୋକଙ୍କ ମନ…
ଭୁବନେଶ୍ୱର, ୨୩।୬(ବ୍ୟୁରୋ): କଟକଣା କୋହଳ ହେବା ପଠାରୁ ରାଜଧାନୀ ଭୁବନେଶ୍ୱରକୁ ବାହାର ରାଜ୍ୟରୁ ଦଳଦଳ ହୋଇ ଶ୍ରମିକ ଆସୁଛନ୍ତି। ସବୁ ନିୟମକୁ ଜଳାଞ୍ଜଳି ଦେଇ ଅମାନିଆ କଣ୍ଟ୍ରାକ୍ଟର…
ଭୁବନେଶ୍ୱର, ୨୩।୬(ବ୍ୟୁରୋ): କରୋନା ଯୋଗୁ ସୃଷ୍ଟି ହୋଇଥିବା ପରିସ୍ଥିତିରେ ଲୋକଙ୍କ ଖାଦ୍ୟ ନିରାପତ୍ତାକୁ ପ୍ରାଥମିକତା ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।…
ଭୁବନେଶ୍ୱର,୨୩।୬(ବ୍ୟୁରୋ): କରୋନା ମହାମାରୀ ପରିପ୍ରେକ୍ଷୀରେ ବରିଷ୍ଠ ନାଗରିକ ଏବଂ ବୟସ୍କ ଭିନ୍ନକ୍ଷମମାନେ ଘରେ ରହିବାକୁ ପରାମର୍ଶ ଦିଆଯାଇଛି। ସେମାନେ ନିଜର ଜରୁରୀ ବ୍ୟାଙ୍କ ସମ୍ବନ୍ଧିତ କାର୍ଯ୍ୟ କରିବାରେ…
ଭୁବନେଶ୍ୱର,୨୩।୬(ବ୍ୟୁରୋ): ବହୁ ପ୍ରତିକ୍ଷାର ଅନ୍ତ ହେଲା, ଶେଷରେ ବିନା ଭକ୍ତରେ ରଥଯାତ୍ରା କରିବା ପାଇଁ ମାନ୍ୟବର ସୁପ୍ରିମ୍କୋଟ୍ ନିର୍ଦ୍ଦେଶ ଦେଲେ। ଏହି ପରିପ୍ରେକ୍ଷୀରେ ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର…
ଭୁବନେଶ୍ୱର,୨୩।୬(ବ୍ୟୁରୋ): ସାମୁଦ୍ରିକ ଝଡ଼ ‘ଅମ୍ଫନ୍’ ଯୋଗୁ ଉପକୂଳବର୍ତ୍ତୀ ଜିଲାରେ ହୋଇଥିବା କ୍ଷୟକ୍ଷତିର ଭରଣା ପାଇଁ ରାଜ୍ୟ ସରକାର ୧୬,୨୩୫ କୋଟି ଟଙ୍କାର ଚୂଡ଼ାନ୍ତ ରିପୋର୍ଟ କେନ୍ଦ୍ର ସରକାରଙ୍କୁ…