ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ରାଜ୍ୟରେ ଏକାଥରେ ୫୮ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୯ଜଣ ଗଞ୍ଜାମ,ବାଲେଶ୍ଵର ୧୫,…
ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି। ମୃତକ ଜଣକ ଗଞ୍ଜାମ…
ଭୁବନେଶ୍ୱର,୯।୫(ବ୍ୟୁରୋ): କୋଭିଡ-୧୯ ମୁକାବିଲା ନିମନ୍ତେ ରାଜ୍ୟ ୪ଟି ପର୍ଯ୍ୟାୟ ଦେଇ ଗତି କରୁଛି। ପ୍ରଥମ ପର୍ଯ୍ୟାୟଟି ଥିଲା ରାଜ୍ୟକୁ ଆସୁଥିବା ସଂକ୍ରମିତ ବିଦେଶଫେରନ୍ତାଙ୍କଠାରୁ ସଂକ୍ରମଣକୁ ବ୍ୟାପିବାକୁ ନ…
ଭୁବନେଶ୍ୱର,୯।୫(ବ୍ୟୁରୋ): ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ସୁପ୍ରିମକୋର୍ଟ ରହିତାଦେଶ ଦେବା ପରେ ପୁଣିଥରେ ଓଡ଼ିଶାକୁ ପ୍ରବାସୀଙ୍କ ଫେରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କ୍ରମରେ ପ୍ରବାସୀ ଓଡ଼ିଆଙ୍କୁ ନେଇ ଓଡ଼ିଶା…
ଭୁବନେଶ୍ୱର,୯।୫(ବ୍ୟୁରୋ): କରୋନା କବଳରେ ରାଜ୍ୟର ୧୯ ଜିଲା। ପୂର୍ବରୁ ୧୮ଟି ଜିଲାରେ କରୋନା ପଜିଟିଭ୍ ବ୍ୟକ୍ତି ଚିହ୍ନଟ ହୋଇଥିବା ବେଳେ ଶନିବାର ଏଥିରେ ଯୋଡ଼ି ହୋଇଛି ନୟାଗଡ଼।…
ଭୁବନେଶ୍ୱର,୯।୫(ବ୍ୟୁରୋ): ଗଞ୍ଜାମରେ ଚିହ୍ନଟ ହୋଇଥିବା ନୂଆ ୫ ଆକ୍ରାନ୍ତ ସୁରଟ ଫେରନ୍ତା। ସମସ୍ତେ ପୁରୁଷ ହୋଇଥିବା ବେଳେ ବୟସ ଯଥାକ୍ରମେ ୩୯,୪୯,୧୬,୪୮,୪୫ ବର୍ଷ। ସମସ୍ତେ କ୍ୱାରାଣ୍ଟାଇନ୍ କେନ୍ଦ୍ରରେ…
ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗଞ୍ଜାମରେ ଶନିବାର ଅପରାହ୍ନରେ ଆଉ ୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ…
ଭୁବନେଶ୍ୱର,୯।୫(ବ୍ୟୁରୋ)-ରାଜ୍ୟରେ ଶନିବାର ୫ ଜଣ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ବାଲେଶ୍ୱରର ହୋଇଥିବାବେଳେ ଜଣେ ଯାଜପୁରର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ…
ଛତ୍ରପୁର, ୯।୫(ଡି.ଏନ୍.ଏ.)-ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଫେରନ୍ତା ପ୍ରବାସୀଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଗଣମାଧ୍ୟମ ପ୍ରତିନିଧିମାନେ ସମ୍ପୃକ୍ତ ବିଷୟରେ…
ପାଟଣାଗଡ,୯।୫ (ଡି.ଏନ.ଏ.): ଗତ ଏପ୍ରିଲ ୨୯ ତାରିଖରେ ପାଟଣାଗଡ ବ୍ଲକ ତମିଆ ମୁଦଲସର ସୁକତେଲ ସେତୁରେ ମରାମତି କାମ ଚାଲିଥିବା ବେଳେ ପୋଲ ଭୁଷଡି ୨ ଜଣ…