ରାଜ୍ୟ

ପୁରୀ ବନ୍ଦ ପ୍ରଭାବ ଶୂନ୍ୟ

ପୁରୀ ଅଫିସ,୨୦ା୬: ରଥଯାତ୍ରା ଆୟୋଜନ ଦାବିରେ ଶ୍ରୀକ୍ଷେତ୍ର ସୁରକ୍ଷା ବାହିନୀ ଏବଂ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଶୁକ୍ରବାର ୬ଘଣ୍ଟିଆ ଶାନ୍ତିପୂର୍ଣ୍ଣ ପୁରୀ ବନ୍ଦ ଡାକରା ଦିଆଯାଇଥିଲା। ହେଲେ…

6 years ago

ଦୂରଦର୍ଶିତାପୂର୍ଣ୍ଣ ନିର୍ଣ୍ଣୟ ହେବା ଆବଶ୍ୟକ

ପୁରୀ ଅଫିସ,୨୦ା୬: ଏଥର ବଡ଼ଦାଣ୍ଡରେ ଗଡ଼ିବନି ରଥ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଥର ରଥଯାତ୍ରାକୁ ବନ୍ଦ କରିଛନ୍ତି ସୁପ୍ରିମ୍‌କୋର୍ଟ। ଗୁରୁବାର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଏହି ନିଷ୍ପତ୍ତି…

6 years ago

ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ

ପୁରୀ ଅଫିସ,୨୦ା୬: ସୂର୍ଯ୍ୟୋପରାଗ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ଚନ୍ଦ୍ରଗ୍ରହଣ ହେଉ ଅବା ସୂର୍ଯ୍ୟୋପରାଗ ସ୍ପର୍ଶ ସମୟରେ କୌଣସି ଦେବଦେବୀ ମନ୍ଦିରରେ…

6 years ago

ହଜିଯିବ ୧୬ ଐତିହ୍ୟ ମଠ ସମାଧି

ଭୁବନେଶ୍ୱର,୨୦ା୬: ଐତିହ୍ୟର ଗନ୍ତାଘର ଓଡ଼ିଶା। ଉତ୍କଳୀୟ ଐତିହ୍ୟ ଓ ନିର୍ମାଣଶୈଳୀରେ ଥିବା ସ୍ବତନ୍ତ୍ରତା ସାରା ବିଶ୍ୱରେ ଅନନ୍ୟ। ମାତ୍ର ସମୟକ୍ରମେ ବହୁ ପ୍ରାଚୀନ ଐତିହ୍ୟ ନଷ୍ଟ ହେବାକୁ…

6 years ago

ସରକାରଙ୍କ କରୋନା ତଥ୍ୟରେ ଅମେଳ

ଭୁବନେଶ୍ୱର, ୨୦ା୬(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ ନୂଆ କରୋନା ରୋଗୀ ଚିହ୍ନଟ ହେଉଛନ୍ତି। ସେହିଭଳି ଅନେକ ଆକ୍ରାନ୍ତ ମଧ୍ୟ ସୁସ୍ଥ ହେଉଛନ୍ତି। ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ପକ୍ଷରୁ…

6 years ago

ସୁଧୁରୁଛି ରାଜ୍ୟ ଅର୍ଥ ବ୍ୟବସ୍ଥା: ମନ୍ତ୍ରୀ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟରେ କରୋନା ଲାଗି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅର୍ଥ ବ୍ୟବସ୍ଥା ସୁଧୁରୁଛି। ବିଶେଷ କରି ଗ୍ରାମୀଣ ଅର୍ଥନୀତି ସ୍ବାଭାବିକ ହେବାରେ ଲାଗିଛି, ଯାହା ଓଡ଼ିଶା ପାଇଁ ଶୁଭସଙ୍କେତ…

6 years ago

କମିଛି ସହରାଞ୍ଚଳ ପ୍ରଦୂଷଣ

ଭୁବନେଶ୍ୱର,୨୦ା୬(ବ୍ୟୁରୋ): ସ୍ବାସ୍ଥ୍ୟଠାରୁ ଆରମ୍ଭ କରି ଆର୍ଥିକ, ସାମାଜିକ ଏବଂ ସାଂସ୍କୃତିକ କ୍ଷେତ୍ର ପାଇଁ ବିପଜ୍ଜନକ ହୋଇଥିବା କୋଭିଡ୍‌-୧୯ ବା କରୋନା ମହାମାରୀ ପରିବେଶ ନିମନ୍ତେ କିନ୍ତୁ ବରଦାନ…

6 years ago

ରାଜେନ୍ଦ୍ର ଓ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତି

ଭୁବନେଶ୍ୱର, ୧୯।୬(ବ୍ୟୁରୋ)- ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଓ ଭବାନିପାଟଣା କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ କରିଛନ୍ତି ରାଜ୍ୟପାଳ। ଏନେଇ ଶୁକ୍ରବାର ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…

6 years ago

ଏମ୍‌ସ ସର୍ବଭାରତୀୟ ପିଜି ପ୍ରବେଶିକା ପରୀକ୍ଷା: ଭୁବନେଶ୍ୱର ଏମ୍‌ସ ଛାତ୍ରୀ ଭିନିଥା ଟପ୍ପର

ଭୁବନେଶ୍ୱର,୧୯।୬(ବ୍ୟୁରୋ)- ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍‌ସ)ର ସର୍ବଭାରତୀୟ ପିଜି ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର ନୂଆଦିଲ୍ଲୀ ଏମ୍‌ସ ପକ୍ଷରୁ ଘୋଷଣା କରାଯାଇଛି। ଶ୍ରେଷ୍ଠ ୧୦୦ରେ ଏମ୍‌ସର…

6 years ago

ରସୁଲଗଡ଼ ଛକରୁ ଜବତ ହେଲା ସାଢେ ୪ କୋଟି ଟଙ୍କାର ବ୍ରାଉନସୁଗାର

ଭୁବନେଶ୍ୱର,୧୯ା୬ (ବ୍ୟୁରୋ)-ଶୁକ୍ରବାର ଏସ୍‌ଟିଏଫ ହାତରେ ଲାଗିଛି ବଡ଼ ସଫଳତା। ବାଲେଶ୍ୱରରୁ ବୋଲେରୋରେ ଚାଲାଣ ହୋଉଥିବା ଏକ ବ୍ରାଉନ୍‌ ସୁଗାର ରାକେଟକୁ ପର୍ଦ୍ଦାଫାଶ କରିଛି କ୍ରାଇମ୍‌ବ୍ରାଞ୍ଚର ଏସ୍‌ଟିଏଫ(ସ୍ପେଶାଲ ଟାକ୍ସ…

6 years ago