ରାୟଗଡ଼ା ଅଫିସ,୧୮।୬-ବଡ଼ ଭାଇର ଠେଙ୍ଗା ମାଡ଼ରେ ସାନ ଭାଇର ମୃତ ହୋଇଛି। ଏଭଳି ଘଟଣା ରାୟଗଡ଼ା ଜିଲା କାଶୀପୁର ଥାନା ପଣସଗୁଡ଼ା ଗ୍ରାମରେ ଗୁରୁବାର ଦେଖିବାକୁ ମିଳିଛି।…
ଭୁବନେଶ୍ୱର, ୧୮।୬(ବ୍ୟୁରୋ): ଲଦାଖ ଗାଲଓ୍ବାନ ଭ୍ୟାଲିରେ ଚାଇନା ସେନାର ଆକ୍ରମଣରେ ଶହୀଦ ହୋଇଥିବା ନନ୍ଦୁରାମ ସୋରେନ ଓ ଚନ୍ଦ୍ରକାନ୍ତ ପ୍ରଧାନଙ୍କ ପାର୍ଥିବ ଶରୀର ଗୁରୁବାର ଭୁବନେଶ୍ୱରରେ ପହଞ୍ଚିଛି।…
କେନ୍ଦୁଝର,୧୮ା୬(ସ୍ବ.ପ୍ର.)-କରୋନା କଟକଣା ପାଇଁ ଚଳିତ ବର୍ଷ ବିଶ୍ୱର ସର୍ବୋଚ୍ଚ ରଥ କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବ ଜୀଉଙ୍କ ରଥ ଗଡିବନି। ସର୍ବୋଚ୍ଚ ନ୍ୟାୟାଳୟଙ୍କ ପୁରୀ ରଥଯାତ୍ରା…
ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜ୍ୟରେ ପୁଣି ସୁସ୍ଥ ହେଲେ ୯୭ କରୋନା ଆକ୍ରାନ୍ତ। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗୁରୁବାର ଅପରାହ୍ନରେ ଟୁଇଟ୍ କରି ସୂଚନା…
ପୁରୀ ଅଫିସ,୧୮।୬: କିଛିଦିନ ଧରି ରଥଯାତ୍ରାକୁ ନେଇ ଯେଉଁ ଆଶା ଆଶଙ୍କା ଲାଗି ରହିଥିଲା, ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଓଡ଼ିଶା ବିକାଶ ପରିଷଦ ପକ୍ଷରୁ ହୋଇଥିବା ଆବେଦନର…
ପୁରୀ ଅଫିସ,୧୮।୬: ପୂର୍ବ ଲଦାଖ ସୀମା ଗଲ୍ଓ୍ବାନ୍ ଉପତ୍ୟକାର ପାଟ୍ରୋଲିଂ ପଏଣ୍ଟ-୧୪ରେ ସୋମବାର ବିଳମ୍ବିତ ରାତିରେ ଭାରତର ଯବାନ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ…
ଭୁବନେଶ୍ୱର,୧୮।୬(ବ୍ୟୁରୋ): ଗୁରୁବାର ସନ୍ଧ୍ୟା ୭ଟା ୪୫ରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଏଥିରେ ଆଡ୍ଭୋକେଟ୍ ଜେନେରାଲ୍ ଉପସ୍ଥିତ ରହିବେ। ଏହାଛଡ଼ା ଶ୍ରୀମନ୍ଦିର କାର୍ଯ୍ୟକାରୀ ଅଧ୍ୟକ୍ଷ ତଥା ଉନ୍ନୟନ…
ଭୁବନେଶ୍ୱର,୧୮।୬(ବ୍ୟୁରୋ): ରାଜଧାନୀରେ ଗୁରୁବାର ୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୪ଜଣ ହୋମ୍ କ୍ୱାରାଣ୍ଟାଇନ୍ କେସ୍ ରହିଥିବା ବେଳେ ୩ଜଣ କରୋନା ଯୋଦ୍ଧା , ୨…
ଛତ୍ରପୁର, ୧୮।୬(ଡି.ଏନ୍.ଏ.)- ରାଜ୍ୟର ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ସଂଖ୍ୟା ଅଧିକ ରହିଛି। ଏହାକୁ ଦୃଷ୍ଟିରେ ରଖି ଜିଲାରେ ଚଳିତ ବର୍ଷ କୌଣସି ସ୍ଥାନରେ ରଥଯାତ୍ରା ନ…
ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୬(ବ୍ୟୁରୋ): ଚଳିତବର୍ଷ ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ଓ ଏହାସହ ଜଡ଼ିତ ଅନ୍ୟ କାର୍ଯ୍ୟକଳାପକୁ ଅନୁମତି ଦିଆଯିବ ନାହିଁ। ଏଥିପାଇଁ ଅନୁମତି ଦେଲେ ଜଗନ୍ନାଥ ଆମକୁ କ୍ଷମା କରିବେ…