ବିଞ୍ଝାରପୁର,୫ା୧୨(ଡି.ଏନ୍.ଏ): ବିଞ୍ଝାରପୁର ଥାନା ଅନ୍ତର୍ଗତ କଲ୍ୟାଣପୁର ପଞ୍ଚାୟତ ରୁଦ୍ରପୁର ଗ୍ରାମରେ ସୋମବାର ସନ୍ଧ୍ୟାରେ ରାଜନୈତିକ ବିବାଦରୁ ସଂଘଠିତ ଗୋଷ୍ଠୀ ସଂର୍ଘଷ ଘଟଣାରେ ପୋଲିସର କାର୍ଯ୍ୟଧାରାକୁ ନେଇ ପ୍ରଶ୍ନ…
ରସୁଲପୁର,୫ା୧୨(ଡି.ଏନ୍.ଏ.): ରସୁଲପୁର ବ୍ଲକ ଅଞ୍ଚଳର ବ୍ୟବସାୟିକ ପ୍ରାଣକେନ୍ଦ୍ର ବୋଲି କୁହାଯାଉଥିବା କୁଆଖିଆ ବଜାରର ସାରଙ୍ଗପୁର ମେଲଣ ପଡ଼ିଆରେ ଆୟୋଜିତ ହେବାକୁ ଥିବା ଦ୍ୱାଦଶ କୁଆଖିଆ ମହୋତ୍ସବ ପାଇଁ…
କଳିଙ୍ଗନଗର,୫ା୧୨(ଡି.ଏନ.ଏ.): କଳିଙ୍ଗନଗରସ୍ଥିତ ମୈଥାନ କାରଖାନା କର୍ମଚାରୀଙ୍କ ଦ୍ୱାରା ନଜରବନ୍ଦୀ ଥିବା ମେସ୍କୋ ଗ୍ରୁପର ଅଧ୍ୟକ୍ଷା ରୀତା ସିଂ ୩୮ ଘଣ୍ଟା ପରେ ମୁକୁଳିଛନ୍ତି । ବୁଧବାର ରାତି…
ଆଳି/ରାଜକନିକା, ୫।୧୨ (ଡି.ଏନ୍.ଏ): ଆଳି ବ୍ଲକ ଅଧୀନ ପଦନୀପାଳ ପଞ୍ଚାୟତ ଚତୁଃପାର୍ଶ୍ୱରେ କାଣୀ ଓ ଖରସ୍ରୋତା ନଦୀ ଘେରି ରହିଥିବାରୁ ପଞ୍ଚାୟତବାସୀ ଘରୁ ବାହାରିଲେ ଡଙ୍ଗାର ଆବଶ୍ୟକତା…
ଆଳି, ୫।୧୨ (ଡି.ଏନ୍.ଏ.): ଆଳି ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ବାଳକାଟି ଅଞ୍ଚଳର ହରିଶ୍ଚନ୍ଦ୍ର ଦାସଙ୍କ ପୁଅ ଲିଟୁଙ୍କୁ ଗିରଫ କରିଛି।…
ରଣପୁର,୫।୧୨(ସ୍ବ.ପ୍ର.): ନୟାଗଡ ଜିଲା ରଣପୁର ତହସିଲ କୁଳାସର ପଞ୍ଚାୟତ ନୀଳପଲ୍ଲୀ ଗଁ। ନିକଟରେ ରହିଛି ଗିରି ଗୋବର୍ଦ୍ଧନ ପାହାଡ । ଏହି ଐତିହ୍ୟ ସମ୍ପନ୍ନ ପାହାଡକୁ ଡିନାମାଇଟ୍…
ଖଣ୍ଡପଡା,୫।୧୨(ସ୍ବ.ପ୍ର.): ଦୀର୍ଘବର୍ଷରୁ ଅସୁରକ୍ଷିତ ଅବସ୍ଥାରେ ଥିବା ଶ୍ରେଣୀଗୃହ ଯୋଗୁ କୋସକା ଅଞ୍ଚଳର ଏକ ପ୍ରାଥମିକ ବିଦ୍ୟାଳୟର ପିଲାମାନେ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ଏ ନେଇ ଅଭିଭାବକ…
ଭୁବନେଶ୍ୱର, ୫ା୧୨ (ବ୍ୟୁରୋ): କ।ର୍ତ୍ତିକ ଯାଇ ମାର୍ଗଶିର ମାସ ଶେଷ ହେବାକୁ ବସିଲାଣି। ଶୀତର ଦେଖା ନାହିଁ। କେବଳ ସହର ନୁହେଁ, ଗାଁ ଗଣ୍ଡାରେ ମଧ୍ୟ ଶୀତ…
ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ପୁରୀ ପୋଲିସ କ୍ୱାର୍ଟର୍ସରେ ନାବାଳିକା ଗଣବଳାତ୍କାର ପ୍ରସଙ୍ଗକୁ କେନ୍ଦ୍ରକରି ରାଜ୍ୟ ସରକାରଙ୍କ ଉପରେ ସଣ୍ଢୁଆଶି ଆକ୍ରମଣ ଜାରି ରଖିଛନ୍ତି ବିରୋଧୀ କଂଗ୍ରେସ ଏବଂ ଭାଜପା।…
ଖଣ୍ଡପଡା,୫।୧୨(ସ୍ବ.ପ୍ର.): ପରିବାରର ସୁଖ ଏବଂ ସମୃଦ୍ଧି ପାଇଁ ମା’ଲକ୍ଷ୍ମୀଙ୍କୁ ମାର୍ଗଶିର ମାସର ପ୍ରତି ଗୁରୁବାର ଆରାଧନା କରାଯାଇଥାଏ। ଆସନ୍ତା ୧୨ ତାରିଖ ମାର୍ଗଶିର ମାସର ଶେଷ ଗୁରୁବାର…