ରାଜ୍ୟ

ବାଲେଶ୍ୱରରେ ଆଉ ୨ ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୨୩କୁ ବୃଦ୍ଧି

ଭୁବନେଶ୍ୱର, ୫।୫(ବ୍ୟୁରୋ): ବାଲେଶ୍ୱରରେ ଆଉ ୨ କରୋନା ପଜିଟିଭ ମଙ୍ଗଳବାର ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଦ୍ୱୟ ୫୦ ବର୍ଷର ମହିଳା ଓ ୨୬ ବର୍ଷର ଯୁବକ। ଉଭୟ…

6 years ago

CORONAVIRUS UPDATE: ଆଉ ୩ କରୋନା ପଜିଟିଭ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩ରେ ପହଞ୍ଚିଲା

ଭୁବନେଶ୍ୱର, ୫।୫(ବ୍ୟୁରୋ): ରାଜ୍ୟରେ ଆଉ ୩ କରୋନା ପଜିଟିଭ ମଙ୍ଗଳବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩ରେ ପହଞ୍ଚିଛି। ନୂଆ…

6 years ago

ସ୍ବାସ୍ଥ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ: କ୍ୱାରାଣ୍ଟାଇନରେ ନ ରହିଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୫।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ପରେ ପ୍ରବାସୀ ଓଡ଼ିଆଙ୍କୁ କଡ଼ା ଚେତାବନୀ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ।…

6 years ago

ମୁଖ୍ୟମନ୍ତ୍ରୀଙ୍କ କରୋନା ସ୍ଥିତି ସମୀକ୍ଷା: ଦୈନିକ ପରୀକ୍ଷଣ ୧୫ ହଜାରକୁ ବୃଦ୍ଧି ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର,୫ା୫(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ସମ୍ପର୍କରେ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ମୁଖ୍ୟତଃ ବାହାରୁ ଆସୁଥିବା …

6 years ago

ଭୁଲ, ଗୁଜବ ଖବର ନ ଦେବାକୁ ଗଞ୍ଜାମ ଜିଲାପାଳଙ୍କ ଅନୁରୋଧ: ସତ୍ୟ ପ୍ରମାଣ ସହ ଖବର ପ୍ରକାଶ କରିବାକୁ ପରାମର୍ଶ

ଛତ୍ରପୁର, ୫।୫(ଡି.ଏନ୍‌.ଏ.): ପ୍ରିଣ୍ଟ, ଇଲେକ୍‌ଟ୍ରୋନିସ୍‌ ଏପରିକି ସୋସିଆଲ ମିଡିଆରେ କରୋନାକୁ ନେଇ କେହି ଭୁଲ ତଥା ତଥା ଗୁଜବ ଖବର ଦିଅନ୍ତୁ ନାହିଁ। ଏପରି କଲେ କାହାରିକୁ…

6 years ago

କ୍ୱାରାଣ୍ଟାଇନ ନିୟମ ଉଲ୍ଲଂଘନ କଲେ ବଢ଼ିବ ଅବଧି, ଭୋଗିବାକୁ ପଡ଼ିବ ଜେଲ ଦଣ୍ଡ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୫।୫(ଡି.ଏନ୍‌.ଏ.): ବାହାର ରାଜ୍ୟରୁ ବସ୍‌ ଓ ଟ୍ରେନ ଯୋଗେ ପ୍ରବାସୀ ଓଡ଼ିଆ ଗଞ୍ଜାମ ଜ଼ିଲାକୁ ଫେରୁଛନ୍ତି। ତେବେ ଜିଲାର କେତେକ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ସୁରଟ…

6 years ago

କାମଧନ୍ଦା ବନ୍ଦ ଯୋଗୁ ପାଇଲେନି ଖାଇବାକୁ: ଭଣ୍ଡାରିପୋଖରୀରୁ ଚାଲି ଚାଲି ଝାଡ଼ଖଣ୍ଡ ବାହାରିଲେ ୪୦ ଶ୍ରମିକ

ବନ୍ତ,୫।୫(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ସଂକ୍ରମଣ ଆଶଙ୍କା କରି କେନ୍ଦ୍ର ସରକାର ସମଗ୍ର ଦେଶକୁ ତୃତୀୟ ପର୍ଯ୍ୟାୟରେ ମେ ୭ ତାରିଖ ଯାଏ ଲକ୍‌ଡାଉନ୍‌ ରହିବାକୁ ଘୋଷଣା କରିଛନ୍ତି। ଏହି…

6 years ago

ସଙ୍ଗରୋଧ ଗୃହ ପାଇଁ ଖାଦ୍ୟ ତାଲିକା ଜାରି କଲା ପ୍ରଶାସନ

ଭଦ୍ରକ ଅଫିସ,୫।୫: ଭଦ୍ରକ ଜିଲାରେ କାର୍ଯ୍ୟ କରୁଥିବା ସମସ୍ତ ସଙ୍ଗରୋଧ ଗୃହ ପାଇଁ ଏକ ଖାଦ୍ୟ ତାଲିକା ଜାରି କରିଛି ଜିଲା ପ୍ରଶାସନ। କ୍ୱାରାଣ୍ଟାଇନ ସେଣ୍ଟରରେ ନିମ୍ନ…

6 years ago

ଛେଣ୍ଡିପଦାରେ ଫସିଥିବା ଶ୍ରମିକଙ୍କୁ ନିଜ ରାଜ୍ୟକୁ ପଠାଇଲା ପ୍ରଶାସନ

ଛେଣ୍ଡିପଦା,୫।୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଝାଡଖଣ୍ଡ ଅଞ୍ଚଳର ଫସିରହିଥିବା ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ଘରକୁ ପଠାଇ ଦିଆଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଝାଡଖଣ୍ଡ…

6 years ago

କରୋନା ଯୁଦ୍ଧରେ ଟଳିପଡ଼ିଲେ ଅଙ୍ଗନଓ୍ବାଡି କର୍ମୀ

ଯୋଡା,୫।୫ (ଡି.ଏନ୍‌.ଏ.): କରୋନା ଯୁଦ୍ଧରେ ଟଳିପଡ଼ିଲେ ଅଙ୍ଗନଓ୍ବାଡି କର୍ମୀ। ଏଭଳି ଅଘଟଣ ଘଟିଛି କେନ୍ଦୁଝର ଜିଲାରେ। ଚମ୍ପୁଆ ବ୍ଲକ ଅନ୍ତର୍ଗତ ଶ୍ରୀଧରପୁର ଗ୍ରାମର ରୁକ୍ମଣୀ ମହାନ୍ତ ବିଲେଇପଦା…

6 years ago