ରାଜ୍ୟ

ମେ ୪ରୁ ଗଡ଼ିବନି ବସ୍ : ରାଜ୍ୟ ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ୱର,୩।୫: ମେ ୪ଠାରୁ ରାଜ୍ୟରେ ବସ୍ ଗଡ଼ିବନି । କରୋନା ପାଇଁ ହୋଇଥିବା ଗ୍ରୀନ୍ କିମ୍ବା ଅରେଞ୍ଜ ଜୋନ୍‌ରେ ବସ୍ ଗଡ଼ିବନି ବୋଲି ରାଜ୍ୟ ଘରୋଇ ବସ୍…

6 years ago

ଦୁଇ ଗ୍ରୀନ୍‌ ଜୋନ୍‌ ମଧ୍ୟରେ ରେଡ୍‌ ଜୋନ୍‌: ସରକାରଙ୍କ ଗାଇଡ୍‌ଲାଇନ୍‌ ପରେ ଗଡ଼ିବ ବସ୍‌

ଭୁବନେଶ୍ୱର,୩।୫(ବ୍ୟୁରୋ): ଗ୍ରୀନ୍‌ କିମ୍ବା ଅରେଞ୍ଜ ଜୋନ୍‌ରେ ସୋମବାରଠାରୁ ବସ୍‌ ଗଡ଼ିବ ନାହିଁ। ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି। ବୈଠକ…

6 years ago

କଳିଙ୍ଗା ଘାଟିରେ ଦୁର୍ଘଟଣା ନେଇ ପରିବହନ ମନ୍ତ୍ରୀଙ୍କ ପ୍ରତିକ୍ରିୟା: ସୁରଟ୍‌ରୁ ଫେରୁଥିବା ବସ୍‌ର ରୁଟ୍‌ ବଦଳାଯିବ

ଭୁବନେଶ୍ୱର,୩।୫(ବ୍ୟୁରୋ): କଳିଙ୍ଗା ଘାଟିରେ ଦୁଇଟି ବସ୍‌ ଦୁର୍ଘଟଣା ହେବା ପରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ରବିବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଘାଟି ରାସ୍ତା ହୋଇଥିବାରୁ…

6 years ago

ସରକାରୀ କଟକଣା ଖିଲାପ କଲେ ଆଜିଠାରୁ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ କରୋନା ମୁକାବିଲାକୁ ନେଇ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ସମ୍ପ୍ରତି ବାହାର ରାଜ୍ୟରୁ ପ୍ରବାସୀମାନେ ଫେରୁଥିବା ହେତୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିପାରେ…

6 years ago

ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ଘୋଷଣା: କ୍ୱାରାଣ୍ଟାଇନ୍‌ ନିୟମ ଉଲ୍ଲଂଘନ କଲେ ଗିରଫ, ସରକାରୀ ସହାୟତା ମନା

ଭୁବନେଶ୍ୱର,୩।୫(ବ୍ୟୁରୋ): ଗୋଟିଏ ପଟେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଏବେ ଚିନ୍ତା ବଢ଼ାଇଲେଣି ପ୍ରବାସୀ ଓଡ଼ିଆ। ବିଭିନ୍ନ ରାଜ୍ୟରେ ଫସି ରହିଥିବା ଓଡ଼ିଆମାନେ…

6 years ago

ବିନା ପାସ୍‌ରେ ଓଡ଼ିଶାରେ ପ୍ରବେଶ ମନା, ଭୁଲ ରୁଟ୍‌ରେ ଗଲେ ସିଜ୍‌ ହେବ ବସ୍‌: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୩।୫(ବ୍ୟୁରୋ): ବାହାର ରାଜ୍ୟରେ ଫସି ରହିଥିବା ପ୍ରବାସୀମାନଙ୍କୁ ସୁରୁଖୁରୁରେ ଫେରାଇ ଆଣିବା ସହ କରୋନା ମୁକାବିଲାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି।…

6 years ago

କେନ୍ଦୁଝର ଜିଲାରେ ପୁଣି ଜଣେ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ପହଞ୍ଚିଲା ୧୬୨

ଭୁବନେଶ୍ୱର,୩।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଜଣଙ୍କ କେନ୍ଦୁଝର ଜିଲାର। ଏନେଇ ରବିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ରେ ସୂଚନା…

6 years ago

ସୁରଟରୁ ୫୦ପ୍ରବାସୀଙ୍କୁ ଗଞ୍ଜାମ ଆଣି ଆସୁଥିବା ବସ୍‌ ନାଗପୁରରେ ଓଲଟିଲା: ୨ ଆହତ

ଛତ୍ରପୁର/ପୁରୁଷୋତ୍ତମପୁର,୩ା୫(ଡି.ଏନ୍‌.ଏ.): ସୁରଟରୁ ୫୦ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଗଞ୍ଜାମ ଆସୁଥିବା ବସ୍‌ ରବିବାର ସକାଳେ ମହାରାଷ୍ଟ୍ରର ନାଗପୁରଠାରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ୨…

6 years ago

୧୫୨ ନଂ. କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ପ୍ରକାଶ: ସାଙ୍ଗସାଥୀଙ୍କ ସହିତ ଖେଳିଛନ୍ତି ତାସ୍‌, କ୍ରିକେଟ୍‌

ରତ୍ନଗିରି,୩ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ ଅଧିନସ୍ଥ କଳାମାଟିଆ ପଞ୍ଚାୟତରେ ୧ ତାରିଖରେ ଚିହ୍ନଟ ହୋଇଥିବା ୧୫୨ ନଂ. କରୋନା ସଂକ୍ରମିତ ୨୮ ବର୍ଷୀୟ ଯୁବକଙ୍କ ଗସ୍ତସୂଚୀ…

6 years ago

କଳିଙ୍ଗା ଘାଟିରେ ପୁଣି ସୁରଟରୁ ପ୍ରବାସୀଙ୍କୁ ନେଇ ଫେରୁଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ, ୫ ଆହତ

ଜି.ଉଦୟଗିରି, ୩।୫(ଡି. ଏନ୍‌.ଏ.): କନ୍ଧମାଳ ଜିଲା କାଲିଙ୍ଗା ଘାଟିରେ ରବିବାର ଦିନ ସକାଳ ୯ଟା ସମୟରେ ସୁରଟରୁ ପ୍ରବାସୀ ଓଡ଼ିଆ ମାନଙ୍କୁ ନେଇ ଫେରୁଥିବା ଏକ ବସ୍‌…

6 years ago