ରାଜ୍ୟ

ଭୂମିପୂଜାରେ ସୀମିତ ପାତାଳି ଶ୍ରୀକ୍ଷେତ୍ରର ବିକାଶ

ସୋନପୁର,୨୫।୨(ନି.ପ୍ର.) ସୁବର୍ଣ୍ଣପୁର ଜିଲା କୋଟସମଲାଇସ୍ଥିତ ପାତାଳି ଶ୍ରୀକ୍ଷେତ୍ର ହେଉଛି ପଶ୍ଚିମ ଓଡିଶାର ଅନ୍ୟତମ ଧାର୍ମିକ ପର୍ଯ୍ୟଟନସ୍ଥଳୀ। ୨୦୦୩ ମସିହାରେ ରାଜ୍ୟ ସରକାର ଏହି ସ୍ଥାନକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା…

6 years ago

କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ଗିରିଧାରୀ ଘଟନା: ସାହାଯ୍‌ର ହାତ୍‌ ବଢ଼ାଲା ଯୁବାମଞ୍ଚ, ଜାଗୃତି ଶାଖା

  ଗୁଡ଼ଭେଲା, ୨୫।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ପତିତପାବନ ପଡ଼ାର ଗିରିଧାରୀ କୁମ୍ଭାର(୩୫)। ପାଖାପାଖି ୩ ମାସ ହେଲା ସେ କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ…

6 years ago

ଲୋୟର ସୁକ୍‌ତେଲ ଜଳସେଚନ ପ୍ରକଳ୍ପ : ୪ ଦଫାରେ କେନ୍ଦ୍ରିତ ହେଲା ଦାବି

ବଲାଙ୍ଗୀର ଅଫିସ,୨୫ା୨ ଲୋୟର ସୁକ୍‌ତେଲ ଜଳସେଚନ ପ୍ରକଳ୍ପ ସକାଶେ ସୋମବାର ଜିଲା ପ୍ରଶାସନ ସହ ପ୍ରକଳ୍ପ ପ୍ରଭାବିତ ବୁଡିଅଞ୍ଚଳବାସୀଙ୍କ ଏକ ଆଲୋଚନା ସ୍ଥାନୀୟ ଲୋୟର ସୁକ୍‌ତେଲ ଜଳସେଚନ…

6 years ago

ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ: ୬ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ, ୨ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟ ସରକାର ଦୁର୍ନୀତି ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏ ନେଇ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରିବା…

6 years ago

ସ୍ବର୍ଗଦ୍ୱାରରୁ ଜବରଦଖଲ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ, ୨୪।୨: ପୁରୀ ସ୍ବର୍ଗଦ୍ୱାରରୁ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ସୋମବାର ପୂର୍ବାହ୍ନରେ ପୌରସଂସ୍ଥା ପକ୍ଷରୁ ଏହି ଉଚ୍ଛେଦ କରାଯାଉଛି। ସମୂଦ୍ର କୂଳ ପାର୍ଶ୍ୱରେ…

6 years ago

ବିଜେଡି ନେତ୍ରୀଙ୍କ ଆତ୍ମହତ୍ୟା ଘଟଣା: ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି

କଟକ ଅଫିସ,୨୪।୨: ବ୍ରହ୍ମପୁର ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର ଗତ ୧୨ ତାରିଖରେ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ…

6 years ago

ବଣାଇମୁଣ୍ଡା ହାଇସ୍କୁଲରୁ ହିନ୍ଦୀ ପ୍ରଶ୍ନପତ୍ର ଭାଇରାଲ

ପାଟଣାଗଡ଼, ୨୪।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ବଣାଇମୁଣ୍ଡା ହାଇସ୍କୁଲରୁ ସୋମବାର ମାଟ୍ରିକ ହିନ୍ଦୀ ପ୍ରଶ୍ନପତ୍ର ଭାଇରାଲ ହୋଇଛି। ସୋମବାର ହିନ୍ଦୀ/ସଂସ୍କୁତ ପରୀକ୍ଷା ଚାଲିଥିଲା। ବଣାଇମୁଣ୍ଡା ହାଇସ୍କୁଲ…

6 years ago

ପିପିଲିରେ ଉପଦ୍ରବ ଘଟାଇବା ପରେ ଭୁବନେଶ୍ୱରରେ ପହଞ୍ଚିଲା ଦନ୍ତା

ଭୁବନେଶ୍ୱର, ୨୪।୨(ବ୍ୟୁରୋ): ପୁରୀ ଜିଲା ପିପିଲି ଓ ବଳଙ୍ଗା ଅଞ୍ଚଳରେ ଗତ ୩ ଦିନ ଧରି ତାଣ୍ଡବ ରଚିଥିବା ଦନ୍ତା ଏବେ ଭୁବନେଶ୍ୱରରେ। ରବିବାର ରାତିରେ ପିପିଲିରୁ…

6 years ago

ଶାରୀଶୁଆ ପଥର ଖଣିରେ ଏସ୍‌ଟିଏଫ୍‌ ଚଢ଼ାଉ

ଖଇରା, ୨୪ା୨ଭୁବନେଶ୍ୱର,(ବ୍ୟୁରୋ): ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲଙ୍କ ରୋକ୍‌ ପରେ ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି ହୋଇଥିଲା। ଏହାସତ୍ତ୍ୱେ ବାଲେଶ୍ୱର ଜିଲା ଖଇରା ତହସିଲ୍‌ ଅଧୀନ ଶାରୀଶୁଆ ପାହାଡ଼ରେ…

6 years ago

ତିତ୍‌ଲିର ବର୍ଷେ ପରେ ବି ନିର୍ମାଣ ହୋଇପାରୁନି ରାସ୍ତା

ପାରଳାଖେମୁଣ୍ଡି,୨୪ା୨(ସ୍ବ.ପ୍ର.) ଗଜପତି ଜିଲା ରାୟଗଡ଼ ବ୍ଲକ୍‌ ଅଧୀନ କଇଁପୁର-ତୁମ୍ବ ରାସ୍ତାଟି ତିତ୍‌ଲି ପର ବନ୍ୟାରେ ଧୋଇ ହୋଇଯାଇଛି। ହେଲେ ତିତ୍‌ଲିକୁ ଇତିମଧ୍ୟରେ ୧ବର୍ଷ ୪ମାସ ବିତିଯାଇଥିଲେ ମଧ୍ୟ ନୂତନ…

6 years ago