ଭୁବନେଶ୍ୱର,୨୩ା୩ (ବ୍ୟୁରୋ)- ଜନତା କର୍ଫ୍ୟୁର ଗୋଟିଏ ଦିନ ପରେ ରାଜଧାନୀର ରାଜପଥରେ ଅନେକ ଯାନବାହନର ଭିଡ଼ ଦେଖିବାକୁ ମିଳିଥିଲା। ଯାଞ୍ଚ ସମୟରେ ପୋଲିସ ପାଇଁ ଏହା ସମସ୍ୟା…
ଭୁବନେଶ୍ୱର,୨୩।୩(ବ୍ୟୁରୋ)- ସମସ୍ତ ଅଣ-ଅତ୍ୟାବଶକ (ନନ୍-ଏସେନ୍ସିଆଲ) କେନ୍ଦ୍ର ଯଥା ସରକାରୀ କାର୍ଯ୍ୟାଳୟ, ସାଧାରଣ ଉଦ୍ୟୋଗ, ବ୍ୟାଙ୍କ୍ ଓ ବୀମା କାର୍ଯ୍ୟାଳୟ ଆଦି ଶତକଡ଼ା ୧୦ ଭାଗ କର୍ମଚାରୀଙ୍କୁ ନେଇ…
ଭୁବନେଶ୍ୱର,୨୩।୩(ବ୍ୟୁରୋ)- କରୋନା ଭୂତାଣୁ (କୋଭିଡ୍-୧୯)ର ସଂକ୍ରମଣ ପ୍ରତିହତ କରିବା ନିମନ୍ତେ ଓଡ଼ିଶା ସରକାର ଦିନରାତି ଲାଗିପଡ଼ିଛନ୍ତି। ପ୍ରତିଦିନ ଏ ଦିଗରେ କିଛି ନା କିଛି ପଦକ୍ଷେପ ନିଆଯାଉଛି।…
ଭୁବନେଶ୍ୱର,୨୩।୩(ବ୍ୟୁରୋ): ଆନ୍ତଃ ରାଜ୍ୟ ବସ୍ ଚଳାଚଳ ବନ୍ଦ ପରେ ମଙ୍ଗଳବାରଠାରୁ ଆନ୍ତଃ ଜିଲା ବସ୍ ଚଳାଚଳ ବନ୍ଦ କରାଯାଇଛି। କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଦିନ୧୧ଟାରୁ…
ଭୁବନେଶ୍ୱର,୨୩।୩(ବ୍ୟୁରୋ): ୧୪ ଜିଲାକୁ ସଂପ୍ରସାରଣ ହେଲା ଲକ୍ଡାଉନ୍। ରାଜ୍ୟ ସରକାର ପୂର୍ବରୁ ୫ ଜିଲାକୁ ଲକ୍ଡାଉନ୍ କରିଥିବା ବେଳେ ସୋମବାର ଆଉ ୯ଟି ଜିଲାକୁ ଲକ୍ଡାଉନ୍ ଘୋଷଣା…
ଭୁବନେଶ୍ୱର, ୨୩।୩(ବ୍ୟୁରୋ): କରୋନା (କୋଭିଡ-୧୯)ର ଭୟାବହତା ସମଗ୍ର ବିଶ୍ୱକୁ ଥରହର କରିଛି। ରାଜ୍ୟ ସରକାର ଏହି ମହାମାରୀକୁ ପ୍ରତିହତ କରିବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି। ୫…
ପୁରୁଷୋତ୍ତମପୁର,୨୩।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର-ହୁମ୍ମା ପୂର୍ତ୍ତ ବିଭାଗ ମୁଖ୍ୟ ରାସ୍ତାର ଆଛୁଲି କୁମାରୀ ମଧ୍ୟରେ ଥିବା ବୁଦା ନିକଟରୁ ସୋମବାର ଏକ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର…
ବାଲେଶ୍ୱର ଅଫିସ, ୨୩।୩: ପଶ୍ଚିମବଙ୍ଗ ଦାନ୍ତୁନ୍ ଥାନା ଅନ୍ତର୍ଗତ ନେକୁରସୁନି ଏନ୍ଏଚ୍ ୬୦ରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା…
ଭୁବନେଶ୍ୱର(ସାହାରା ଟାଇମ୍ସ): କରୋନା ଭୂତାଣୁ ସଂକ୍ରମଣ ରୋକିବା ନେଇ ସରକାର ମାର୍ଚ୍ଚ ୨୨ରୁ ୨୯ ତାରିଖ ଯାଏ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ‘ମୋ…
ଭୁବନେଶ୍ୱର, ୨୩।୩(ବ୍ୟୁରୋ): ରାଜ୍ୟରେ ଲକ୍ଡାଉନ୍ର ସୋମବାର ହେଉଛି ଦ୍ୱିିତୀୟ ଦିନ। ଲକ୍ଡାଉନ୍କୁ କଡ଼ାକଡ଼ି ଭାବେ ପାଳନ କରିବାକୁ କେନ୍ଦ୍ର ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ସୋମବାର ଟ୍ବିନ୍…