ରାଜ୍ୟ

ହାଇଦ୍ରାବାଦକୁ ପର୍ଯ୍ୟଟନ ମନ୍ତ୍ରୀ ମହିଳାଙ୍କୁୁ ନେବା ପ୍ରସଙ୍ଗ: ବିଧାନସଭାରେ କଂଗ୍ରେସର ହଟ୍ଟଗୋଳ, ଗୃହ ମୁଲତବୀ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ରାଜ୍ୟ ସରକାରଙ୍କ ଦ୍ୱାରା ହାଇଦ୍ରାବାଦରେ ଆୟୋଜିତ ରୋଡ ଶୋ’କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ଦୁଇଜଣ ମହିଳାଙ୍କୁ ସାଙ୍ଗରେ…

6 years ago

ବୁଲବୁଲ ଉଜାଡିଦେଲା ୪ ଏକର ଫସଲ: ନୂରୁଗାଁରେ ଚାଷୀ ଆତ୍ମହତ୍ୟା ଅଭିଯୋଗ

ରାଜନଗର,୨୮।୧୧(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ନୂରୁଗାଁ ଗ୍ରାମର ଜଣେ ଚାଷୀ ବିଷପିଇ ଆତ୍ମହତ୍ୟା କରିଥିବା ଗୁରୁବାର ପରିବାରଲୋକେ ଅଭିଯୋଗ କରିଛନ୍ତି। ସେ ହେଲେ ରାମଚନ୍ଦ୍ର ବାରିକ(୮୦)।…

6 years ago

ମତାନ୍ତର ଭୁଲି ଏକତାସୂତ୍ରରେ ବାନ୍ଧି ହୁଅ: ନିରଞ୍ଜନ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ତୃଣମୂଳସ୍ତରରେ କଂଗ୍ରେସ ସଙ୍ଗଠନକୁ ସୁଦୃଢ଼ କରିବା ପାଇଁ ଦଳର ୩୩ ସାଙ୍ଗଠନିକ ଜିଲାରୁ କ୍ୟାଡର ସୃଷ୍ଟି କରିବା ପାଇଁ କଂଗ୍ରେସ ଭବନଠାରେ ଦୁଇଦିନିଆ ଚୟନ ପ୍ରକ୍ରିୟା…

6 years ago

ଇକୋ-ଟୁରିଜମ ସ୍ଥଳୀ ଭାବେ ବିକଶିତ ହେବ ୭ ସ୍ଥାନ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଚାନ୍ଦିପୁର, ଚିତ୍ରକୋଣ୍ଡା, ସତୀଗୁଡା, କୋରାପୁଟ, ଟେନ୍‌ସା, ନୂଆପଡ଼ାର ପାତ୍ରୋଡା ଡ୍ୟାମ୍‌ ଏବଂ ବରଗଡ଼ର ନୃସିଂହନାଥ ଆଦି ୭ଟି ସ୍ଥାନକୁ ନୂଆ ଇକୋ-ଟୁରିଜମ ସ୍ଥଳୀଭାବେ ବିକଶିତ କରାଯିବାକୁ…

6 years ago

ରାଜ୍ୟରେ ଅବକ୍ଷୟମୁଖୀ ଚିନିକଳ ଶିଳ୍ପ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ରାଜ୍ୟରେ ଚିନି କଳ ବ୍ୟବସାୟ ଲାଭଜନକ ନୁହେଁ। ଉତ୍ପାଦନ ଖର୍ଚ୍ଚର ଅହେତୁକ ବୃଦ୍ଧି ଘଟିଛି। ହେଲେ ସମାନୁପାତିକ ମୂଲ୍ୟରେ ବିକ୍ରି କରାଯାଉନାହିଁ। କେତେକ କାରଖାନା ପାଇଁ…

6 years ago

ପାକିସ୍ତାନ ଲିଙ୍କ୍‌ ଅଭିଯୋଗ: ବିଧାନସଭାରେ କେୟାର ହସ୍ପିଟାଲ ପ୍ରସଙ୍ଗ ଉଠାଇଲେ ବିରୋଧୀ

ଭୁବନେଶ୍ୱର, ୨୮ା୧୧(ବ୍ୟୁରୋ): ଭୁବନେଶ୍ୱରସ୍ଥିତ କେୟାର ହସ୍ପିଟାଲର ପାକିସ୍ତାନ ସହ ଲିଙ୍କ୍‌ ଥିବାନେଇ ବିଧାନସଭାରେ ବିରୋଧୀ ଆପତ୍ତି ଉଠାଇଛନ୍ତି। ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ, କଂଗ୍ରେସ ବିଧାୟକ…

6 years ago

ମାହାଙ୍ଗା ରାସ୍ତା ନିର୍ମାଣରେ ଦୁର୍ନୀତି ଅଭିଯୋଗ: ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): କଟକ ପୂର୍ତ୍ତ ଡିଭିଜନ-୨ ଅନ୍ତର୍ଗତ ସାଲେପୁର ସବ୍‌ଡିଭିଜନର ମାହାଙ୍ଗା ସେକ୍ସନରେ ହୋଇଥିବା ରାସ୍ତା ନିର୍ମାଣ ଟେଣ୍ଡର ଦୁର୍ନୀତିର ତଦନ୍ତ କରିବାକୁ ଲୋକାୟୁକ୍ତ ବୁଧବାର ଭିଜିଲାନ୍ସକୁ ନିର୍ଦ୍ଦେଶ…

6 years ago

ଏମ୍‌ପି ଅନୁଭବ-ମନୋଜିତ କଳି: ଏସ୍‌ଡିଜେଏମ୍‌ କୋର୍ଟରେ ବୟାନ ରେକର୍ଡ

କଟକ ଅଫିସ,୨୮ା୧୧: କେନ୍ଦ୍ରାପଡ଼ା ଏମ୍‌ପି ଅନୁଭବ ମହାନ୍ତିଙ୍କ ବିରୋଧରେ ଛାତ୍ର ବିଜେଡି ନେତା ମନୋଜିତ ଦାସ ଏସ୍‌ଡିଜେଏମ୍‌ କୋର୍ଟରେ ଏକ କମ୍ପ୍ଲେନ କେସ୍‌ ଦାଏର କରିଥିଲେ। ଉକ୍ତ…

6 years ago

ଶିଳ୍ପସଂସ୍ଥାରେ ସ୍ଥାନୀୟ ନିଯୁକ୍ତିକୁ ଅଣଦେଖା: ଦଳମତ ନିର୍ବିଶେଷରେ ବିଧାୟକଙ୍କ ଅଭିଯୋଗ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ରାଜ୍ୟର ଜମି, ଜଳ, ଜଙ୍ଗଲକୁ ବ୍ୟବହାର କରି ସଂଖ୍ୟାଧିକ କମ୍ପାନୀ ଶିଳ୍ପ ସମୃଦ୍ଧ ହୋଇଛନ୍ତି। ହେଲେ ସେହି ପରିମାଣରେ ରାଜ୍ୟର ମାନବ ସମ୍ବଳକୁ ନିଯୁକ୍ତି ଦେବାରେ…

6 years ago

ଏସ୍‌ସିବି ମେଡିକାଲରୁ ଡିସ୍‌ଚାର୍ଜ ହେଲେ ଆଶୀର୍ବାଦ

କଟକ ଅଫିସ,୨୮ା୧୧: ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ(ଓସିଏ)ର ପୂର୍ବତନ ସମ୍ପାଦକ ତଥା ବରିଷ୍ଠ କ୍ରୀଡ଼ା ସଙ୍ଗଠକ ଆଶୀର୍ବାଦ ବେହେରା ବୁଧବାର ଏସ୍‌ସିବି ମେଡିକାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଛନ୍ତି।…

6 years ago