ରାଜ୍ୟ

ପ୍ରଶ୍ନ ଚୟନକୁ ନେଇ ଭାଜପା ସଭ୍ୟଙ୍କ ହଟ୍ଟଗୋଳ: ଏଣିକି ଲଟେରି ପୂର୍ବରୁ ବିଧାୟକଙ୍କୁ ଏସ୍‌ଏମ୍‌ଏସ୍‌ କରାଯିବ

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ବିଧାନସଭାରେ କୋଉ ପ୍ରଶ୍ନ ଆସିବ ତାହା ଲଟେରି ମାଧ୍ୟମରେ ହୋଇଥାଏ। ଲଟେରି କିମ୍ବା ଗୁପ୍ତ ଗୋଳା ମାଧ୍ୟମରେ ପ୍ରଶ୍ନ ଚୟନ କରାଯାଉନାହିଁ। ଭଲ ଓ…

6 years ago

ଜିଲାପାଳଙ୍କ ଅଚାନକ ମୁନିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ: ଯକ୍ଷ୍ମା ରୋଗୀଙ୍କୁ ଖୁଆଇଲେ ଔଷଧ

ମୁନିଗୁଡ଼ା,୧୭।୨(ଡି.ଏନ୍‌.ଏ.): ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରା ସୋମବାର ମୁନିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ସେ ଅଚାନକ ମେଡିକାଲରେ ପହଞ୍ଚି ଡ. ସଞ୍ଜୟ କୁମାରଙ୍କୁ ବିଭିନ୍ନ…

6 years ago

ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଦାବି: ସପ୍ତାହବ୍ୟାପୀ ଧାରଣାରେ ବସିବ ବରଗଡ଼ ଏକତା ମଞ୍ଚ

ବରଗଡ଼ ଅଫିସ,୧୭।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ଦାବିରେ ପୁଣି ଅସନ୍ତୋଷ ପରିଲକ୍ଷିତ ହୋଇଛି। ରବିବାର ସନ୍ଧ୍ୟାରେ ବରଗଡ଼…

6 years ago

କେନ୍ଦ୍ରୀୟ ଅଧିକାରୀଙ୍କୁ ଡକରା

ଭୁବନେଶ୍ୱର,୧୭।୨(ବ୍ୟୁରୋ): ବିଭିନ୍ନ ସର୍ବଭାରତୀୟ ସେବା (ଏଆଇଏସ୍‌) ଏବଂ ଆଲାଏଡ୍‌ ସେବା ଅଧିକାରୀମାନେ ଯେପରି ଓଡ଼ିଶା ଆସି କାର୍ଯ୍ୟ କରିପାରିବେ, ସେନେଇ ରାଜ୍ୟ ପ୍ରଶାସନ ପ୍ରକ୍ରିୟା ଆରମ୍ଭ କରିଛି।…

6 years ago

ସରିଲା କ୍ୟାବିନେଟ୍‌ ବୈଠକ: ୪ଟି ପ୍ରସ୍ତାବ ଉପରେ ଲାଗିଲା ମୋହର

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ଓଡ଼ିଶା ସରକାରଙ୍କ କ୍ୟାବିନେଟ ବୈଠକ ବସିଛି। ପୂର୍ବାହ୍ନ ୯ଟା ୪୫ରେ ଲୋକସେବା ଭବନରେ ଏହି ବୈଠକରେ ୪ଟି ପ୍ରସ୍ତାବ…

6 years ago

ଅଚାନକ ଓୟୁଏଟିରେ ପହଞ୍ଚିଲେ ୫ଟି ସଚିବ

ଭୁବନେଶ୍ୱର,୧୭।୨(ବ୍ୟୁରୋ): ୫ଟି ସଚିବ ଭି.କେ ପାଣ୍ଡିୟାନ ସୋମବାର ସକାଳୁ ହଠାତ୍‌ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ପ୍ରାଙ୍ଗଣରେ ପହଞ୍ଚଥିଲେ। ସେଠାରେ ଓୟୁଏଟିର ଛାତ୍ରାବାସ ଏବଂ…

6 years ago

ଶ୍ରୀମନ୍ଦିରରେ ପାନ, ଗୁଟ୍‌ଖା କଟକଣା ଜୋର ଧରିଲା

ପୁରୀ ଅଫିସ,୧୭ା୨: ଶ୍ରୀମନ୍ଦିର ପରିସରକୁ ସ୍ବଚ୍ଛ ଏବଂ ପରିଷ୍କାର ରଖିବା ଲାଗି ଏକାଧିକ ନିଷ୍ପତ୍ତି ହେଉଛି। ଏଥିପାଇଁ ସ୍ବତନ୍ତ୍ର ଭାବେ ସ୍କ୍ବାଡ୍‌ ଗଠନ କରାଯାଇଥିବା ବେଳେ ଜରିମାନା…

6 years ago

କଳ୍ପନା ଦାଶ, ବବ୍‌ଲି ହତ୍ୟା ଘଟଣା: ଡେମୋ ଦେଖାଇଲେ ଡ୍ରାଇଭର ବର୍ଦ୍ଧନ

ଝାରସୁଗୁଡ଼ା ଅଫିସ,୧୭ା୨: ଛତିଶଗଡ଼ର ରାୟଗଡ଼ ଜିଲା ଚକ୍ରଧରନଗର ଥାନା ଅଧୀନ ହମିରପୁର ଜଙ୍ଗଲ ରାସ୍ତାରେ ୨୦୧୬ରେ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲିଙ୍କୁ ଅତି ନିର୍ମମ…

6 years ago

ବେକାରି ସମସ୍ୟା ନେଇ ରାଜ୍ୟ ସରକାରଙ୍କୁ ଭାଜପାର ଟାର୍ଗେଟ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ବେକାରି ଏବଂ ନିଯୁକ୍ତି ସୃଷ୍ଟି ପ୍ରସଙ୍ଗରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ବେକାରିରେ ଓଡ଼ିଶା ଏକ ନମ୍ବର ବୋଲି ଶନିବାର ବିଧାନସଭାରେ ବିଭାଗୀୟ ମନ୍ତ୍ରୀ କହିବା…

6 years ago

ଶିକ୍ଷାଗତ ଯୋଗ୍ୟତାର ୩ ପ୍ରକାର ତଥ୍ୟ ରଖିଛନ୍ତି ମନ୍ତ୍ରୀ: କଂଗ୍ରେସ

ଭୁବନେଶ୍ୱର,୧୭ା୨(ବ୍ୟୁରୋ): ପ୍ରତିନିଧି ଆଇନ ୧୯୫୧ ବ୍ୟବସ୍ଥା ଅନୁଯାୟୀ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ଶିକ୍ଷାଗତ ଯୋଗ୍ୟତାର ଆବଶ୍ୟକତା ନ ଥାଏ। ମାତ୍ର ପ୍ରାର୍ଥୀମାନେ ନିଜକୁ…

6 years ago