ରାଜ୍ୟ

ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ଲୁଟ୍‌: ଲୁଟିନେଲେ ୯ଭରି ସୁନା ଅଳଙ୍କାର

ସୋରଡା,୧୮ା୧୧(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ସୋରଡା ବ୍ଲକ ବଡଗଡ ଥାନା ବଡଗଡ ଗ୍ରାମ ବଡଦାଣ୍ଡରେ ଜଣେ ଲୁଗା ବ୍ୟବସାୟୀଙ୍କୁ ସୋମବାର ସନ୍ଧ୍ୟାରେ ବନ୍ଧୁକ ଦେଖାଇ ଦୁର୍ବୃତ୍ତମାନେ ସୁନା ଅଳଙ୍କାର…

6 years ago

କୁକୁର ଛୁଆ ମାରି ଗିରଫ ହେଲେ କ୍ୟାବ୍‌ ଡ୍ରାଇଭର

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): କୁକୁର ଛୁଆଙ୍କ ଉପରେ ଗାଡ଼ି ଚଢ଼ାଇ କ୍ୟାବ୍‌ ଡ୍ରାଇଭର ଗିରଫ ହୋଇଛନ୍ତି। ଏଭଳି ଘଟଣା ଘଟିଛି ଭୁବନେଶ୍ୱରସ୍ଥିତ ଚନ୍ଦ୍ରଶେଖରପୁର ଶୈଳଶ୍ରୀ ବିହାରରେ, ଯାହା ଚର୍ଚ୍ଚାର ବିଷୟ…

6 years ago

ଧାନ କିଣାବିକାକୁ ନେଇ ଜିଲାପାଳ ଅଫିସ ସମ୍ମୁଖରେ ପ୍ରତିବାଦ: ଚାଷୀ, ପୋଲିସ ମୁଁହାମୁହିଁ

ସମ୍ବଲପୁର,୧୮।୧୧(ବ୍ୟୁରୋ): ଧାନ ସଂଗ୍ରହ ତୃତୀୟ ଦିନରେ ସମ୍ବଲପୁର ଜିଲାରେ ଅଚଳ ବ୍ୟବସ୍ଥା ଜାରି ରହିଛି। ରାଜ୍ୟ ସରକାରଙ୍କ ଟୋକନ୍‌ ବ୍ୟବସ୍ଥା ଓ ଧାନକିଣା ନୀତିକୁ ନେଇ ଚାଷୀମାନେ…

6 years ago

ଶହେରୁ ଊର୍ଦ୍ଧ୍ୱ ଦେଶରେ ରହିଛି ଗାନ୍ଧୀଙ୍କ ପ୍ରତିମୂର୍ତ୍ତି

ବଲାଙ୍ଗୀର ଅଫିସ,୧୮।୧୧: ବିଶ୍ୱର ୧୦୨ଟି ଦେଶରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଏକ କିମ୍ବା ତଦୂର୍ଦ୍ଧ୍ୱ ପ୍ରତିମୂର୍ତ୍ତି ରହିଥିବା ସୂଚନା ଅଧିକାର ଆଇନ ଜରିଆରେ ମିଳିଥିବା ତଥ୍ୟରୁ…

6 years ago

ଘାଟିରୁ ୫୦ଫୁଟ ତଳକୁ ଖସିଲା ଟ୍ରକ୍‌, ଡ୍ରାଇଭରଙ୍କ ସମେତ ୨ଜଣଙ୍କ ଜୀବନ ଗଲା

ବାରିପଦା ଅଫିସ,୧୮।୧୧: ମୟୂରଭଞ୍ଜ ଜିଲା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଦ୍ବାରଶୁଣି ଘାଟିରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ମାଲ…

6 years ago

ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧ, ପ୍ୟାକ୍ସ ଅଫିସରେ ତାଲା ପକାଇଲେ ଚାଷୀ

ବରଗଡ଼ ଅଫିସ,୧୮।୧୧: ବରଗଡ଼ ଜିଲାରେ ଗତ ୧୫ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥର ରାଜ୍ୟ ସରକାର ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ…

6 years ago

ସ୍ମିତାରାଣୀ ପ୍ରସଙ୍ଗ: ଗୃହକୁ ଆସିଲାନି ଭାଜପା, ବିଧାନସଭା ଅପରାହ୍ନ ୩ ପର୍ଯ୍ୟନ୍ତ ମୁଲତବୀ

ଭୁବନେଶ୍ୱର,୧୮।୧୧(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବା ଦିନଠାରୁ ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାକୁ ନେଇ ଗୃହରେ ହଟ୍ଟଗୋଳ…

6 years ago

ସଞ୍ଜୟ ସାହୁଙ୍କୁ ବେଷ୍ଟ ପିଆର୍‌ଓ ଆଓ୍ବାର୍ଡ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପବ୍ଲିକ ରିଲେସନ୍ସ ଏବଂ କର୍ପୋରେଟ କମ୍ୟୁନିକେଶନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ଲାଗି ସଞ୍ଜୟ କୁମାର ସାହୁଙ୍କୁ ବେଷ୍ଟ ପବ୍ଲିକ ରିଲେସନ୍ସ ଅଫିସର(ପିଆର୍‌ଓ) ଆଓ୍ବାର୍ଡ-୨୦୧୯ ପ୍ରଦାନ କରାଯାଇଛି।…

6 years ago

ଡକ୍ୟୁମେଣ୍ଟାରି ନିର୍ମାଣରେ ଓଡ଼ିଶା ପଛରେ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ଓଡ଼ିଆ ଭାଷାରେ ପ୍ରାମାଣିକ ବା ଡକ୍ୟୁମେଣ୍ଟାରି ଚଳଚ୍ଚିତ୍ର ନିର୍ମାଣ କ୍ଷେତ୍ରରେ ରାଜ୍ୟ ବହୁପଛରେ ରହିଛି। କେତେଜଣ ପ୍ରଯୋଜକ ଏଭଳି ଚଳଚ୍ଚିତ୍ର ନିର୍ମାଣ ଲାଗି ଆନ୍ତରିକତା ଦେଖାଉଥିଲେ…

6 years ago

ମୋ ସରକାର କାର୍ଯ୍ୟକ୍ରମରେ ସାମିଲ ହେବ ୬ ବିଭାଗ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ପୋଲିସ ପ୍ରଶାସନ ଏବଂ ସ୍ବାସ୍ଥ୍ୟ ବିଭାଗରେ ମୋ ସରକାର କାର୍ଯ୍ୟକ୍ରମ ହାତକୁ ନିଆଯିବା ପରେ ଅନେକ ସୁଫଳ ମିଳିଛି। ତେଣୁ ସରକାର ନିୟମିତ ବ୍ୟବଧାନରେ ସମସ୍ତ…

6 years ago