ରାଜ୍ୟ

ମୋବାଇଲ୍‌ ଟର୍ଚ୍ଚରେ ଚିକିତ୍ସା

କାମାକ୍ଷାନଗର, ୧୭।୩(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଚିକିତ୍ସାଳୟରୁ ସମସ୍ୟା ପିଛା ଛାଡୁନି। ଖାଲି ପଡ଼ିଥିବା ଡାକ୍ତର, ବିଶେଷଜ୍ଞ ପଦବୀ ସ୍ବାସ୍ଥ୍ୟସେବାକୁ ପ୍ରଭାବିତ କରୁଥିବାବେଳେ ଆନୁଷଙ୍ଗିକ ଭିତ୍ତିଭୂମିର ଅଭାବ…

6 years ago

ଜେରିଆଟିକ୍‌ ଓ୍ବାର୍ଡ ପାଲଟିଲା କରୋନା ଓ୍ବାର୍ଡ

ଅନୁଗୋଳ ଅଫିସ୍‌, ୧୭।୩ କରୋନା ମୁକାବିଲା ପାଇଁ ଅନୁଗୋଳ ପ୍ରଶାସନ ସମସ୍ତ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟର ଜେରିଆଟିକ୍‌ ୱାର୍ଡକୁ…

6 years ago

କୁକୁଡ଼ା ନେବାକୁ ଗଁ।ରେ ଡେଙ୍ଗୁରା

ଅନୁଗୋଳ ସହର,୧୭ା୩ କରୋନା ଭାଇରସ ଆତଙ୍କ ବ୍ରଏଲର କୁକୁଡ଼ା ଚାଷୀ ଓ କମ୍ପାନୀକୁ ତଳିତଳାନ୍ତ କରିଦେଲାଣି। କୁକୁଡ଼ା ମାଂସ କି ଅଣ୍ଡା ସହିତ କରୋନାର କୌଣସି ସମ୍ପର୍କ…

6 years ago

ବାଇକ-ପିକ୍‌ଅପ୍‌ ମୁହଁ।ମୁହିଁ, ୩ ମୃତ

ମୋହନା,୧୭ା୩(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ଥାନା ରାଇସିଂ ଘାଟି ତଳେ ଜାତୀୟ ରାଜପଥ ନଂ.୩୨୬ରେ ସୋମବାର ପିକ୍‌ଅପ୍‌ ଓ ବାଇକ୍‌ ମଧ୍ୟରେ ମୁହଁାମୁହିଁ ଧକ୍କା ହେବାରୁ ୩…

6 years ago

ଜଙ୍ଗଲରେ ଦମ୍ପତିଙ୍କ ଗଳାକାଟି ହତ୍ୟା

ମୋହନା,୧୭ା୩(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ବ୍ଲକ କରଚବାଡି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଗୋପଟିମା ଓ କୁଟିଗୁଡା ମଧ୍ୟରେ ଥିବା ଜଙ୍ଗଲରୁ ସୋମବାର ଦମ୍ପତିଙ୍କ ମୃତଦେହ ଉଦ୍ଧାର ହୋଇଛି।…

6 years ago

ଏମ୍‌କେସିଜିରେ ପୁଣି ୨ କରୋନା ସନ୍ଦିଗ୍ଧ

ବ୍ରହ୍ମପୁର ଅଫିସ,୧୭ା୩ ଗଞ୍ଜାମ ଜିଲାରେ ଏବେ କରୋନାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବ୍ରହ୍ମପର ସହର ବୁଲି ବିଭିନ୍ନ ଦୋକାନ ବନ୍ଦ କରିବାକୁ…

6 years ago

ପ୍ରୋତ୍ସାହନ ଅଭାବ: ଦୁର୍ଦ୍ଦିନରେ ପଥର କାରିଗର

ଗଞ୍ଜାମ,୧୭ା୩(ଡି.ଏନ୍‌.ଏ.)ଗଞ୍ଜାମ ବ୍ଲକ କୁଶପଲି ଦଳିତ ସାହି ଓ ଆଖପାଖ ଅଞ୍ଚଳରେ ଥିବା ପଥର କାରିଗରମାନେ କିଛି ବର୍ଷ ଧରି ପଥରରେ ବିଭିନ୍ନ ପ୍ରକାର ଘରକରଣା ସାମଗ୍ରୀ ତିଆରି…

6 years ago

କଫିବଗିଚା, ଜଳପ୍ରପାତ ବୁଲିଲେ ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୬।୩(ଡି.ଏନ୍‌.ଏ.) ସାରା ପୃଥିବୀରେ ଏବେ କରୋନା ଭୟ। ରାଜ୍ୟ ବିପର୍ଯ୍ୟୟ ଘୋଷଣା ପରେ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ସମସ୍ତ ନିର୍ଦ୍ଦେଶକୁ କଡାକଡି ପାଳନ କରିବାକୁ…

6 years ago

ବଳାତ୍କାର ମାମଲାକୁ ଗୁରୁତ୍ୱ ଦେଉନି ପୋଲିସ: ଅତିରିକ୍ତ ଆରକ୍ଷୀ ଅଧୀକ୍ଷକଙ୍କ ଦୃଷ୍ଟି ଆକର୍ଷଣ କଲେ ପୀଡ଼ିତା

ବଣାଇ, ୧୭।୩(ସ୍ବ.ପ୍ର.)-ସୁନ୍ଦରଗଡ଼ ଜିଲା ବଣାଇ ଥାନା ପୋଲିସ ବଳାତ୍କାର ମାମଲା ଭଳି ଘଟଣାକୁ ଗୁରୁତ୍ୱ ଦେଉନାହିଁ। ଅଭିଯୋଗ ହେବାର ୧୫ଦିନ ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯାଇନାହିଁ।…

6 years ago

ସମଲେଇ ମନ୍ଦିରରେ ଗମ୍ଭୀରା ଦର୍ଶନ ବନ୍ଦ

ସମ୍ବଲପୁର,୧୭।୩ (ବ୍ୟୁରୋ) ସମ୍ବଲପୁର ସମଲେଇ ମନ୍ଦିରର ଗମ୍ଭୀରା ଦର୍ଶନ ମାର୍ଚ୍ଚ ୩୧ ତାରିଖ ଯାଏ ବନ୍ଦ କରି ଦିଆଯାଇଛି। ତେବେ ଶ୍ରଦ୍ଧାଳୁମାନେ ଗମ୍ଭୀରା ବାହାରେ ରହି ମା’ଙ୍କ…

6 years ago