ନୟାଗଡ଼ ଅଫିସ,୩।୧୧-ନୟାଗଡ଼ ଜିଲା ଶରଣକୁଳ ଲଡୁକେଶ ଆଥ୍ଲେଟିକ ଆସୋସିଏଶନ ପକ୍ଷରୁ ନାରାୟଣ ଉଚ୍ଚ ବିଦ୍ୟାଳୟ ଖେଳପଡ଼ିଆରେ ୬୦ତମ ସର୍ବଭାରତୀୟ ଫୁଟବଲ୍ ଟୁର୍ନାମେଣ୍ଟ ଚାଲୁ ରହିଛି। ଦ୍ୱିତୀୟ ଦିନରେ…
ଗଣିଆ,୩ା୧୧(ଡି.ଏନ.ଏ.): ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ଅନ୍ତର୍ଗତ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଛାମୁଣ୍ଡିଆ ବନାଞ୍ଚଳର ମୁଦୁଲିଗାଡିଆ ଗ୍ରାମକୁ ବନ୍ୟପ୍ରାଣୀ ବନ ବିଭାଗ ଦ୍ୱାରା ଇକୋ ଭିଲେଜରେ ପରିଣତ କରିବା…
ନୟାଗଡ଼ ଅଫିସ,୩।୧୧-ନୟାଗଡ଼ ଟାଉନ ଥାନା ଭାଟସାହି ଗ୍ରାମରେ ଖଟବୁଲା ଘଟଣାରେ ପୋଲିସ ଶନିବାର ସମ୍ପୃକ୍ତ ଗୁଣିଆକୁ ଗିରଫ କରିଛି। ଗିରଫ ଗୁଣିଆ ଜଣଙ୍କ ହେଲେ ବେଲବଣି ଗ୍ରାମର…
ନୟାଗଡ଼ ଅଫିସ,୩।୧୧-ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ନୂଆଗାଁ ବ୍ଲକରେ ବ୍ଳକସ୍ତରୀୟ ବୈଠକ ମହିପୁର ରାମଚଣ୍ଡୀଙ୍କ ପୀଠଠାରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୬ ତାରିଖରେ ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ…
ବାଲୁଗଁ।,୩ା୧୧ (ଡି.ଏନ୍.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ବାଲୁଗଁା-ଚିଲିକା ଷ୍ଟେଶନ ମଧ୍ୟସ୍ଥ ବଡକୁଳ ଲେଭଲ କ୍ରସିଂଠାରେ ଶନିବାର ପୂର୍ବାହ୍ନରେ ବିଶାଖା ଏକ୍ସପ୍ରେସ ଟ୍ରେନ ଚଳନ୍ତା ଅବସ୍ଥାରେ ଇଞ୍ଜିନଠାରୁ…
ସୋନପୁର, ୩।୧୧(ନି.ପ୍ର.) ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ସୋନପୁର କଲେଜ ପରିସରରେ ସଚ୍ଚୋଟତା ଜୀବନର ଏକ ଶୈଳୀ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ସୁବର୍ଣ୍ଣପୁର…
ବଲାଙ୍ଗୀର ଅଫିସ, ୩ା୧୧ ଓଡିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଆନୁକୂଲ୍ୟରେ ଶନିବାର ବଲାଙ୍ଗୀର ଟାଉନ୍ ହଲଠାରେ ଦାଦନ ସମସ୍ୟା ରୋକିବା ନେଇ ଏକ…
ଭୁବନେଶ୍ୱର,୨।୧୧(ବ୍ୟୁରୋ): ବିଶ୍ୱପ୍ରସିଦ୍ଧ କୋଣାର୍କ ସହରଠାରୁ ୭ କିଲୋମିଟର ଦୂରରେ ମେରାଇନ୍ ଡ୍ରାଇଭ ଇକୋ ରିଟ୍ରିଟ ଫେଷ୍ଟିଭାଲ ଅନୁଷ୍ଠିତ ହେବ। ପୁରୀ-କୋଣାର୍କ ମେରାଇନ୍ ଡ୍ରାଇଭ ରାସ୍ତା ମଧ୍ୟରେ ହେବାକୁ…
ଭୁବନେଶ୍ୱର,୨।୧୧(ବ୍ୟୁରୋ): ବିଧାନସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ ପାଇଁ…
ଖୋର୍ଦ୍ଧା ଅଫିସ,୨।୧୧: ଖାର୍ଦ୍ଧା ଜିଲା ବାଲୁଗାଁ ବଡ଼କୂଳ ରେଳକ୍ରସିଙ୍ଗ ପୂର୍ବରୁ ଭୁବନେଶ୍ୱରରୁ ସିକନ୍ଦରାବାଦ ଯାଉଥିବା ବିଶାଖା ଏକ୍ସପ୍ରେସ୍ ଶନିବାର ଦୁଇ ଭାଗ ହୋଇଯାଇଥିଲା। ଏହା ପୂର୍ବତନ ରେଳ…