ଅନୁଗୋଳ ଅଫିସ, ୧୪।୪-ଗଁ।କୁ ବାହାର ଲୋକ ଆସିଲେ ସ୍କୁଲ ଘରେ ହୋଇଥିବା କ୍ୱାରାଣ୍ଟାଇନ୍ ସେଣ୍ଟରରେ ରହିବାକୁ ହେବ। ନଚେତ ୨ ହଜାର ଟଙ୍କା ଜରିମାନା ଆଦାୟ କରାଯିବ…
ଅନୁଗୋଳ ଅଫିସ, ୧୪।୪ କରୋନା କଟକଣା ପାଇଁ ସୋମବାର ଓଡ଼ିଆ ନବବର୍ଷ ସାଙ୍ଗକୁ ପଣା ସଂକ୍ରାନ୍ତି ଓ ହନୁମାନ ଜୟନ୍ତୀ ଫିକା ପଡ଼ିଯାଇଛି। ଓଡ଼ିଆ ଘରର ଏହି…
ଛେଣ୍ଡିପଦା,୧୪।୪(ସ୍ବ.ପ୍ର.)- କରୋନା ଯୋଦ୍ଧା ସାଜିଥିବା ରାଜ୍ୟ ପୋଲିସର ମନୋବଳ ବୃଦ୍ଧି ପାଇଁ ଛେଣ୍ଡିପଦା ବ୍ଲକ ଖମାର ଗ୍ରାମର ଶିଳ୍ପୀ ବୀରବର ବେହେରା ଓଡ଼ିଶା ପୋଲିସର ଏକ ଲୋଗୋ…
ଢେଙ୍କାନାଳ ଅଫିସ, ୧୪।୪ କେନ୍ଦ୍ରାପଡ଼ାରୁ ଛତିଶଗଡ଼ ଚାଲି ଚାଲି ଯାଉଥିବା ୧୩ଜଣ ଶ୍ରମିକଙ୍କୁ ଢେଙ୍କାନାଳ ସହର ଉପକଣ୍ଠ କଲେଜ ବାଇପାସ୍ରୁ ସୋମବାର ସନ୍ଧ୍ୟାରେ ଉଦ୍ଧାର କରାଯାଇଛି। ଛତିଶଗଡ଼…
ଢେଙ୍କାନାଳ ଅଫିସ, ୧୪।୪ ଢେଙ୍କାନାଳ ବାଜିଚୌକସ୍ଥିତ ପୁରୁଣା ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସୋମବାରଠାରୁ କାର୍ଯ୍ୟକ୍ଷମ ହୋଇଛି ଜିଲାସ୍ତରୀୟ କୋଭିଡ୍ ହେଲ୍ଥ ସେଣ୍ଟର। ରାଜ୍ୟ ସରକାର ଏବଂ…
ଭୁବନେଶ୍ୱର, ୧୩ା୪(ବ୍ୟୁରୋ): ଭୁବନେଶ୍ୱରର ଦୁଇଟି ଅଞ୍ଚଳ ସୁନ୍ଦପରଦା ଓ ଯଦୁପୁର-ବେଗୁନିଆରୁ କଣ୍ଟେନ୍ମେଣ୍ଟ ଅଞ୍ଚଳ ବା ଆବଦ୍ଧାଞ୍ଚଳ କଟକଣା ହଟଛି। ସମ୍ପୃକ୍ତ ଅଞ୍ଚଳରେ ନିୟୋଜିତ ଡାକ୍ତରୀ ଟିମ୍ଙ୍କ ସର୍ଭେ…
ଭୁବନେଶ୍ୱର,୧୩।୪: (ବ୍ୟୁରୋ)- ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫୫ରେ ପହଁଚିଛି।ସୋମବାର କରୋନା ପଜିଟିଭ ଚିହ୍ନଟ ହୋଇଥିବା ୩୫…
କଟକ ଅଫିସ, ୧୩।୪: କଟକ ଜିଲା ସାଲେପୁର ଓ ନିଶ୍ଚିନ୍ତକୋଇଲି ଅଞ୍ଚଳରୁ କଣ୍ଟେନମେଣ୍ଟ କଟକଣାକୁ ସୋମବାର ହଟାଇ ଦିଆଯାଇଛି। ସାଲେପୁର ତହସିଲ ମିର୍ଜାପୁର ପଞ୍ଚାୟତ ୧୨ ଓ…
ଭୁବନେଶ୍ୱର,୧୩।୪(ବ୍ୟୁରୋ): ଅବସରପ୍ରାପ୍ତ ସେନା ଅଧିକାରୀ ଲେଫ୍ଟନାଣ୍ଟ ଜେନେରାଲ କେ.ପି. ଧଳସାମନ୍ତଙ୍କର ସୋମବାର ସକାଳେ ପରଲୋକ ଘଟିଛି। ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ…
ପୁରୀ ଅଫିସ,୧୩ା୪: ଶ୍ରୀମନ୍ଦିରରେ ପଣା ସଂକ୍ରାନ୍ତି ବା ମେଷ ସଂକ୍ରାନ୍ତି ଅବସରରେ ମହାପ୍ରଭୁଙ୍କ ନୀତି ସମ୍ପନ୍ନ ହୋଇଛି। ଦୈନନ୍ଦିନ ନୀତି ଅନୁଯାୟୀ, ଦ୍ୱାରଫିଟା, ମଙ୍ଗଳ ଆଳତି, ଅବକାଶ…