ରାଜ୍ୟ

ବ୍ୟାଙ୍କ କାରବାର ଠପ୍‌

ଭୁବନେଶ୍ୱର,୧।୨: ବେତନ ସଂଶୋଧନ ଦାବିରେ ବ୍ୟାଙ୍କ ସଂଘଗୁଡିକ ଦେଇଥିବା ୨ ଦିନିଆ ଧର୍ମଘଟ ଡାକରା ଯୋଗୁ ସାରା ଦେଶରେ ବ୍ୟାଙ୍କ କାରବାର ଠପ୍‌ ହୋଇଯାଇଛି। ୟୁନାଇଟେଡ ଫୋରମ୍‌…

6 years ago

ବାରାଣସୀକୁ ଉଡ଼ିଲା ବିମାନ

ଭୁବନେଶ୍ୱର, ୧।୨(ବ୍ୟୁରୋ): ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଭାୟା ଭୁବନେଶ୍ୱର ଦେଇ ବାରାଣସୀକୁ ଶୁକ୍ରବାରଠାରୁ ବିମାନସେବା ଆରମ୍ଭ ହୋଇଛି। ଏଲାଏନ୍ସ ଏୟାର୍‌ ପକ୍ଷରୁ ଏହି ସେବା…

6 years ago

ବସ୍‌-ଟ୍ରକ୍‌ ଧକ୍କା: ୩୦ ଆହତ, ୬ ଗୁରୁତର

ରଣପୁର/ଟାଙ୍ଗୀ,୧।୨(ସ୍ବ.ପ୍ର./ଡି.ଏନ୍‌.ଏ.): ନୟାଗଡ ଜିଲା ଚାନ୍ଦପୁର ଥାନା ୧୬ ନମ୍ବର ଜାତୀୟ ରାଜପଥର ବେଣ୍ଟଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ଟ୍ରକ ସହ ବସ୍‌ର ମୁହାଁମୁହିଁ ଧକ୍କା ହୋଇଛି।…

6 years ago

ଖଣିରେ ଚଢ଼ାଉ ବେଳେ ଚଢ଼ିଗଲା ଟ୍ରକ୍‌: ଶ୍ରମିକ ମୃତ, ୧୫ ପାୱାରଟିଲର, ୧ ଜେସିବି ଜବତ

ଖୋର୍ଦ୍ଧା ଅଫିସ,୧।୨: ଖୋର୍ଦ୍ଧା ପୋଲିସ ଜିଲା ଜଙ୍କିଆ ଥାନାର ଅଁଳାଯୋଡି ମାଙ୍କଡାପଥର ଖଣି ଉପରେ ଶୁକ୍ରବାର ଚଢ଼ାଉ ସମୟରେ ଟ୍ରକ ଚଢ଼ି ଯିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

6 years ago

ଟୁଟୁଆ ହତ୍ୟାକାରୀ ମିଞ୍ଜାଙ୍କୁ ଆଜୀବନ କାରାଦଣ୍ଡ

ଭୁବନେଶ୍ୱର,୧।୨(ବ୍ୟୁରୋ): ଖୋର୍ଦ୍ଧା ଜିଲା ବାଲିପାଟଣା ଥାନାଞ୍ଚଳରେ ଘଟିଥିବା ବହୁ ଚର୍ଚ୍ଚିତ ପ୍ରଶାନ୍ତ ପ୍ରଧାନ ଓରଫ ଟୁଟୁଆ ହତ୍ୟା ଘଟଣାର ରାୟ ଶୁକ୍ରବାର ସ୍ପେଶାଲ ଜଜ୍‌ ସିବିଆଇ-୧ କୋର୍ଟରେ…

6 years ago

ସାହସ ଭରିଲା ଯୁଦ୍ଧାବସାନ ବାଦ୍ୟ

ଭୁବନେଶ୍ୱର,୧।୨(ବ୍ୟୁରୋ): ପତାକା ଅବତରଣ ଉତ୍ସବ ୭ମ ବାଟାଲିୟନ ପଡିଆରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ସୈନିକମାନଙ୍କୁ ଉତ୍ସାହିତ କରିଥିଲେ।…

6 years ago

ତାଲିକା ଧରି କୋଲକାତା ଗଲା ଏସ୍‌ଟିଏଫ୍‌ ଟିମ୍‌

ଭୁବନେଶ୍ୱର,୧।୨(ବ୍ୟୁରୋ): ବାଂଲାଦେଶୀ ଯୁବତୀଙ୍କୁ ଓଡ଼ିଶା ଚାଲାଣ କରି ଦେହ ବ୍ୟବସାୟରେ ଲଗାଇବା ମାମଲାରେ କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ହାତରେ ଏବେ ଆଉ ଏକ ବଡ଼ ସୁରାକ ଲାଗିଛି। ଏହି…

6 years ago

ପୋଷା କୁକୁର ଯୋଗୁ ପରିବାର ଲୋକଙ୍କ ଜୀବନ ରକ୍ଷା ହେଲା

ଜଟଣୀ,୧।୨(ଡି.ଏନ.ଏ.): ପୋଷା କୁକୁର ନାଗ ସାପକୁ ଅଟକାଇବା ଦ୍ୱାରା ପରିବାର ଲୋକଙ୍କ ଜୀବନ ରକ୍ଷା ହୋଇଛି। ଏଭଳି ଦେଖିବାକୁ ମଳିଛି ଜଟଣୀ କୁଦିଆରୀ ଗ୍ରାମରେ ସରୋଜ ସ୍ବାଇଁ…

6 years ago

୭ରୁ ଧଉଳି-କଳିଙ୍ଗ ମହୋତ୍ସବ

ଭୁବନେଶ୍ୱର,୧।୨(ବ୍ୟୁରୋ): କଳିଙ୍ଗ ବୀରମାନଙ୍କ ବୀରତ୍ୱର ଗାଥାକୁ ମନେପକାଇ ଶାନ୍ତିସ୍ତୂପ ଧଉଳି ପାହାଡ଼ର ପାଦ ଦେଶରେ ଅନୁଷ୍ଠିତ ହେବ ୧୬ତମ ଧଉଳି-କଳିଙ୍ଗ ମହୋତ୍ସବ। ଆସନ୍ତା ଫେବୃୟାରୀ ୭ରୁ ୯…

6 years ago

ଆଜିଠାରୁ ଖଣ୍ଡଗିରି କୁମ୍ଭମେଳା

ଭୁବନେଶ୍ୱର,୧।୨(ବ୍ୟୁରୋ): ଶନିବାରଠାରୁ ଆରମ୍ଭ ହେଉଛି ପ୍ରସିଦ୍ଧ ଖଣ୍ଡଗିରି ମାଘ ସପ୍ତମୀ ମେଳା। ଏଥିପାଇଁ ଉତ୍ସବମୁଖର ହୋଇଉଠିଛି ଖଣ୍ଡଗିରି ଉଦୟଗିରି ପାଦଦେଶ। ସାରା ଦେଶରୁ ୩ହଜାରରୁ ଊର୍ଦ୍ଧ୍ୱ ସାଧୁସନ୍ଥଙ୍କ…

6 years ago