ରାଜ୍ୟ

ନାବାଳିକାଙ୍କ ଆଖି ନଷ୍ଟ ହେବା ଘଟଣା: ଜିଲାପାଳ, ସିଡିଏମ୍‌ଓଙ୍କୁ ଭେଟିଲେ ଗ୍ରାମବାସୀ

ନୟାଗଡ଼ ଅଫିସ,୨୬ା୧୦: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ନଛିପୁର ଗ୍ରାମର ଚନ୍ଦ୍ରକାନ୍ତ ଗୋଛାୟତଙ୍କ ଝିଅ ରିଙ୍କି ଗୋଛାୟତ (୬)ଙ୍କ ଆଖି ନଷ୍ଟ ହେବା ଘଟଣାରେ ଶୁକ୍ରବାର ଗ୍ରାମବାସୀ…

6 years ago

ଅଜଣା ରୋଗ:୧୦ ଗୋରୁ ମୃତ, ୫୦୦ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ

ରଣପୁର,୨୬।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଳକ ଓ ଏନ୍‌ଏସି ଅଞ୍ଚଳରେ ଗୋରୁଙ୍କୁ ଅଜଣା ରୋଗ ବ୍ୟାପିବାରେ ଲାଗିଛି । ଅଜଣା ରୋଗରେ ଆକ୍ରାନ୍ତ ହୋଇ ୧୫ଦିନ ମଧ୍ୟରେ…

6 years ago

ପାଣିଘେରରେ ବିଦ୍ୟାଳୟ

ରଣପୁର,୨୬।୧୦(ସ୍ବ.ପ୍ର.): ରଣପୁର ବ୍ଳକ ଓ ଏନ୍‌ଏସି ଅଞ୍ଚଳରେ ୩ଦିନ ଧରି ଲାଗି ରହିଥିବା ବର୍ଷାରେ ବହୁ ଘରର କାନ୍ଥ ଭାଙ୍ଗିପଡିଛି। ଏକର ଏକର ଜମିର ଧାନ ଫସଲ…

6 years ago

ନିଷ୍କାସନ ପଥ ବନ୍ଦ : ବିଦ୍ୟାଳୟ ପରିସରରେ ବର୍ଷା ପାଣି

ଖଣ୍ଡପଡା,୨୬।୧୦(ସ୍ବ.ପ୍ର.): ଗତ ୩ଦିନ ଧରି ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଖଣ୍ଡପଡା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ନୀଳମାଧବ ବିଦ୍ୟାପୀଠ ପରିସରରେ ବର୍ଷାପାଣି ଜମି…

6 years ago

ଲଘୁଚାପ ବର୍ଷା ନେଲା ଜୀବନ: କାନ୍ଥ ଭୁଶୁଡି ୪ମୃତ, ୩ ଆହତ

ପୁରୀ ଅଫିସ/ଜଳେଶ୍ୱର/ରାସଗୋବିନ୍ଦପୁର/ଆଳି, (ଡି.ଏନ୍‌.ଏ.)୨୫ା୧୦: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ ଲୋକେ ନାହିଁ ନ…

6 years ago

ଉଚ୍ଚ ପଦବୀରେ ପୁଣି ଜଣେ ଓଡ଼ିଆ : ଜମ୍ମୁ-କଶ୍ମୀରର ପ୍ରଥମ ଉପ ରାଜ୍ୟପାଳ ହେଲେ ଗିରୀଶ ଚନ୍ଦ୍ର ମୁର୍ମୁ

ନୂଆଦିଲ୍ଲୀ,୨୫ା୧୦(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଘନିଷ୍ଠ ଭାବେ ପରିଚିତ ଓଡ଼ିଆ ଆଇଏଏସ୍‌ ଅଫିସର ଗିରୀଶ ଚନ୍ଦ୍ର ମୁର୍ମୁଙ୍କୁ ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ୧୯୮୫ ବ୍ୟାଚ୍‌ର…

6 years ago

ଧନ୍‌ତେରସରେ ଜମୁଛି ଗହଣା କ୍ରୟ, ଶୋ’ରୁମ୍‌ରେ ଗ୍ରାହକଙ୍କ ଭିଡ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ଆଜି ଧନ୍‌ତେରସ। ଏହି ଦିନ ସୁନା କିଣିଲେ ଶୁଭ ବୋଲି କୁହାଯାଉଥିବାରୁ ରାଜ୍ୟର ପ୍ରମୁଖ ଶୋ’ରୁମ୍‌ଗୁଡ଼ିକରେ ଗ୍ରାହକଙ୍କ ଭିଡ ପରିଲକ୍ଷିତ ହେଉଛି। ଗ୍ରାହକଙ୍କ ଚାହିଦାକୁ ଦୃଷ୍ଟିରେ…

6 years ago

ଲଗାଣ ବର୍ଷାରେ ନିରାକାରପୁର ଅଞ୍ଚଳ ଜଳାର୍ଣ୍ଣବ: ରାସ୍ତା ଉପରେ ଚାଲିଛି ୩ ଫୁଟରୁ ଅଧିକ ପାଣି, ବୁଡ଼ିଲା ଚାଷଜମି

ନିରାକାରପୁର,୨୫।୧୦(ଡି.ଏନ୍‌.ଏ.): ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ଖୋର୍ଦ୍ଧା ଜିଲା ନିରାକାରପୁର ଲେଣ୍ଡୁ ଏବଂ ରାମେଶ୍ୱର ପଞ୍ଚାୟତର ଅନେକ ଗ୍ରାମ ଏବେ ପାଣି…

6 years ago

ଓଡ଼ିଶାକୁ ବାତ୍ୟା ଖବର ଗୁଜବ: ପ୍ରଦୀପ ଜେନା

ଭୁବନେଶ୍ୱର, ୨୫।୧୦(ବ୍ୟୁରୋ): ଆସନ୍ତା ୨୮ ତାରିଖରେ ବାତ୍ୟା ହେବ ବୋଲି ସୋସିଆଲ ମିଡିଆରେ ଗୁଜବ ଘୂରିବୁଲୁଥିଲା। ତେବେ ସେମିତି କୌଣସି ବାତ୍ୟା ହେବାର ନାହିଁ। ଏହା ଏକ…

6 years ago

‘ଓଡ଼ିଶା-ମୋ ପରିବାର’ କାର୍ଯ୍ୟକ୍ରମର ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଅରୂପ ହେଲେ ଆବାହକ

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ‘ଓଡ଼ିଶା-ମୋ ପରିବାର’ କାର୍ଯ୍ୟକ୍ରମ ସମ୍ପର୍କରେ ଘୋଷଣା କରିଛନ୍ତି। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଏହି ସମାଜ ସେବାକାର୍ଯ୍ୟ…

6 years ago