ରାଜ୍ୟ

ପ୍ରବାସୀଙ୍କୁ ନେଇ ଓଡ଼ିଶା ଆସୁଛି ୫ ଟ୍ରେନ୍‌

ଭୁବନେଶ୍ୱର,୯।୫(ବ୍ୟୁରୋ): ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ସୁପ୍ରିମକୋର୍ଟ ରହିତାଦେଶ ଦେବା ପରେ ପୁଣିଥରେ ଓଡ଼ିଶାକୁ ପ୍ରବାସୀଙ୍କ ଫେରିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କ୍ରମରେ ପ୍ରବାସୀ ଓଡ଼ିଆଙ୍କୁ ନେଇ ଓଡ଼ିଶା…

6 years ago

କରୋନା କବଳରେ ରାଜ୍ୟର ୧୯ ଜିଲା

ଭୁବନେଶ୍ୱର,୯।୫(ବ୍ୟୁରୋ): କରୋନା କବଳରେ ରାଜ୍ୟର ୧୯ ଜିଲା। ପୂର୍ବରୁ ୧୮ଟି ଜିଲାରେ କରୋନା ପଜିଟିଭ୍‌ ବ୍ୟକ୍ତି ଚିହ୍ନଟ ହୋଇଥିବା ବେଳେ ଶନିବାର ଏଥିରେ ଯୋଡ଼ି ହୋଇଛି ନୟାଗଡ଼।…

6 years ago

ଗଞ୍ଜାମରେ ନୂଆ ୫ ଆକ୍ରାନ୍ତ ସୁରଟ ଫେରନ୍ତା: କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ; ଜିଲାରେ ପଜିଟିଭ୍‌ ସଂଖ୍ୟା ୮୯

ଭୁବନେଶ୍ୱର,୯।୫(ବ୍ୟୁରୋ): ଗଞ୍ଜାମରେ ଚିହ୍ନଟ ହୋଇଥିବା ନୂଆ ୫ ଆକ୍ରାନ୍ତ ସୁରଟ ଫେରନ୍ତା। ସମସ୍ତେ ପୁରୁଷ ହୋଇଥିବା ବେଳେ ବୟସ ଯଥାକ୍ରମେ ୩୯,୪୯,୧୬,୪୮,୪୫ ବର୍ଷ। ସମସ୍ତେ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ…

6 years ago

CORONAVIRUS UPDATE: ଗଞ୍ଜାମରେ ଆଉ ୫ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୯୪କୁ ବୃଦ୍ଧି

ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗଞ୍ଜାମରେ ଶନିବାର ଅପରାହ୍ନରେ ଆଉ ୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ…

6 years ago

CORONAVIRUS UPDATE: ସୁସ୍ଥ ହେଲେ ୫ କରୋନା ପଜିଟିଭ

ଭୁବନେଶ୍ୱର,୯।୫(ବ୍ୟୁରୋ)-ରାଜ୍ୟରେ ଶନିବାର ୫ ଜଣ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ବାଲେଶ୍ୱରର ହୋଇଥିବାବେଳେ ଜଣେ ଯାଜପୁରର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ…

6 years ago

ପ୍ରବାସୀଙ୍କୁ ନେଇ ଖବର ସଂଗ୍ରହ ବେଳେ କରୋନା ସତର୍କତାକୁ ମାନୁନାହାନ୍ତି ଗଣମାଧ୍ୟମ ପ୍ରତିନିଧି: ପରାମର୍ଶନାମା ଜାରି କଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର, ୯।୫(ଡି.ଏନ୍‌.ଏ.)-ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଥିବା ବେଳେ ଫେରନ୍ତା ପ୍ରବାସୀଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ଗଣମାଧ୍ୟମ ପ୍ରତିନିଧିମାନେ ସମ୍ପୃକ୍ତ ବିଷୟରେ…

6 years ago

ସୁକତେଲ ବ୍ରିଜ୍‌ ଭୁଶୁଡ଼ିବା ଘଟଣା: ଘଟଣାରୁ ନଜର ହଟାଇବାକୁ ନିର୍ବାହୀ ଯନ୍ତ୍ରୀ ନିଲମ୍ବିତ

ପାଟଣାଗଡ,୯।୫ (ଡି.ଏନ.ଏ.): ଗତ ଏପ୍ରିଲ ୨୯ ତାରିଖରେ ପାଟଣାଗଡ ବ୍ଲକ ତମିଆ ମୁଦଲସର ସୁକତେଲ ସେତୁରେ ମରାମତି କାମ ଚାଲିଥିବା ବେଳେ ପୋଲ ଭୁଷଡି ୨ ଜଣ…

6 years ago

ମେ’ ୨୦ରୁ ମାଟ୍ରିକ ଖାତାଦେଖା: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୯।୫(ବ୍ୟୁରୋ): ଶିକ୍ଷା କ୍ଷେତ୍ରକୁ କରୋନା ବ୍ୟାପକ ପ୍ରଭାବିତ କରିଛି। ଅଧିକାଂଶ ଶ୍ରେଣୀରେ ପରୀକ୍ଷା ଶେଷ ହୋଇ ନ ଥିବାବେଳେ ମାଟ୍ରିକ ଖାତା ମୂଲ୍ୟାୟନ ମଧ୍ୟ ହୋଇନାହିଁ।…

6 years ago

ଗଞ୍ଜାମ ସ୍ଥିତି ସାଙ୍ଘାତିକ: ସୁରଟରୁ ସୁନାମି ଭଳି ଆସୁଛନ୍ତି କରୋନା ପଜିଟିଭ୍‌

ବ୍ରହ୍ମପୁର ଅଫିସ,୯।୫ - ବିଶ୍ୱରେ କରୋନା ଭୁତାଣୁ ଏବେ ଆତଙ୍କ ସୃଷ୍ଟି କରିଛି। ଏହାକୁ ନେଇ ରାଷ୍ଟ୍ର ସମୁଦାୟ ଭୟଭୀତ ହେବା ସହ ଆଶା ଆଶଙ୍କାରେ ଦିନ…

6 years ago

ମଞ୍ଚେଶ୍ୱର ଆକ୍ରାନ୍ତ ବିରିୟାନୀ ଡେଲିଭରି ବୟ; ବୁଲିଥିବା ଚକେଇସିଆଣୀ ମାର୍କେଟ ସିଲ୍‌ କଲା ବିଏମ୍‌ସି

ଭୁବନେଶ୍ୱର, ୯।୫ (ବ୍ୟୁରୋ): ଭୁବନେଶ୍ୱରରୁ ୩ କରୋନା ପଜିଟିଭ ଗତ ଗୁରୁବାର ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ମଞ୍ଚେଶ୍ୱର ଅଞ୍ଚଳରୁ ଚିହ୍ନଟ ଆକ୍ରାନ୍ତ ଜଣଙ୍କ ଜଣେ ଡେଲିଭରି…

6 years ago