ରାଜ୍ୟ

ବଜ୍ରପାତରେ ଜଣେ ମୃତ

ଚମ୍ପୁଆ, ୯।୧୦(ଡି.ଏନ.ଏ.): ଚମ୍ପୁଆ ଥାନା ଅନ୍ତର୍ଗତ ସୁନାପଶି ପଞ୍ଚାୟତର ଇନ୍ଦ୍ରପ୍ରସ୍ଥ ଠାରେ ବଜ୍ରପାତରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ନାଥ ଚନ୍ଦ୍ର ମହାନ୍ତ। ଖବର ଅନୁସାରେ…

6 years ago

ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ: ରାଧାଦାମୋଦର ବେଶ ଦର୍ଶନ କଲେ ଶ୍ରଦ୍ଧାଳୁ

ପୁରୀ ଅଫିସ, ୯ା୧୦: ଆଶ୍ୱିନ ଶୁକ୍ଳପକ୍ଷ ଏକାଦଶୀ ତିଥି ଅର୍ଥାତ୍‌ ବୁଧବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି କାର୍ତ୍ତିକ ନୀତି। ରତ୍ନସିଂହାସନରେ ରାଧାଦାମୋଦର ବେଶରେ ଦର୍ଶନ ଦେଇଛନ୍ତି ମହାପ୍ରଭୁ।…

6 years ago

ବାଇକ୍‌ରୁ ଡେଇଁ ହାତକଡ଼ି ସହ ଚମ୍ପଟ ଅଭିଯୁକ୍ତ ଗିରଫ:୨ ପୋଲିସ ନିଲମ୍ବିତ

ଚାନ୍ଦବାଲି, ୯।୧୦ (ଡି.ଏନ.ଏ.): ଭଦ୍ରକ ଜିଲା ବାଂଶଡ଼ା ଥାନାରେ ଏକ କମେଣ୍ଟ ମାରିବା ମାମଲାରେ ଗିରଫ ଜଣେ ଅଭିଯୁକ୍ତ ଭଦ୍ରକ ଜେଲ୍‌କୁ ସ୍ଥାନାନ୍ତର ହେବା ରାସ୍ତାରେ ହାତକଡ଼ି…

6 years ago

ଏଫ୍‌ଏମ୍‌ରେ ସଚେତନତା ବାର୍ତ୍ତା ଦେଲେ ଟ୍ରାଫିକ୍‌ ଡିସିପି

ଭୁବନେଶ୍ୱର.୯।୧୦(ବ୍ୟୁରୋ): ଜଗଜ୍ଜନନୀ ମା’ ଦୁର୍ଗାଙ୍କ ପୂଜା ଶେଷ ହୋଇଛି। ବୁଧବାର ଧରାପୃଷ୍ଠରୁ ମା’ଙ୍କୁ ବିଦାୟ ଦିଆଯିବ। ଏଥିପାଇଁ ଭୁବନେଶ୍ୱରରେ ଭସାଣି ଯାତ୍ରା ବହୁ ଧୁମ୍‌ଧାମ୍‌ରେ ଅନୁଷ୍ଠିତ ହୋଇଛି।…

6 years ago

ଛାତ୍ରୀଙ୍କୁ ଗଣବଳାତ୍କାର ଅଭିଯୋଗ, ୨ ଯୁବକ ଅଟକ

ଆଳି, ୯।୧୦ (ଡି.ଏନ୍‌.ଏ.): ଆଳି ଥାନା ଅଞ୍ଚଳର ଜନୈକା ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରିଥିବା ଅଭିଯୋଗରେ ବୁଧବାର ମାନପୁର ଅଞ୍ଚଳର ୨ଜଣ ଯୁବକଙ୍କୁ ପୋଲିସ ଅଟକ…

6 years ago

ପୋଖରୀରେ ବୁଡ଼ି ୨ ଶିଶୁ ମୃତ

ଢେଙ୍କାନାଳ ଅଫିସ, ୯।୧୦-ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ କଣ୍ଟାବଣିଆ ଥାନା ଅନ୍ତର୍ଗତ ଇଟାପ ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବୁଡ଼ିଯାଇ ୨ଜଣ ଶିଶୁଙ୍କ ମୃତ୍ୟୁ…

6 years ago

ସୋନ ଡ୍ୟାମ୍‌ରୁ ନିଖୋଜ ଦମ୍ପତିଙ୍କ ମୃତଦେହ ଉଦ୍ଧାର: ଗୁଣିଗାରେଡି ସନ୍ଦେହରେ ହତ୍ୟା, ଜଣେ ଅଭିଯୁକ୍ତ ଗିରଫ

କପ୍ତିପଦା,୯ା୧୦(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧିନ ମଝିଗଡିଆ ପଞ୍ଚାୟତ ଭେଜଡ଼ିହା ଗ୍ରାମର ଏକ ଦମ୍ପତି ଗତ ରବିବାର ସନ୍ଧ୍ୟାରୁ ନିଖୋଜ ଥିଲେ। ବୁଧବାର ସେମାନଙ୍କ ମୃତଦେହ…

6 years ago

ରାମେଶ୍ୱର ଅଞ୍ଚଳରେ ହାତୀ ଆତଙ୍କ: ଫାର୍ମହାଉସ୍‌ କର୍ମଚାରୀଙ୍କୁ ଶୁଣ୍ଡରେ ଟେକି କଚାଡ଼ିଲା ଦନ୍ତା

ନିରାକାରପୁର,୯।୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ରାମେଶ୍ୱର ପଞ୍ଚାୟତସ୍ଥିତ ଏକ ଫାର୍ମହାଉସ୍‌ର ସୁରକ୍ଷା ଦାୟିତ୍ୱରେ ଥିବା କର୍ମଚାରୀ ବୁଧବାର ହାତୀ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ରାମେଶ୍ୱର ଉପର…

6 years ago

୧୪୨ତମ ଗୋପବନ୍ଧୁ ଜୟନ୍ତୀ: ଚଳଚଞ୍ଚଳ ଜନ୍ମପୀଠ ସୁଆଣ୍ଡୋ, ସତ୍ୟବାଦୀ; ଅପରାହ୍ନରେ ପହଞ୍ଚିବେ ରାଜ୍ୟପାଳ

ସାକ୍ଷୀଗୋପାଳ,୯।୧୦(ଡି.ଏନ୍‌.ଏ.)- ନିସ୍ବାର୍ଥପର ଜନସେବୀ, ଓଡ଼ିଆଜାତିର ଦରଦୀ ପ୍ରାଣ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ୧୪୨ତମ ଜୟନ୍ତୀ ବୁଧବାର ପାଳିତ ହୋଇଯାଇଛି। ଶ୍ରଦ୍ଧାଳୁଙ୍କ ସମାବେଶକୁ ନେଇ ପୁଣ୍ୟାତ୍ମାଙ୍କ ଜନ୍ମପୀଠ ସୁଆଣ୍ଡୋଠାରୁ…

6 years ago

୨୧ରେ ବିଜେପୁର ଉପନିର୍ବାଚନ: ପୋଲିସ ବ୍ୟବସ୍ଥା ନେଇ ଡିଜିପିଙ୍କ ସମୀକ୍ଷା

ବରଗଡ଼ ଅଫିସ,୯।୧୦- ଆସନ୍ତା ୨୧ ତାରିଖରେ ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ। ଉପନିର୍ବାଚନକୁ ଶୃଙ୍ଖଳିତ, ଅବାଧ ଓ ନିରପେକ୍ଷଭାବେ ସମାପନ କରିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ…

6 years ago