କଟକ ଅଫିସ, ୧୧ା୧: କଟକରେ ମାଞ୍ଜାଦିଆ ସୂତା ଗୁଡ଼ିଉଡ଼ା ନିଷେଧ। ଗୁଡ଼ିଉଡାକୁ ପ୍ରଶାସନ ପକ୍ଷରୁ ବନ୍ଦ କରା ନ ଯାଇ ଗୁଡ଼ି ଉଡ଼ା ସମୟରେ କେତେକ ସାବଧାନତା…
ପୁରୀ ଅଫିସ,୧୧ା୧: ଶ୍ରୀମନ୍ଦିର ପରମ୍ପରାରେ କୌଣସି ପରିବର୍ତ୍ତନ ହେବ ନାହିଁ। ପୂର୍ବରୁ ଯେଉଁପରି ଭାବେ ସିଂହଦ୍ୱାର ସମ୍ମୁଖରେ ତିନିରଥ ରହୁଥିଲେ ଏବଂ ମହାପ୍ରଭୁ ରଥାରୂଢ଼ ହେବା ପରେ…
ମଥୁରାନଗରୀ,୧୧ା୧: ବରଗଡ଼ ଧନୁଯାତ୍ରା ମହୋତ୍ସବ ଶୁକ୍ରବାର ଉଦ୍ଯାପିତ ହୋଇଛି। ଉଦଯାପନୀ ଦିବସରେ କଂସବଧ ଦୃଶ୍ୟାଭିନୟ ମୁଖ୍ୟ ଆକର୍ଷଣ ଥିଲା। ଅନୁକୁଳ ପାଗ ଓ କଳାକାରଙ୍କ ନିଖୁଣ ଅଭିନୟ…
ଖୋର୍ଦ୍ଧା ଅଫିସ,୧୧ା୧: ଖୋର୍ଦ୍ଧା ବିଜେବି ହାଇସ୍କୁଲରେ ଇନ୍ସ୍ପାୟାରମାନଙ୍କ ଦ୍ୱାରା ଜିଲାସ୍ତରୀୟ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗିତା-୨୦୨୦ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୬୭ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିବାବେଳେ…
ଜଟଣୀ,୧୧ା୧(ଡି.ଏନ.ଏ): ଜଟଣୀ ମ୍ୟୁନିସିପାଲିଟି ଅନ୍ତର୍ଗତ ୪ନଂ. ଓ୍ବାର୍ଡ ବିବେକାନନ୍ଦ ସାହିରେ ଥିବା କୂଅ ଏବେ ଆବର୍ଜନାରେ ଭର୍ତ୍ତି ରହିଛି। କୂଅକୁ ପୁନରୁଦ୍ଧାର କରାଯାଉନାହିଁ। ଫଳରେ ପ୍ରାୟ ୪୦ବର୍ଷ…
ଭୁବନେଶ୍ୱର, ୧୧ା୧(ବ୍ୟୁରୋ): ଲୋକସେବା ଭବନ ଉଦ୍ୟାନ ଶନିବାରଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲା ହେବ। ଶୀତଦିନିଆ ଫୁଲର ସମ୍ଭାରରେ ଲୋକସେବା ଭବନ ଉଦ୍ୟାନ ଅତ୍ୟନ୍ତ ମନୋରମ ରୂପ ଧାରଣ…
ଭୁବନେଶ୍ୱର,୧୧ା୧(ବ୍ୟୁରୋ): ପୂର୍ବତନ ବିଧାୟକ ତଥା ଓଡ଼ିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥା(ଓଏସ୍ଏଚ୍ବି) ଅଧ୍ୟକ୍ଷ ପ୍ରିୟଦର୍ଶୀ ମିଶ୍ରଙ୍କ ମା’ କାଞ୍ଚନବାଳା ମିଶ୍ରଙ୍କର ଗୁରୁବାର ୭୮ବର୍ଷ ବୟସରେ ପରଲୋକ ଘଟିଛି।…
କଟକ ରୋଡ,୧୧ା୧(ଡି.ଏନ୍.ଏ.): ବାତ୍ୟା ‘ଫନୀ’ର ୮ମାସ ପରେ ବି ରାଜଧାନୀର କେତେକ ଅଞ୍ଚଳରେ ବିଦ୍ୟୁତ୍ ଖୁଣ୍ଟ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଯାହା କି ସାଧାରଣ ଲୋକଙ୍କୁ ଚିନ୍ତାରେ…
ଭୁବନେଶ୍ୱର, ୧୧ା୧ (ବ୍ୟୁରୋ): ରାଜ୍ୟ ସରକାର ୪ ଜଣ ସରକାରୀ କର୍ମଚାରୀଙ୍କୁ ସେମାନଙ୍କ ଚାକିରିରୁ ବହିଷ୍କାର କରିଛନ୍ତି। ଏହି ଅଧିକାରୀମାନେ ହେଉଛନ୍ତି-ଯାଜପୁର ଜିଲା ଦଶରଥପୁର ବ୍ଲକରେ ଜଳସମ୍ପଦ…
ବଡମ୍ବା,୧୧ା୧(ଡି.ଏନ୍.ଏ.): ମହାନଦୀରେ ନୌବିହାର ବେଳେ ଡଙ୍ଗାବୁଡ଼ି ଜଣେ ପର୍ଯ୍ୟଟକ ନିଖୋଜ ହୋଇଯାଇଥିବାବେଳେ ୨ଜଣଙ୍କୁ ସ୍ଥାନୀୟ କେତେଜଣ ଲୋକ ଉଦ୍ଧାର କରିଛନ୍ତି। ବଡମ୍ବା ଥାନା ଅନ୍ତର୍ଗତ ମା’ଭଟ୍ଟାରିକାଙ୍କ ପୀଠ…