ରାଜ୍ୟ

ଟ୍ରେନ୍‌ରୁ ଖସି ପଡ଼ି କଟିଲା ଗୋଡ଼

ଧର୍ମଶାଳା,୫ା୧୦(ଡି.ଏନ୍‌.ଏ.): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଗଡ଼ମଧୁପୁର ଷ୍ଟେଶନ ନିକଟରେ ଶୁକ୍ରବାର ଟ୍ରେନ୍‌ରୁ ଖସିପଡି ଜଣେ ବ୍ୟକ୍ତିଙ୍କ ୨ ଗୋଡ କଟିଯାଇଛି। ସେ ହେଉଛନ୍ତି ଧର୍ମଶାଳା ବ୍ଲକ ଥାନୁଆଳ…

6 years ago

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ: ଅବ୍ୟବସ୍ଥାକୁ ନେଇ ଅଧାରୁ ଉଠିଗଲେ ଅଧ୍ୟକ୍ଷା

ବରୀ/ରତ୍ନଗିରି, ୫ା୧୦(ସ୍ବ.ପ୍ର/ଡି.ଏନ୍‌.ଏ.): ବରୀ ବ୍ଲକ ସଭାଗୃହରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ ହୋଇଯାଇଛି। ବିଡିଓ ଶୁଭଶ୍ରୀ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଦେଶ ବଣ୍ଟନ ଉତ୍ସବ ଅନୁଷ୍ଠିତ…

6 years ago

୩ ନିଶାସକ୍ତ ବାଇକ୍‌ ଚାଳକ କୋର୍ଟ ଚାଲାଣ

କୋରେଇ,୫ା୧୦(ସ୍ବ.ପ୍ର.): ପାଣିକୋଇଲି ପୋଲିସ ଗୁରୁବାର ରାତିରେ ୪ ନିଶାସକ୍ତ ବାଇକ୍‌ ଚାଳକଙ୍କୁ ଗିରଫ କରିଥିଲା। ଏ ନେଇ ମାମଲା ରୁଜୁ ପରେ ଶୁକ୍ରବାର ସେମାନଙ୍କୁ କୋର୍ଟ ଚାଲାଣ…

6 years ago

ଓଏମ୍‌ସି ଦୈତାରି ଲୌହ, ମାଙ୍ଗାନିଜ ଖଣି ଜନଶୁଣାଣି: ସମର୍ଥନ ପାଇଁ ସର୍ତ୍ତ ରଖିଲେ ଅଞ୍ଚଳବାସୀ

କାଳିଆପାଣି,୫ା୧୦(ଡି.ଏନ୍‌.ଏ.): ଓଡ଼ିଶା ଖଣି ନିଗମ(ଓଏମ୍‌ସି) ପରିଚାଳିତ ଦୈତାରୀିଲୌହ ଓ ମାଙ୍ଗାନିଜ ଖଣିର ବାର୍ଷିକ ୩ ଲକ୍ଷ ଟନ୍‌ରୁ ୬ ଲକ୍ଷ ଟନ୍‌ କ୍ରୋମାଇଟ ଉତ୍ପାଦନ ବୃଦ୍ଧି ସମ୍ପର୍କରେ…

6 years ago

ଚିକିଛା ଅଭାବୁ ଖଟେ ପଡ଼ିଛେ ବାପ୍‌ : ଦାଦନ୍‌ ସରଦାର ହାତେ ନାବାଲିକ୍‌ ଝି’ର ଭବିଷତ୍‌

ସିନାପାଲି, ୫ା୧୦ (ଡି.ଏନ୍‌.ଏ.)- ପଶ୍ଚିମ ଓଡ଼ିଶାରେ ଦାଦନ୍‌ ସମସିଆ ସରକାରକଁର ମୁଡ଼ଦୁଖାର କାରନ୍‌ ସାଜିଛେ। ସରକାର ଇଥିରଲାଗି ଯେତେ ଯୋଜନା କଲେ ବି କାହିଁ ନାଇଁ କାହିଁ…

6 years ago

ବିଜେଡିର ଜନସମ୍ପର୍କ, ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମ

ସିନାପାଲି,୫।୧୦(ଡି.ଏନ.ଏ.) ନୂଆପଡା ଜିଲା ସିନାପାଲିସ୍ଥିତ ରାଣୀମୁଣ୍ଡା ଗ୍ରାମଠାରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଓ ସଦସ୍ୟତା ପଞ୍ଜୀକରଣ ଅଭିଯାନ ଆରମ୍ଭ ହୋଇଯାଇଛି। ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ବିଜେଡିର ନୂଆପଡା…

6 years ago

ଗଣବଳାତ୍କାର ଶିକାର ପୀଡ଼ିତାଙ୍କୁ ନ୍ୟାୟ ପ୍ରଦାନ ଦାବି :ଯାଦବ ମହାସଭା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଭବାନୀପାଟଣା,୫।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ଥାନା ଅଞ୍ଚଳରେ ଗତ ୧୪ ତାରିଖରେ ଗଣବଳାତ୍କାର ଶିକାର ପୀଡ଼ିତାଙ୍କୁ ଆଇନ୍‌ ଅନୁମୋଦିତ ନ୍ୟାୟ ପ୍ରଦାନ ସହିତ ସରକାରୀ ପ୍ରୋତ୍ସାହନ ଯୋଗାଇଦେବା…

6 years ago

ବାନିଗାଁ ଜଙ୍ଗଲରେ ଛୁଆ ହାତୀ : ଜଗି ରହିଛନ୍ତି ବନ ବିଭାଗ କର୍ମଚାରୀ

ଲାଞ୍ଜିଗଡ,୫।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଲାଞ୍ଜିଗଡ ପଞ୍ଚାୟତ ଅନ୍ତର୍ଗତ ବଡବାନିଗାଁ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରେ ଶୁକ୍ରବାର ଏକ ଛୁଆହାତୀକୁ ଠାବ କରିଛି ବନ ବିଭାଗ । ଲାଞ୍ଜିଗଡ ଫରେଷ୍ଟର…

6 years ago

ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଚୂଡ଼ାନ୍ତ: ସାଢେ ୬ଟାରେ ରାଧାଦାମୋଦର ବେଶ

ପୁରୀ ଅଫିସ, ୪ା୧୦: ଆଶ୍ୱିନ ଶୁକ୍ଲ ଏକଦଶୀ ଅର୍ଥାତ୍‌ ଅକ୍ଟୋବର ୯ରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ କାର୍ତ୍ତିକ ମାସ ବାଳ ଧୂପ ନୀତି। ଏହା ନଭେମ୍ବର ୧୨…

6 years ago

ଛତିଶା ନିଯୋଗ ବୈଠକ: ହବିଷିଆଳିଙ୍କୁ ଠିକ୍‌ ସମୟରେ ମିଳିବ ମହାପ୍ରସାଦ

ପୁରୀ ଅଫିସ, ୪ା୧୦: ବିଗତ ବର୍ଷ ସରକାରଙ୍କ ହବିଷିଆଳି ଯୋଜନାରେ ରହିଥିବା ହବିଷିଆଳିଙ୍କୁ ମହାପ୍ରସାଦ ଦେବାରେ ଅନେକଥର ବିଳମ୍ବ ହୋଇଛି। ତେଣୁ ଏ ବର୍ଷ ଯେପରି ଏହାର…

6 years ago