ରାଜ୍ୟ

ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ଘଟଣାର ପର୍ଦ୍ଦାଫାଶ: ୫ ଗିରଫ

କୋଟଗଡ଼,୨୯।୧୨ (ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳ ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡାଙ୍କୁ ଗତ ୧୦ ତାରିଖରେ ଗୁଳିକରି ହତ୍ୟା କରାଯାଇଥିଲା। ଏହି ବହୁ ଚର୍ଚ୍ଚିତ…

6 years ago

ବିଜେଡିର ପ୍ରତିଷ୍ଠା ଦିବସରେ ବିନା ହେଲମେଟରେ ବାଇକ ରାଲି: ଟ୍ବିଟ୍‌ ପରେ ଆକ୍ସନମୁଡ୍‌କୁ ଆସିଲା କମିଶନରେଟ ପୋଲିସ

ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ବିଜେଡି ଦଳର ୨୩ ତମ ପ୍ରତିଷ୍ଠା ଦିବସରେ ଏକାଧିକ କର୍ମି ମାଷ୍ଟରକ୍ୟାଣ୍ଟିନ ଛକରୁ ବିଜେଡି ପାର୍ଟି ଅଫିସ ପର୍ଯ୍ୟନ୍ତ ଆସିଥିଲେ। ଏକାଧିକ କର୍ମୀମାନେ ବିନା ହେଲମେଟରେ…

6 years ago

ଦାରିଙ୍ଗବାଡ଼ିରେ ତଳକୁ ଖସିଲା ପାରଦ: ଚାରିଆଡ଼େ ତୁଷାରପାତ, ବଢ଼ୁଛି ଶୀତ

ଦାରିଙ୍ଗବାଡ଼ି,୨୯।୧୨(ଡି.ଏନ୍‌.ଏ.): ଓଡ଼ିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ରବିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ତାପମାତ୍ରା ତଳକୁ ଖସି ତୁଷାରପାତ ହେବା ସହ ଶୀତ ବଢ଼ିବାରେ…

6 years ago

ଏସ୍‌ପ୍ଲାନେଡ୍‌ ମଲ୍‌ କର୍ତ୍ତୃପକ୍ଷଙ୍କ ଗୁଣ୍ଡାରାଜ: ମହିଳା ଖବରଦାତା, କ୍ୟାମେରାମ୍ୟାନଙ୍କୁ ଆକ୍ରମଣ; ପାର୍କିଂ ଫି ଉପରେ ଖବର ପ୍ରସାରଣ କରୁଥିଲେ

ଭୁବନେଶ୍ୱର, ୨୯ା୧୨(ବ୍ୟୁରୋ): ସୀମା ଟପିଲା ଏସ୍‌ପ୍ଲାନେଡ୍‌ ମଲ୍‌ କର୍ତ୍ତୃପକ୍ଷଙ୍କ ଦାଦାଗିରି। ଜଣେ ମହିଳା ଖବରଦାତା ଓ କ୍ୟାମେରାମ୍ୟାନଙ୍କୁ ମଲ୍‌ ଭିତରେ ଆକ୍ରମଣ କରାଯିବା ସହ ଏକ ବନ୍ଦ…

6 years ago

କିଡ୍‌ନୀ ଚୋରି ମାମଲା: ଆପୋଲୋ ହସ୍ପିଟାଲ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ଭୁବନେଶ୍ୱର, ୨୯ା୧୨(ବ୍ୟୁରୋ): କିଡ୍‌ନୀ ଚୋରି ସଂକ୍ରାନ୍ତ ମାମଲାରେ ଭୁବନେଶ୍ୱର ଆପୋଲୋ ହସ୍ପିଟାଲ ପକ୍ଷରୁ କରାଯାଇଥିବା ଯୁକ୍ତିକୁ ଜାତୀୟ ମାନବାଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଖାରଜ କରିଛନ୍ତି। ଏଥିସହ ହସ୍ପିଟାଲ…

6 years ago

ମାଟିରେ ମିଶିବ ଟାଗୋରଙ୍କ ପାଥେରପୁରୀ: ପୌର ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ; ଆପତ୍ତି ଉଠାଇଲେ ବୁଦ୍ଧିଜୀବୀ

ପୁରୀ ଅଫିସ, ୨୯ା୧୨: ପୁରୀ ଚକ୍ରତୀର୍ଥ ରୋଡରେ ରହିଛି ବିଶ୍ୱକବି ରବୀନ୍ଦ୍ରନାଥ ଟାଗୋରଙ୍କ ଐତିହାସିକ ପାଥେରପୁରୀ। କୁହାଯାଏ ଏହି ସ୍ଥାନରେ ରହି ଟାଗୋର ‘ଗୀତାଞ୍ଜଳି’ ରଚନା କରିଥିଲେ।…

6 years ago

ପ୍ରଶାସନର ନୂଆବର୍ଷ ପ୍ରସ୍ତୁତି: ଝଲସିଲାଣି ମେଘନାଦ ପାଚେରି; ଶେଷ ପର୍ଯ୍ୟାୟରେ ବ୍ୟାରିକେଡ କାମ

ପୁରୀ ଅଫିସ, ୨୯ା୧୨:  ଆଉ ୩ ଦିନ ପରେ ନୂଆବର୍ଷ। ପୁରୀରେ ଲକ୍ଷ ଲକ୍ଷ ଭକ୍ତ ଓ ପର୍ଯ୍ୟଟକଙ୍କ ସମାଗମ ହେବ। ଏହାକୁ ଦୃଷ୍ଟିରେ ରଖି ଜିଲା…

6 years ago

ଅଡ଼ୁଆରେ ପୁରୀ ପୋଲିସ: ଅଜଣା ମୃତଦେହକୁ ବ୍ୟବଚ୍ଛେଦ ବିନା ପୋଡ଼ିବା ପାଇଁ ଅନୁମତି, ମୃତକଙ୍କ ନାଁରେ ନିଖୋଜ ଅଭିଯୋଗ ଆଣିଲେ ସ୍ତ୍ରୀ

ପୁରୀ ଅଫିସ, ୨୯ା୧୨: ପୁରୀ ସହରରେ ଘଟିଛି ଏକ ଅଭାବନୀୟ ଘଟଣା। ମୃତ ବ୍ୟକ୍ତିଙ୍କ ନାମରେ ଥାନାରେ ହୋଇଛି ନିଖୋଜ ଅଭିଯୋଗ। ଏକ ଅଜଣା ମୃତଦେହକୁ ବ୍ୟବଚ୍ଛେଦ…

6 years ago

ବିଲ୍‌ ଆଦାୟ ପାଇଁ ତତ୍ପର ସେସୁ

କଟକ ସଦର,୨୯ା୧୨(ଡି.ଏନ୍‌.ଏ.): କଟକ ସଦର ବିଦ୍ୟୁତ୍‌ ଡିଭିଜନ ନଂ.୨ ଅନ୍ତର୍ଗତ ୩ଟି ବିଦ୍ୟୁତ୍‌ ସେକ୍ସନର ଉପଭୋକ୍ତାଙ୍କ ଉପରେ ପ୍ରାୟ ୧୪କୋଟି ୫୪ଲକ୍ଷ ଟଙ୍କାର ବିଦ୍ୟୁତ୍‌ ବିଲ୍‌ ବକେୟା…

6 years ago

ଆରମ୍ଭ ହେଲା ଭୁବନେଶ୍ୱର-ସୁରଟ ବିମାନ ଟିକେଟ ବୁକିଂ

ଭୁବନେଶ୍ୱର, ୨୯ା୧୨(ବ୍ୟୁରୋ): ଭୁବନେଶ୍ୱରରୁ ସୁରଟ ବିମାନ ଯାତ୍ରା ପାଇଁ ଏୟାର ଇଣ୍ଡିଆ ଟିକେଟ ବୁକିଂ ଆରମ୍ଭ କରିଛି। ଜାନୁୟାରୀ ୨୦ରୁ ଏହି ବିମାନ ସେବା ଆରମ୍ଭ ହେବାକୁ…

6 years ago