ପୁରୀ ଅଫିସ,୨୮ା୧୨:ବିହାର ରାଜ୍ୟପାଳ ଫଗୁ ଚୌହ୍ବାନ ଶନିବାର ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ରାଜ୍ୟପାଳ ଚୌହ୍ବାନ ସିଂହଦ୍ୱାର ନିକଟରେ ପହଞ୍ଚତ୍ଥିଲେ।…
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଶନିବାର କଂଗ୍ରେସ ୧୩୪ତମ ପ୍ରତିଷ୍ଠା ଦିବସ ପାଳନ କରୁଛି। କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ଦଳ ବିରୋଧ କରି ‘ସମ୍ବିଧାନ ବଞ୍ଚାଅ-ଭାରତ ବଞ୍ଚାଅ’ ବାର୍ତ୍ତା…
ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ରାଜ୍ୟରେ ଅସହ୍ୟ ଥଣ୍ଡାକୁ ଦୃଷ୍ଟିରେ ରଖି ସରକାର ସତର୍କ ପଦକ୍ଷେପ ଗ୍ରହଣ କରିଛନ୍ତି। ସବୁ ବ୍ଲକ, ତହସିଲ, ପଞ୍ଚାୟତକୁ ଆଲର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିଭଳି…
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ବର୍ତ୍ତମାନ ରାଜ୍ୟର ଅଧିକାଂଶ ସ୍ଥାନରେ ଶୀତର ପ୍ରକୋପ ଜାରି ରହିଛି। ଶନିବାର ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ରିପୋର୍ଟରେ ୯ଟି ସହରର ତାପମାତ୍ରା ୧୦…
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ପ୍ରଫେସର ବ୍ୟୋମକେଶ ତ୍ରିପାଠୀଙ୍କୁ ଶନିବାର ନିଯୁକ୍ତି ମିଳିଛି। ସେ ବର୍ତ୍ତମାନ ମଧ୍ୟପ୍ରଦେଶ ଅମରକଣ୍ଟକସ୍ଥିତ ଇନ୍ଦିରା ଗାନ୍ଧୀ ନ୍ୟାଶନାଲ…
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ଶ୍ରୀଲିଙ୍ଗରାଜ ମନ୍ଦିର ସୌନ୍ଦର୍ଯ୍ୟକରଣ ପାଇଁ ଚତୁଃପାର୍ଶ୍ୱରୁ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଲିଙ୍ଗରାଜ ସଂଲଗ୍ନ ବିକାଶ ପାଇଁ ୫ କୋଟି…
ରାଉରକେଲା ଅଫିସ,୨୮।୧୨: ରାଉରକେଲା ଷ୍ଟିଲପ୍ଲାଣ୍ଟ ପରିସରକୁ ବିନା ଏଣ୍ଟ୍ରି ପାସ୍ରେ ୨ଟି ଭାରୀଯାନ ସନ୍ଦେହାତ୍ମକ ଭାବେ ପ୍ରବେଶ କରିବାକୁ ନେଇ ବିଭାଗୀୟ ଅଧିକାରୀ ଶନିବାର କଠୋର ପଦକ୍ଷେପ…
କୁଆମରା,୨୮।୧୨(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ଗୋପବନ୍ଧୁନଗର ବ୍ଲକ ଅନ୍ତର୍ଗତ ସାଇଁକୂଳା ପଞ୍ଚାୟତରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ମହିଳାଙ୍କୁ ଶାଶୁଘର ଲୋକେ ପୋଡ଼ି ମାରିଦେବାକୁ ଉଦ୍ୟମ…
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ସାରା ରାଜ୍ୟରେ ଏବେ ଶୀତର ଲହରି। ଶନିବାର ୯ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। କେନ୍ଦୁଝରରେ ୫.୬, ଝାରସୁଗୁଡ଼ାରେ ୫.୮, ଟିଟଲାଗଡ଼ ୭,…
ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ଶୁକ୍ରବାର ଦିବ୍ରୁଗଡ଼ ଏକ୍ସପ୍ରେସ (୧୫୯୨୯) ରେ ଏକ କୋଚ୍ର ଆଉଟର ସ୍ପ୍ରିଙ୍ଗ ଭାଙ୍ଗିଯିବାରୁ ଭୁବନେଶ୍ୱର ଷ୍ଟେଶନରେ କୋଚ୍ ବଦଳାଯାଇଛି। ତାମ୍ବରମରୁ ଦିବ୍ରୁଗଡ଼ ଯାଉଥିବା ଏହି…