ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ନୂଆବର୍ଷକୁ ଆଇ ଅଳ୍ପ ଦିନ ବାକି ଥିବାବେଳେ ସେଲିବ୍ରେଶନ ପାଇଁ ରାଜଧାନୀବାସୀ ଏବେଠୁ ପ୍ରସ୍ତୁତ ହେଲେଣି। ୨୦୧୯କୁ ବିଦାୟ ଦେଇ ଜିରୋ ନାଇଟ୍ରେ ନୂତନ…
ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ଦ୍ୱାରା କୃଷି ଉତ୍ପାଦନ ବହୁଳଭାବେ ପ୍ରଭାବିତ ହେବ। ଏହାଫଳରେ ଆଗାମୀ ଦିନରେ ବିଶ୍ୱରେ ଖାଦ୍ୟାଭାବ ସମସ୍ୟା ଗୁରୁତର ରୂପ ନେବ। ସେହିଭଳି ସମୁଦ୍ର…
ମାଲକାନଗିରି,୨୮।୧୨(ଡି.ଏନ୍.ଏ.): ମାଲକାନଗିରି ଜିଲାପାଳଙ୍କ ବ୍ୟକ୍ତିଗତ ସଚିବ ଦେବନାରାୟଣ ପଣ୍ଡାଙ୍କ ମୃତଦେହ ଶନିବାର ସତୀଗୁଡ଼ା ଜଳଭଣ୍ଡାର ନିକଟରୁ ଉଦ୍ଧାର କରାଯାଇଛି। ଦେବନାରାୟଣ ଶୁକ୍ରବାର କାର୍ଯ୍ୟାଳୟକୁ ଯାଇ ଫେରି ନ…
ଖୋର୍ଦ୍ଧା ଅଫିସ,୨୮ା୧୨: ଖୋର୍ଦ୍ଧା ସହରସ୍ଥିତ ପୂର୍ତ୍ତ ବିଭାଗ ଡାକବଙ୍ଗଳାରେ ଖୋର୍ଦ୍ଧା ନିର୍ବାଚନମଣ୍ଡଳୀସ୍ତରୀୟ ଜନଶୁଣାଣି ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭୁବନେଶ୍ୱର ଏମ୍ପି ଅପରାଜିତା ଷଡଙ୍ଗୀ ଯୋଗଦେଇ ଲୋକଙ୍କ…
ଜଟଣୀ,୨୮ା୧୨(ଡି.ଏନ.ଏ.): ଜଟଣୀ ପଞ୍ଚାୟତ ସମିତି ବୈଠକ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ବ୍ଲକ ଅଧ୍ୟକ୍ଷା ବନଜା ଜେନାଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ବୈଠକରେ ବିଡିଓ ବାସୁଦେବ…
ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଜନତା ମଇଦାନଠାରେ ଚାଲିଥିବା ଚତୁର୍ଦ୍ଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଶୁକ୍ରବାର ଉଦ୍ଯାପିତ ହୋଇଯାଇଛି। ଉଦ୍ଯାପନୀ ଉତ୍ସବରେ…
ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ଗ୍ରାମୀଣ ଉତ୍ପାଦକମାନଙ୍କ ସାମଗ୍ରୀକୁ ବିପଣନ ସୁବିଧା ଯୋଗାଇଦେବା ଲକ୍ଷ୍ୟରେ ଜାନୁୟାରୀ ୪ରୁ ଇଡ୍କୋ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହେବ ଶିଶିର ସରସ ମେଳା। ରାଜ୍ୟ…
କେନ୍ଦୁଝର,୨୮।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବର୍ଷା ସାଙ୍ଗକୁ କୋହଲା ପାଗ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଚଳିତବର୍ଷ ସର୍ବନିମ୍ନ ତାପମାତ୍ରା ୫.୬ ଡିଗ୍ରୀ ରେକର୍ଡ କରାଯାଇଛି, ଯାହାକି ଗତ…
ମୁନିଗୁଡା,୨୮।୧୨: ରାୟଗଡା ଜିଲାରେ ପୁଣି ମାଓବାଦୀ ହିଂସା ଦେଖିବାକୁ ମିଳିଛି। ରାସ୍ତା କାମକୁ ବିରୋଧ କରି ୩ଟି ଗାଡିକୁ ପୋଡ଼ିଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମୁନିଗୁଡା ବ୍ଲକ ଅମ୍ବାଦଳା…
ଉଦଳା,୨୮।୧୨(ଡି.ଏନ୍.ଏ.): ଉଦଳା ବନଖଣ୍ତ ଅଞ୍ଚଳରେ ହାତୀ ଆତଙ୍କ ଦେଖାଦେଇଛି। ଶନିବାର ହାତୀପଲଙ୍କ ଆକମ୍ରଣରେ ଜଣେ ବୃଦ୍ଧା ଗୁରୁତର ଆହତ ହୋଇଛନ୍ତି । ସୂଚନାଯୋଗ୍ୟ, ଉଦଳା ବ୍ଲକ ଅଧିନରେ…