ଭୁବନେଶ୍ୱର, ୫।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ପରେ ପ୍ରବାସୀ ଓଡ଼ିଆଙ୍କୁ କଡ଼ା ଚେତାବନୀ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ।…
ଭୁବନେଶ୍ୱର,୫ା୫(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ସମ୍ପର୍କରେ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିଛନ୍ତି। ମୁଖ୍ୟତଃ ବାହାରୁ ଆସୁଥିବା …
ଛତ୍ରପୁର, ୫।୫(ଡି.ଏନ୍.ଏ.): ପ୍ରିଣ୍ଟ, ଇଲେକ୍ଟ୍ରୋନିସ୍ ଏପରିକି ସୋସିଆଲ ମିଡିଆରେ କରୋନାକୁ ନେଇ କେହି ଭୁଲ ତଥା ତଥା ଗୁଜବ ଖବର ଦିଅନ୍ତୁ ନାହିଁ। ଏପରି କଲେ କାହାରିକୁ…
ଛତ୍ରପୁର, ୫।୫(ଡି.ଏନ୍.ଏ.): ବାହାର ରାଜ୍ୟରୁ ବସ୍ ଓ ଟ୍ରେନ ଯୋଗେ ପ୍ରବାସୀ ଓଡ଼ିଆ ଗଞ୍ଜାମ ଜ଼ିଲାକୁ ଫେରୁଛନ୍ତି। ତେବେ ଜିଲାର କେତେକ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ସୁରଟ…
ବନ୍ତ,୫।୫(ଡି.ଏନ୍.ଏ.): କରୋନା(କୋଭିଡ-୧୯) ସଂକ୍ରମଣ ଆଶଙ୍କା କରି କେନ୍ଦ୍ର ସରକାର ସମଗ୍ର ଦେଶକୁ ତୃତୀୟ ପର୍ଯ୍ୟାୟରେ ମେ ୭ ତାରିଖ ଯାଏ ଲକ୍ଡାଉନ୍ ରହିବାକୁ ଘୋଷଣା କରିଛନ୍ତି। ଏହି…
ଭଦ୍ରକ ଅଫିସ,୫।୫: ଭଦ୍ରକ ଜିଲାରେ କାର୍ଯ୍ୟ କରୁଥିବା ସମସ୍ତ ସଙ୍ଗରୋଧ ଗୃହ ପାଇଁ ଏକ ଖାଦ୍ୟ ତାଲିକା ଜାରି କରିଛି ଜିଲା ପ୍ରଶାସନ। କ୍ୱାରାଣ୍ଟାଇନ ସେଣ୍ଟରରେ ନିମ୍ନ…
ଛେଣ୍ଡିପଦା,୫।୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଝାଡଖଣ୍ଡ ଅଞ୍ଚଳର ଫସିରହିଥିବା ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ଘରକୁ ପଠାଇ ଦିଆଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଝାଡଖଣ୍ଡ…
ଯୋଡା,୫।୫ (ଡି.ଏନ୍.ଏ.): କରୋନା ଯୁଦ୍ଧରେ ଟଳିପଡ଼ିଲେ ଅଙ୍ଗନଓ୍ବାଡି କର୍ମୀ। ଏଭଳି ଅଘଟଣ ଘଟିଛି କେନ୍ଦୁଝର ଜିଲାରେ। ଚମ୍ପୁଆ ବ୍ଲକ ଅନ୍ତର୍ଗତ ଶ୍ରୀଧରପୁର ଗ୍ରାମର ରୁକ୍ମଣୀ ମହାନ୍ତ ବିଲେଇପଦା…
ଭଦ୍ରକ ଅଫିସ, ୫।୫: ଭଦ୍ରକ ଜିଲାରେ ମଙ୍ଗଳବାରଠାରୁ ଆଗାମୀ ୧୭ ତାରିଖ ପର୍ଯ୍ୟନ୍ତ ରାତ୍ରକାଳୀନ କର୍ଫ୍ୟୁ ଜାରି କରାଯାଇଛି। ସନ୍ଧ୍ୟା ୭ରୁ ସକାଳ ୭ଟା ପର୍ଯ୍ୟନ୍ତ ଏହି…
ତିହିଡି,୫।୫(ଡି.ଏନ୍.ଏ): ଭଦ୍ରକ ଜିଲା ତିହିଡି ଥାନା ଜାମଯୋଡି ପଞ୍ଚାୟତ ଅଧିନ ବାଲିଦାଣ୍ତି ଗ୍ରାମର ଜଣେ ଗାଡି ଚାଳକଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ମୃତ ଚାଳକଙ୍କ…