ରାଜ୍ୟ

ଭାରତ-ଓ୍ବେଷ୍ଟଇଣ୍ଡିଜ ତୃତୀୟ ଦିନିକିଆ: ବାରବାଟୀ ଷ୍ଟାଡିୟମ୍‌ରେ ପହଞ୍ଚିଲେ ଉଭୟ ଦଳର ଖେଳାଳି

କଟକ ଅଫିସ,୨୨।୧୨: କଟକ ବାରବାଟୀ ଷ୍ଟାଡିୟମ୍‌ରେ ରବିବାର ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ଖେଳାଯିବ। ଅପରାହ୍ନ ୧ଟା ୩୦ରେ ମ୍ୟାଚ୍‌ ଅନୁଷ୍ଠିତ ହେବାକୁ ଥିବା ବେଳେ ଉଭୟ…

6 years ago

ବାରବାଟୀରେ ଭାରତ-ଓ୍ବେଷ୍ଟଇଣ୍ଡିଜ ମୁକାବିଲା: ମାଷ୍ଟରକ୍ୟାଣ୍ଟିନରୁ ଷ୍ଟାଡିୟମ ପର୍ଯ୍ୟନ୍ତ ଚାଲୁଛି ସ୍ବତନ୍ତ୍ର ବସ୍‌

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): କଟକ ବାରବାଟୀରେ ରବିବାର ଖେଳାଯିବ ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ। ଏହାକୁ ନେଇ ‘ମୋ ବସ୍‌’ପକ୍ଷରୁ ସ୍ବତନ୍ତ୍ର ବସ୍‌ ଚଳାଚଳ ହେଉଛି। ଭୁବନେଶ୍ୱର ରେଳଷ୍ଟେଶନଠାରୁ ବାରବାଟୀ…

6 years ago

ସ୍କୁଲ ଖେଳପଡ଼ିଆ ନବୀକରଣ କଲା ବିଏମ୍‌ସି, ବିଡିଏ: ୫ ସରକାରୀ ସ୍କୁଲରୁ ହେଲା ଆରମ୍ଭ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ସରକାରୀ ସ୍କୁଲରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ଶାରୀରିକ ତଥା ମାନସିକ ବିକାଶ କଥା ଚିନ୍ତା କରୁଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଓ ଭୁବନେଶ୍ୱର ଉନ୍ନୟକ କର୍ତ୍ତପକ୍ଷ…

6 years ago

ଗୁଣୁପୁର-ରାଉରକେଲା ଏକ୍ସପ୍ରେସ୍‌ ଦୈନିକ ଚାଲିବ: ଗୁରୁବାରଠାରୁ ଓଡ଼ିଆରେ ରେଳ ଟିକଟ ଶୁଭାରମ୍ଭ

ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ଆସନ୍ତା ଗୁରୁବାରଠାରୁ ଗୁଣୁପୁର-ରାଉରକେଲା(୧୮୧୧୭-୧୮୧୧୮) ଏକ୍ସପ୍ରେସ ଏବେ ଦୈନିକ ଚଳାଚଳ କରିବ। ଏହା ପୂର୍ବରୁ ସପ୍ତାହକୁ ୬ ଦିନ ଚାଲୁଥିଲା। ସେହିପରି ଏହିଦିନ ଓଡ଼ିଆରେ ଅଣସଂରକ୍ଷିତ…

6 years ago

ବନ୍ଦ ମଦ ଦୋକାନ ଖୋଲି ରାଜସ୍ବ ବଢ଼ାଅ: ଅବକାରୀ ମନ୍ତ୍ରୀ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ବନ୍ଦ ହୋଇପଡ଼ିଥିବା ମଞ୍ଜୁରୀପ୍ରାପ୍ତ ମଦ ଦୋକାନ ପୁନଃକାର୍ଯ୍ୟକ୍ଷମ କରି ରାଜସ୍ବ ବଢ଼ାଅ। ଭୁବନେଶ୍ୱରରେ ଅବକାରୀ ବିଭାଗର ତ୍ରୟମାସିକ ସମୀକ୍ଷା ବୈଠକରେ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ…

6 years ago

ରାଜ୍ୟରେ ପୁଣି ଉପରମୁହାଁ ପାରଦ, ୨୩ରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଗତ ତିନିଦିନ ଧରି ରାଜ୍ୟରେ ଶୀତର ପ୍ରକୋପ ବୃଦ୍ଧି ପାଇଥିଲା। ଶନିବାର ଠାରୁ ପାରଦ ପୁଣି ଉପରମୁହାଁ ହୋଇଛି। ସର୍ବ ନିମ୍ନ ୨ରୁ ୩ ଡିଗ୍ରୀ…

6 years ago

ଆଇଏଏସ୍‌ ଅଫିସର ସ୍ତରରେ ପଦୋନ୍ନତି: ୪ ଅଧିକାରୀଙ୍କୁ ପ୍ରମୁଖ ସଚିବ ପାହ୍ୟା

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ରାଜ୍ୟ ପ୍ରଶାସନରେ ସଂଖ୍ୟାଧିକ ଅଫିସରଙ୍କୁ ପଦୋନ୍ନତି ଦିଆଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏନେଇ ଶନିବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପଦୋନ୍ନତି ପାଇଥିବା ଅଧିକାରୀମାନେ ୨୦୨୦…

6 years ago

ସେସୁକୁ ଅଧିଗ୍ରହଣ କରିବ ଟାଟା ପାୱାର

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ରାଜ୍ୟରେ ବିଦ୍ୟୁତ ବିତରଣ କରୁଥିବା ସେସୁର ୫୧ ପ୍ରତିଶତ ଅଂଶଧନ ଟାଟା ପାୱାର ଅଧିଗ୍ରହଣ କରିବ ବୋଲି ଜଣାପଡିଛି। ଆସନ୍ତା ବର୍ଷ ପ୍ରଥମ ସପ୍ତାହ ଶେଷ…

6 years ago

ପୁରୀଘାଟ ଥାନା ଅଧିକାରୀଙ୍କ ଅନୁଭୂତି: ହୋଟେଲ ମାଲିକଙ୍କ ସୂଚନାରୁ ଫିଟିଥିଲା ହତ୍ୟା ରହସ୍ୟ

କେବଳ ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ନୁହେଁ, ଅପରାଧ ରୋକିବା ଏବଂ ଠିକ ଢଙ୍ଗରେ ତଦନ୍ତ ଚଳାଇ ଅପରାଧୀଙ୍କୁ ଧରିବା ପୋଲିସର ପ୍ରମୁଖ ଦାୟିତ୍ୱ। ଏହି ଗୁରୁଦାୟିତ୍ୱ ସମ୍ପାଦନ…

6 years ago

ଜୀବନ ନେଉଛି ପ୍ରାକୃତିକ ବିପତ୍ତି: ୧୦ବର୍ଷରେ ୧୧,୪୪୦ ମୃତ; ସବୁ ଗାଁରେ ଗଠନ ହେବ ବିପର୍ଯ୍ୟୟ ପରିଚାଳନା କମିଟି

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ବିଭିନ୍ନ ସମୟରେ ରାଜ୍ୟରେ ହେଉଥିବା ପ୍ରାକୃତିକ ବିପତ୍ତି ଯୋଗୁ ବହୁମୂଲ୍ୟ ଜୀବନ ହରାଇବାକୁ ପଡୁଛି। ଗତ ୧୦ ବର୍ଷ ମଧ୍ୟରେ ବଜ୍ରପାତ, ଅଂଶୁଘାତ, ଅଗ୍ନିକାଣ୍ଡ, ବାତ୍ୟା, ଘୂର୍ଣ୍ଣିଝଡ଼,…

6 years ago