ଭୁବନେଶ୍ୱର,,୧୭ା୧୨(ବ୍ୟୁରୋ): ଓଡ଼ିଶା ସମେତ ସାରା ଦେଶରେ ଏବେ ମହିଳାମାନେ ଅସୁରକ୍ଷିତ ହୋଇପଡୁଛନ୍ତି। ବଳାତ୍କାର ଓ ନିର୍ଯାତନା ସୀମା ଟପିଛି। ବିଶେଷକରି ହାଇଦ୍ରାବାଦ ମହିଳା ଡାକ୍ତର ଏବଂ ଉନ୍ନାଓ ଗଣବଳାତ୍କାର…
ଯାଜପୁର ଅଫିସ,୧୭।୧୨: ତନ୍ତୀଘାଇ ନଦୀରେ ସେଲଫି ଉଠାଉଥିବାବେଳେ ଭାସିଯାଇଥିବା ଯାଜପୁର ଜିଲା ଏରବାଙ୍କ ଗ୍ରାମର ଛାତ୍ରୀ ସାଇତା ବେଗମ(୧୭)ଙ୍କ ମୃତଦେହକୁ ମଙ୍ଗଳବାର ସକାଳ ୮ଟାରେ ଉଦ୍ଧାର କରାଯାଇଛି।…
କଟକ ଅଫିସ,,୧୭ା୧୨: ଓଡ଼ିଶା ହାଇକୋର୍ଟର ନୂତନ ୱେବ୍ସାଇଟ୍ ସୋମବାର ଉଦ୍ଘାଟିତ ହୋଇଯାଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ କେ.ଏସ୍. ଝାବେରୀ ଅନ୍ୟ ବିଚାରପତିଙ୍କ ଉପସ୍ଥିତିରେ ଏହି ୱେବ୍ସାଇଟ୍କୁ…
ଭୁବନେଶ୍ୱର, ,୧୭ା୧୨ (ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଦେଶର ସ୍ବଚ୍ଛ ସର୍ବେକ୍ଷଣ ତାଲିକାର ଶୀର୍ଷରେ ପହଞ୍ଚାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଉଦ୍ୟମ ଜାରି ରଖିଛି। ଇତିମଧ୍ୟରେ…
କଟକ ଅଫିସ, ୧୭।୧୨: ଏସ୍ସିବି ମେଡିକାଲ ସମେତ ରାଜ୍ୟର ବିଭିନ୍ନ ସରକାରୀ ହସ୍ପିଟାଲରେ କୁକୁର କାମୁଡା ଇଞ୍ଜେକଶନ(ଆଣ୍ଟି ରାବିଜ୍ ଭ୍ୟାକସିନ)ର ଘୋର ଅଭାବ। ଗତ ୩ ଦିନ…
ପୁରୀ ଅଫିସ,୧୭।୧୨: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସ୍ମୃତି ସହ ଜଡ଼ିତ ଡାକୋଟା ବିମାନ ଓଡ଼ିଶା ଫେରିବା ସମ୍ଭାବନା ସୃଷ୍ଟି ହୋଇଛି। ଏହି ବିମାନକୁ ଓଡ଼ିଶାକୁ ଫେରାଇବା…
ବାଲେଶ୍ୱର ଅଫିସ୍, ୧୭।୧୨: ବାଲେଶ୍ୱର ଜିଲା ଚାନ୍ଦିପୁର ଘାଟିରୁ ମଙ୍ଗଳବାର ସକାଳେ ‘ବ୍ରହ୍ମୋସ’ ମିଶାଇଲ୍ର ବ୍ୟାବହାରିକ ପରୀକ୍ଷଣ କରାଯାଇଛି। ସକାଳ ୮.୪୫ରେ ଚାନ୍ଦିପୁରର ୩ ନମ୍ବର ଲଞ୍ଚପ୍ୟାଡ୍ରୁ…
ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ରାଷ୍ଟ୍ରାୟତ୍ତ ନ୍ୟାଶନାଲ ଆଲୁମିନିୟମ କମ୍ପାନୀ ଲିମିଟେଡ(ନାଲ୍କୋ)ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ଶ୍ରୀଧର ପାତ୍ର ନିୟୁକ୍ତ ହୋଇଛନ୍ତି। କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଏ ନେଇ…
ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ଏଣିକି କ୍ୟାପିଟାଲ୍ ହସ୍ପିଟାଲରେ ମିଳିବ ଉନ୍ନତ ମାନର ହୃଦରୋଗ ଚିକିତ୍ସା ସେବା। ଏଥି ଲାଗି ରୋଗୀଙ୍କୁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡ଼ିବ ନାହିଁ।…
ଭୁବନେଶ୍ୱର,୧୭।୧୨(ବ୍ୟୁରୋ):ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ସୋମବାର ପୂର୍ବାହ୍ନରେ ଇଡ୍କୋଠାରେ ଉଦ୍ୟୋଗ ସଂଶୋଧନ ଯୋଜନା(ଏଣ୍ଟରପ୍ରାଇଜ୍ ରିସୋର୍ସ ପ୍ଲାନିଂ)ର ସମୀକ୍ଷା କରିଛନ୍ତି । ରାଜ୍ୟରେ ଶିଳ୍ପ ଉନ୍ନୟନ ସଂସ୍ଥା(ଇଡ୍କୋ) ଦ୍ବାରା ଆରମ୍ଭ…