ରାଜ୍ୟ

ମିଡ୍‌ ଇଷ୍ଟ ଷ୍ଟିଲ କମ୍ପାନୀର ଆବେଦନ ଉପରେ ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ସୁପ୍ରିମ୍‌ କୋର୍ଟ

ଭୁବନେଶ୍ୱର, ୨୪।୩(ବ୍ୟୁରୋ): ମିଡ୍‌ ଇଷ୍ଟ ଇଣ୍ଟିଗ୍ରେଟେଡ୍‌ ଷ୍ଟିଲ୍‌ ଲିମିଟେଡ୍‌କୁ ଉତ୍ତୋଳିତ ଲୁହାପଥର ବିକ୍ରି ପାଇଁ ଅନୁମତି ଦିଆଯାଉନି। ଏ ସମ୍ପର୍କରେ ଜବାବ ରଖିବା ପାଇଁ ସୋମବାର ସୁପ୍ରିମ୍‌କୋର୍ଟ…

6 years ago

ହୋମ୍‌ କ୍ବାରାଣ୍ଟାଇନ୍‌ରେ ଥିବା ବ୍ୟକ୍ତିଙ୍କ ଘର ଆଗରେ ଲାଗିବ ଷ୍ଟିକର

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଜନସାଧାରଣଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହୁଥିବାବ୍ୟକ୍ତିଙ୍କ ଘର ସମ୍ମୁଖରେ ଏକ ନିର୍ଦ୍ଧାରିତ ଫର୍ମ ପୂରଣ କରି ଲଗାଯିବ। ଏ…

6 years ago

୧୦ ଭାଗ କର୍ମଚାରୀଙ୍କୁ ନେଇ ଚାଲିବ ଅଣଅତ୍ୟାବଶ୍ୟକ କାର୍ଯ୍ୟାଳୟ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ସମସ୍ତ ଅଣ-ଅତ୍ୟାବଶକ (ନନ୍‌-ଏସେନ୍‌ସିଆଲ) କେନ୍ଦ୍ର ଯଥା ସରକାରୀ କାର୍ଯ୍ୟାଳୟ, ସାଧାରଣ ଉଦ୍ୟୋଗ, ବ୍ୟାଙ୍କ୍‌ ଓ ବୀମା କାର୍ଯ୍ୟାଳୟ ଆଦି ଶତକଡ଼ା ୧୦ ଭାଗ କର୍ମଚାରୀଙ୍କୁ ନେଇ…

6 years ago

ରାଜ୍ୟ ସରକାରଙ୍କୁ ଚିଠି ଲେଖିଲା ଶ୍ରମ ମନ୍ତ୍ରଣାଳୟ

ଭୁବନେଶ୍ୱର,୨୪।୩:(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶବ୍ୟାପୀ ବହୁ ଜିଲାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତାହାର ପ୍ରଭାବରେ ବଡ଼ବଡ଼ କମ୍ପାନୀଠାରୁ ଆରମ୍ଭ କରି ଛୋଟ ବ୍ୟବସାୟୀଙ୍କ ପର୍ଯ୍ୟନ୍ତ…

6 years ago

କରୋନା କରିଛି ଗାଁ ମୁହାଁ: ‘ଟଙ୍କା ନୁହେଁ, ପୁଅ ପାଖରେ ଥାଉ’

ପୁରୀ ଅଫିସ, ୨୪।୩: କରୋନା ଆତଙ୍କ ପାଇଁ ରାଜ୍ୟ ବାହାରେ ରହୁଥିବା ବହୁ ଓଡ଼ିଆ ନିଜ ଭିଟାମାଟିକୁ ଫେରି ଆସିଛନ୍ତି। ଅନେକ ଗାଁରେ ଏବେ ବାହାର ଫେରନ୍ତା…

6 years ago

୩୧ ପର୍ଯ୍ୟନ୍ତ ବନ୍ଦ ରହିବ ପାସ୍‌ପୋର୍ଟ ସେବାକେନ୍ଦ୍ର

ଭୁବନେଶ୍ୱର,୨୪।୩(ବ୍ୟୁରୋ): ସମଗ୍ର ବିଶ୍ୱରେ ମହାମାରୀ କୋଭିଡ୍‌-୧୯ର ଭୟାବହତାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରସ୍ଥିତ ପାସ୍‌ପୋର୍ଟ ସେବା କେନ୍ଦ୍ରକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଏହି ସମୟ…

6 years ago

ବିଧାନସଭା ପ୍ରଶ୍ନୋତ୍ତର ବାତିଲ

ଭୁବନେଶ୍ୱର,୨୪।୩(ବ୍ୟୁରୋ): କରୋନା ଭୂତାଣୁର ପ୍ରକୋପକୁ ଦେଖି (କୋଭିଡ୍‌-୧୯)ଷୋଡଶ ବିଧାନସଭାର ତୃତୀୟ ଅଧିବେଶନର ମାର୍ଚ୍ଚ ୧୬ ତାରିଖରୁ ୨୧ ଏବଂ ୨୩ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ସମସ୍ତ…

6 years ago

କୋଭିଡ-୧୯ ପାଣ୍ଠିକୁ ୩ ମାସର ଦରମା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ନିର୍ଦ୍ଦିଷ୍ଟ ପରିସ୍ଥିତିରେ ଏକ ସ୍ବତନ୍ତ୍ର ସହାୟତାର ଆବଶ୍ୟକତା ରହିଛି। କରୋନା(କୋଭିଡ-୧୯) ବର୍ତ୍ତମାନ ସାରା ବିଶ୍ୱ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇ ଉଭା ହୋଇଛି। ଏହାର ମୁକାବିଲା…

6 years ago

ସମ୍ପର୍କୀୟଙ୍କ ସହ କଥା ହେବାକୁ ଭିଡିଓ କନଫରେନ୍ସିଂ ବ୍ୟବସ୍ଥା

ଭଦ୍ରକ ଅଫିସ, ୨୪।୩-ଭଦ୍ରକ ଜିଲା ମୁଖ୍ୟାଳୟରେ ଥିବା ସବ୍‌ଜେଲରେ ଏବେ କ୍ଷମତାଠାରୁ ଦୁଇଗୁଣ ଅଧିକ କଏଦୀ ରହୁଛନ୍ତି। କରୋନା ସଂକ୍ରମଣରୁ ରକ୍ଷା ପାଇବା ଲାଗି ସେମାନଙ୍କ ମଧ୍ୟରେ…

6 years ago

‘ସହଯୋଗ ଦିଅ, ନିଜେ ନିଜକୁ ଲକ୍‌ଡାଉନ କର’

ବାରିପଦା ଅଫିସ, ୨୪ା୩- କରୋନା ଭାଇରସ୍‌ ସଂକ୍ରମଣ ରୋକିବା ଏବେ ବଡ଼ ଚ୍ୟାଲେଞ୍ଜ ହୋଇଛି। ସମସ୍ତେ ଏଥିଲାଗି ସ୍ବାସ୍ଥ୍ୟ ପ୍ରତି ସଚେତନ ରହି ସ୍ବଚ୍ଛତା ରକ୍ଷା କରିବା,…

6 years ago