ରାଜ୍ୟ

CORONAVIRUS UPDATE: ଭୁବନେଶ୍ୱରର ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ, ଆରୋଗ୍ୟ ସଂଖ୍ୟା ୩୩ରେ ପହଞ୍ଚିଲା

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେ ଭୁବନେଶ୍ୱରର ଏବଂ ତାଙ୍କୁ ଡିସ୍‌ଚାର୍ଜ କରାଯିବ। ଏହାକୁ ମିଶାଇ ୩୩ଜଣ ସଂକ୍ରମିତ ସୁସ୍ଥ ହୋଇଥିବା…

7 years ago

ଅନ୍ୟ ଜିଲାରୁ ଚୌଦ୍ୱାର ଫେରୁଛନ୍ତି ଲୋକେ: ସଚେତନ ହେଲେ, କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଆସିଲେ

ଚୌଦ୍ୱାର,୨୩।୪(ଡି.ଏନ୍‌.ଏ.): କରୋନା ଭୁତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ବାହାରୁ ଆସୁଥିବା ବ୍ୟକ୍ତିବିଶେଷଙ୍କ ଡାକ୍ତରୀ ପରୀକ୍ଷା କରାଇ ସ୍ଥାନୀୟ କ୍ୱାରେଣ୍ଟାଇନ ସେଣ୍ଟରରେ ରଖିବା ବ୍ୟବସ୍ଥା ସରକାରଙ୍କ ତରଫରୁ…

7 years ago

ଚିନ୍ତା ବଢ଼ାଇଲାଣି କରୋନା: ୩ ବରିଷ୍ଠ ସଚିବଙ୍କୁ ୩ ଜିଲାର ଦାୟିତ୍ୱ; କୋଭିଡ ମୁକାବିଲାର ତଦାରଖ କରିବେ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟର ଭଦ୍ରକ, ବାଲେଶ୍ୱର, ଯାଜପୁର ଜିଲାରେ ହଠାତ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏହିସବୁ ଜିଲାରୁ ଅଧିକ କରୋନା ପଜିଟିଭ୍‌ ମାମଲା ଆସିବା ପରେ…

7 years ago

କରୋନା ସହାୟତା ବଣ୍ଟନ ସମୟରେ ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବାପ, ପୁଅଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୨୩।୪(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଳକ ବୋମକେଇ ଗାଁରେ ରାସନ କାର୍ଡ ଓ ଲେବର କାର୍ଡ ହିତାଧିକାରୀଙ୍କୁ କରୋନା ଆର୍ଥିକ ସହାୟତା ବଣ୍ଟନ ସମୟରେ ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା ଉଦ୍ୟମ…

7 years ago

ଶ୍ରୀକ୍ଷେତ୍ରରେ ଚାପ କାମ ଆରମ୍ଭ: କେବଳ ମହାପ୍ରଭୁଙ୍କୁ ଅପେକ୍ଷା

ପୁରୀ ଅଫିସ,୨୩ା୪: ଆସନ୍ତା ୨୬ ତାରିଖରେ ଚନ୍ଦନଯାତ୍ରା। ଏହି ଅବସରରେ ବାହାର ଚନ୍ଦନ ଯାତ୍ରାରେ ମହାପ୍ରଭୁ ଶ୍ରୀକ୍ଷେତ୍ରର ପଞ୍ଚମହାଦେବଙ୍କ ସହ ମିଶି ୨୧ ଦିନ ପବିତ୍ର ନରେନ୍ଦ୍ର…

7 years ago

୫ଦିନ ମଧ୍ୟରେ ବହି ବଣ୍ଟା ଶେଷ କର

ଭୁବନେଶ୍ୱର, ୨୩ା୪(ବ୍ୟୁରୋ): ଲକ୍‌ଡାଉନ୍‌ ଯୋଗୁ ପିଲାମାନଙ୍କ ପାଠପଢା ଏକ ପ୍ରକାର ଠପ୍‌ ହୋଇଯାଇଛି। ଦଶମ ପିଲାଙ୍କ ପରୀକ୍ଷା ମୂଲ୍ୟାୟନ ଶେଷ ହୋଇପାରି ନ ଥିବାବେଳେ ଯୁକ୍ତ୨ ପରୀକ୍ଷା…

7 years ago

ପୋଲିସ-ମାଓବାଦୀ ଗୁଳି ବିନିମୟ

ମାଲକାନଗିରି, ୨୩ା୪(ଡି.ଏନ୍‌.ଏ): ମାଲକାନଗିିରି ଜିଲାରେ ପୁଣି ଲାଲ୍‌ବାହିନୀ ସକ୍ରିୟ ହୋଇଛି। ଜିଲାର ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡ଼ର ନିକଟସ୍ଥ ଦଲଦଲିଠାରେ ମାଓବାଦୀମାନେ ଏକତ୍ରିତ ହୋଇ ଅଘଟଣା…

7 years ago

ବଢ଼ିବନି ବିଦ୍ୟୁତ୍‌ ଶୁଳ୍କ, ଉପଭୋକ୍ତା ଆଶ୍ୱସ୍ତ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ଚଳିତବର୍ଷ ବିଦ୍ୟୁତ ଶୁଳ୍କ ବଢ଼ିବ ନାହିଁ। କରୋନା(କୋଭିଡ୍‌-୧୯) ମହାମାରୀ ମୁକାବିଲା କରୁଥିବା ରାଜ୍ୟବାସୀଙ୍କ ଉପରେ ଓଡିଶା ବିଦ୍ୟୁତ ନିୟାମକ ଆୟୋଗ(ଓଇଆର୍‌ସି) ଏବେ ଆଉ ଶୁଳ୍କ ବୋଝ…

7 years ago

ଗଣମାଧ୍ୟମ କର୍ମଚାରୀଙ୍କୁ ସଂକ୍ରମଣ ଭୟ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): କୋଭିଡ୍‌-୧୯ ମୁକାବିଲା କ୍ଷେତ୍ରରେ ସ୍ବାସ୍ଥ୍ୟ କର୍ମୀ, ପୋଲିସ ଏବଂ ସଫେଇ କର୍ମଚାରୀଙ୍କ ଭଳି ଗଣମାଧ୍ୟମ ପ୍ରତିନିଧିମାନେ ମଧ୍ୟ ନିଜ ଜୀବନ ବିପନ୍ନ କରି ଜନସାଧାରଣଙ୍କ ପାଖରେ…

7 years ago

୧୧ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ରାଜ୍ୟରେ ଆଉ ଗ୍ରୀଷ୍ମର ପ୍ରକୋପ ବଢ଼ିବ ନାହିଁ। ପାରଦ ୪୦ ଡିଗ୍ରୀ ସେଲସିୟସ ତଳେ ରହିବ। ଉପକୂଳରେ ସର୍ବୋଚ୍ଚ ତାପମାତ୍ରା ୩୫ ଡିଗ୍ରୀ ଏବଂ ଆଭ୍ୟରୀଣ…

7 years ago