ରାଜ୍ୟ

ବ୍ରହ୍ମପୁରରେ ଏଆର୍‌ଟିଓ ଅଫିସ ଖୋଲିବା ଦାବି

ବ୍ରହ୍ମପୁର ଅଫିସ,୧୭ା୯-ନୂଆ ଟ୍ରାଫିକ ନିୟମ ଲାଗୁ ହେବା ପରେ ପୋଲିସ ଏବେ ଜୋର୍‌ଦାର ଚେକିଂ କରୁଛି। ନିୟମ ଉଲ୍ଲଂଘନ କରୁଥିବା ଗାଡି ଚାଳକଙ୍କଠାରୁ ଜରିମାନା ଆଦାୟ କରାଯାଉଛି।…

6 years ago

ସଶକ୍ତୀକରଣ ରାସ୍ତା ଦେଖାଇଲା ‘ଜଜ୍‌ବା’

ବ୍ରହ୍ମପୁର ଅଫିସ୍‌,୧୭ା୯-ଦୃଢ଼ମନା ଯୁବପିଢ଼ିଙ୍କ ବିନା କୌଣସି ଦେଶ ସଶକ୍ତ ହୋଇପାରିବ ନାହିଁ। ଏଣୁ ଅଧିକରୁ ଅଧିକ ଯୁବତୀ ଯୁବକଙ୍କୁ ସଶକ୍ତୀକରଣ କରାଇବାର ଆବଶ୍ୟକତା ରହିଛି। ଯୁବପିଢି ଭବିଷ୍ୟତକୁ…

6 years ago

ଜିଲା ଶ୍ରମ ଅଫିସ ଆଗରେ ବିକ୍ଷୋଭ ସମାବେଶ

ବ୍ରହ୍ମପୁର ଅଫିସ,୧୭ା୯-ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଚତୁର୍ଥ ଶ୍ରେଣୀ କର୍ମଚାରୀ ୟୁନିୟନ ଗଞ୍ଜାମ ଜିଲା ଶାଖା ପକ୍ଷରୁ ସୋମବାର ବ୍ରହ୍ମପୁରସ୍ଥ ଜିଲା ଶ୍ରମ ଅଧିକାରୀଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ…

6 years ago

୨୬ ପୂର୍ବତନ ବିଧାୟକଙ୍କୁ ବାଚସ୍ପତିଙ୍କ ନୋଟିସ:ତୁରନ୍ତ କ୍ୱାର୍ଟର୍ସ ଛାଡ଼, ନଚେତ୍‌ ବିଦ୍ୟୁତ୍‌, ପାଣି ବନ୍ଦ

ଭୁବନେଶ୍ୱର,୧୭-୯(ବ୍ୟୁରୋ):ସରକାରୀ କ୍ୱାର୍ଟର୍ସଗୁଡିକୁ ତୁରନ୍ତ ଛାଡିବା ପାଇଁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୋମବାର ୨୬ ଜଣ ପୂର୍ବତନ ବିଧାୟକଙ୍କୁ ନୋଟିସ ଜାରି କରିଛନ୍ତି। ଏଥିସହିତ ପାଣି ଓ…

6 years ago

ଏନ୍‌ଏଫ୍‌ଏସ୍‌ଏରୁ ବାଦ୍‌ ପଡ଼ିପାରନ୍ତି ୧୯ ଲକ୍ଷ:ଆଧାର ଛଡ଼ାଇନେବ ରାଶନ, ଚିନ୍ତାରେ ହିତାଧିକାରୀ

ଭୁବନେଶ୍ୱର,୧୭-୯(ବ୍ୟୁରୋ):ଭୋକ ଉପାସରେ କେହି ରହିବେ ନାହିଁ। ଦେଶର ସମସ୍ତ ଗରିବ ଲୋକଙ୍କୁ ଦିନକୁ ଦୁଇମୁଠା ପେଟ ଭରି ଖାଇବାକୁ ମିଳିବ। ଏହି ଲକ୍ଷ୍ୟରେ କେନ୍ଦ୍ର ସରକାର ଆରମ୍ଭ…

6 years ago

ପୂଜା ପାଇଁ ଝଲସୁଛି ଆଲୁମିନିୟମ ନଗରୀ

ବଅଁରପାଳ, ୧୭।୯ (ଉପେନ୍ଦ୍ର ରାଉତ) ଅନୁଗୋଳ ଜିଲା ନାଲ୍‌କୋ ନଗରର ଗଣପର୍ବ ଭାବେ ପରିଚିତ ବିଶ୍ୱକର୍ମା ପୂଜା ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଏଥିପାଇଁ କଲୋନିବାସୀଙ୍କ ସହ ସମଗ୍ର…

6 years ago

ମା’ ବାପା, ଭାଇଙ୍କୁ ହରାଇ ଅସହାୟ ପୁଷ୍ପଲତା:ସହପାଠୀ ଦେଲେ ସହାୟତା

ତାଳଚେର,୧୭ା୯(ନି.ପ୍ର.) ପୂର୍ବରୁ ମା’ବାପା ଆଖିବୁଜି ସାରିଥିଲେ। ସାହାରା ଥିବା ଏକମାତ୍ର ଭାଇ ଗତ ଜୁନ ୨୪ରେ ଆରପାରିକୁ ଚାଲିଯିବା ପରେ ବଡ଼ ଅସହାୟ ହୋଇପଡ଼ିଛନ୍ତି ତାଳଚେର ବ୍ଲକ…

6 years ago

ମିଳୁନି ଆବଶ୍ୟକ କୋଇଲା: ଟିଟିପିଏସ୍‌ର ୩ ୟୁନିଟ୍‌ ବନ୍ଦ

ତାଳଚେର,୧୭ା୯(ନି.ପ୍ର.) ଆବଶ୍ୟକ କୋଇଲା ଅଭାବରୁ ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍‌)ର ୩ ଗୋଟି ୟୁନିଟ୍‌ ରବିବାର ସନ୍ଧ୍ୟାଠାରୁ ବନ୍ଦ ରହିଛି। ଫଳରେ ଉକ୍ତ ପ୍ରକଳ୍ପରୁ ବିଦ୍ୟୁତ୍‌…

6 years ago

ଖେଳପଡ଼ିଆ ପାଇଁ ଅଣ୍ଟା ଭିଡ଼ିଲା ପରିଚାଳନା କମିଟି:ଜବରଦଖଲ ଉଚ୍ଛେଦ ଦାବି

ଭୁବନ ୧୭।୯(ଡି.ଏନ.ଏ.) ଭୁବନ ଏନ୍‌ଏସି ଅଧୀନ ୩ନଂ. ଓ୍ବାର୍ଡ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଆଖପାଖ ଅଞ୍ଚଳକୁ ଜବରଦଖଲ ମୁକ୍ତ କରିବାକୁ ଦାବି କରିଛି ପରିଚାଳନା କମିଟି।…

6 years ago

ପୂରଣ ହେଉନି ଉଦ୍ଦେଶ୍ୟ: ରାସ୍ତାକଡ଼ରେ ଗଡୁଛି ଚେକ୍‌ପୋଷ୍ଟ

କାମାକ୍ଷାନଗର, ୧୭।୯(ଡି.ଏନ୍‌.ଏ.) - ଢେଙ୍କାନାଳ ଜିଲା କାମାକ୍ଷାନଗର ଉପଖଣ୍ଡରେ ଥିବା ବିଭିନ୍ନ ଥାନା, ଫାଣ୍ଡିକୁ ମିଳିଥିବା ପୋଲିସ ଚେକ୍‌ପୋଷ୍ଟ ବ୍ୟବହାରରେ ଆସୁନାହିଁ। ଚେକ୍‌ପୋଷ୍ଟଗୁଡ଼ିକ ପରିତ୍ୟକ୍ତ ଅବସ୍ଥାରେ ଲଟାବୁଦାରେ…

6 years ago