ଫୁଲବାଣୀ ଅଫିସ, ୧୨ା୧-କନ୍ଧମାଳ ଜିଲା ଖଜୁରିପଡା ବ୍ଲକ ଧରିତ୍ରୀ ଖବରଦାତାଙ୍କୁ ମିଳିଛି ହତ୍ୟା ଧମକ। କୌଣସି ଅପରାଧ ଶ୍ରେଣୀର ଲୋକ ନୁହନ୍ତି, ଖଜୁରିପଡ଼ା ଓଡ଼ିଶା ଆଦର୍ଶ ବିଦ୍ୟାଳୟର…
ବୁଗୁଡ଼ା,୧୨ା୧(ଡି.ଏନ.ଏ.)-ବୁଗୁଡ଼ା ବୁଦ୍ଧଖୋଲ ମହୋତ୍ସବ ଶୁକ୍ରବାର ଉଦ୍ଘାଟିତ ହୋଇଯାଇଛି। ବୁଦ୍ଧଖୋଲ ଉନ୍ନୟନ ସମିତି ସଭାପତି ତଥା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ମହୋତ୍ସବକୁ ବିଜ୍ଞାନ ଓ କାରିଗରୀ…
ଦେବଗଡ଼, ୧୨ା୧(ଡି.ଏନ.ଏ.) -ଦେବଗଡ଼ ସହର ପୁରୁଣାଗଡ କଲେଜ ରୋଡସ୍ଥିତ ଆର୍ଡବ୍ଲୁଏସ୍ଏସ୍ (ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ) ବିଭାଗର କାର୍ଯ୍ୟାଳୟ ଅନିୟମିତତାରେ ଚାଲିଛି। ଇଛା ଅନୁସାରେ ଅଫିସ…
କଟକ ଅଫିସ,୧୧।୧: ପ୍ରେମିକାଙ୍କ ପ୍ରତାରଣାକୁ ନେଇ ଟ୍ରେନ୍ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା। ଏପରିକି ଆତ୍ମହତ୍ୟା କରିବା ପୂର୍ବରୁ ସେ କାରଣ ଦର୍ଶାଇ ଏକ ଭିଡିଓ ଶୁଟିଂ…
ବଲାଙ୍ଗୀର ଅଫିସ, ୧୧।୧- ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ମା’ ଇନ୍ଦୁମତୀ ମେହେର(୭୨)ଙ୍କ ଶୁକ୍ରବାର ରାତିରେ ବଲାଙ୍ଗୀର ଭୀମଭୋଇ ମେଡିକାଲ…
ସୁନ୍ଦରଗଡ଼,୧୧।୧(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଅଧୀନ ଆଇଟି କଲୋନୀର ଏକ କ୍ୱାର୍ଟର୍ସରୁ ଶନିବାର ଗୋଟିଏ ପରିବାରର ୪ଜଣଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ମୃତକମାନେ ହେଲେ…
ତୁମୁଡ଼ିବନ୍ଧ,୧୧।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ବେଲଘର ଥାନା ଅନ୍ତର୍ଗତ ଝାଲିପଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପାଗଳ ପୁଅଙ୍କ ଆକ୍ରମଣରେ ବାପାଙ୍କ ମୃତ୍ୟୁ ଘଟିଥିବା ବେଳେ ମା’…
ଭୁବନେଶ୍ୱର,୧୧।୧(ବ୍ୟୁରୋ): ଇଣ୍ଡିଆନ୍ ଇକୋନୋମିକ୍ସ ସର୍ଭିସ (ଆଇଇଏସ୍) ପରୀକ୍ଷାରେ ଜଣେ ଓଡ଼ିଆ ଛାତ୍ର ଟପ୍ପର ହୋଇଛନ୍ତି। ସେ ହେଲେ ଅଂଶୁମାନ୍ କାମିଲା। ଆଇଇଏସ୍ ଯୋଗ୍ୟ ବିବେଚିତ ୩୨ ଜଣଙ୍କ…
କଟକ ଅଫିସ,୧୧।୧: ଏସ୍ସିବି ଆଇସିୟୁରୁ ହ୍ୟାଣ୍ଡକଫ୍ ଲାଗିଥିବା ଅବସ୍ଥାରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ଅଭିଯୁକ୍ତ ଚମ୍ପଟ୍ ମାରିଛନ୍ତି। ତାଙ୍କ ନାମ ହେଉଛି ଆଲୋକ କୁମାର ସାହୁ।…