ରାଜ୍ୟ

ପୋଲିସ ଜାଲରେ ବ୍ରାଉନସୁଗାର ଡିଲର ସନ୍ତୋଷ: ୩୦୦ ଗ୍ରାମ ବ୍ରାଉନସୁଗାର ଓ ୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ

ଭୁବନେଶ୍ୱର,୧୦ା୯(ବ୍ୟୁରୋ): କମିଶନରେଟ ପୋଲିସ ଜାଲରେ ବ୍ରାଉନସୁଗାର ଡିଲର ସନ୍ତୋଷ କୁମାର ପଣ୍ଡା। ୫ବର୍ଷ ଧରି ପୋଲିସ ଆଖିରେ ଧୂଳି ଦେଇ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳକୁ…

6 years ago

କର୍ତ୍ତୃପକ୍ଷଙ୍କ ଖାମଖିଆଲ ମନୋଭାବ: ଗୋପ ବ୍ଲକରୁ ଫେରିବ ୬୧୧ ଆବାସ ଗୃହ

ଗୋପ, ୧୦।୯(ଡି.ଏନ୍‌.ଏ.)-ଗୋପ ବ୍ଲକ କର୍ତ୍ତୃପକ୍ଷଙ୍କ ଖାମଖିଆଲ ମନୋଭାବ ଯୋଗୁ ଆବାସ ଗୃହ ଫେରିଯିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଆବାସ ଯୋଜନା ଗୃହ ପାଇଁ ବ୍ଲକ୍‌ ପ୍ରକଳ୍ପ…

6 years ago

ଦୟା, ରାଜୁଆ ନଦୀର ମଧ୍ୟବର୍ତ୍ତୀ ଅଞ୍ଚଳ ଜଳମଗ୍ନ: ଲୋକେ ଆତଙ୍କିତ

କଣାସ, ୧୦।୯(ସ୍ବ.ପ୍ର.)-ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ପୁରୀ ଜିଲା କଣାସ ବ୍ଲକରେ ପ୍ରବାହିତ ହେଉଥିବା ଦୟା ଓ ରାଜୁଆ ନଦୀରେ ଜଳ ପତ୍ତନ ବୃଦ୍ଧିପାଇଛି। କଣାସଠାରେ…

6 years ago

ବିଦାୟ ନେଲେ ଗଜାନନ: ବାଦ୍ୟବାଜଣାରେ କମ୍ପିଲା ପାଲଲହଡା

ପାଲଲହଡା,୧୦।୯(ଡି.ଏନ.ଏ.)-ପାଲଲହଡ଼ାରେ ୮ ଦିନ ଧରି ଚାଲିଥିବା ଗଣେଶ ପୂଜା ମେଲଣ ଏବଂ ଭାସାଣି ଉତ୍ସବ ମଙ୍ଗଳବାର ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ପ୍ରଥମେ ବିଭିନ୍ନ ପୂଜା କମିଟିର…

6 years ago

ଭଣ୍ଡାରିପୋଖରୀ ବଜାରର ୫୦ ବ୍ୟବସାୟୀଙ୍କୁ ଉଚ୍ଛେଦ

ଭଣ୍ଡାରିପୋଖରୀ, ୧୦ା୯(ଡି.ଏନ୍‌.ଏ.)-ଭଦ୍ରକ ଜିଲା ଦେଇ ଯାଇଥିବା ୧୬ ନଂ ଜାତୀୟ ରାଜପଥ ପ୍ରଶସ୍ତୀକରଣ କାର୍ଯ୍ୟ ଚାଲିଥିବାରୁ ଭଣ୍ଡାରିପୋଖରୀ ବଜାରର ବହୁ ଅଂଶକୁ ଭାଙ୍ଗି ଦିଆଯାଇଛି। ଗତ ଶନିବାରଠାରୁ…

6 years ago

ଶିଶୁଙ୍କ ଜଳଖିଆରେ ପୋକ ଘଟଣା: ସାନଖୁଡ଼ି-୨ ଅଙ୍ଗନୱାଡ଼ି କେନ୍ଦ୍ର ସମ୍ମୁଖରେ ମହିଳାଙ୍କ ବିକ୍ଷୋଭ

ରୂପ୍‌ସା, ୧୦।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ସାନଖୁଡ଼ି-୨ ଅଙ୍ଗନୱାଡ଼ି କେନ୍ଦ୍ରରେ ଉତ୍ତେଜନା ଲାଗି ରହିଛି। ଗତ ୭ତାରିଖରେ ଶିଶୁଙ୍କୁ ଦିଆଯାଇଥିବା ଜଳଖିଆରେ ପୋକ ବାହାରିବା ଘଟଣାରେ କାର୍ଯ୍ୟାନୁଷ୍ଠାନ…

6 years ago

ଅଦିନିଆ ରଥଯାତ୍ରା ମହାପ୍ରଭୁଙ୍କ ପ୍ରତି ଘୋର ଅପମାନ; ନିର୍ଦ୍ଧାରିତ ତିଥିରେ କରନ୍ତୁ: ଗଜପତି

ପୁରୀ ଅଫିସ,୧୦ା୯: ଅଦିନରେ ବିଭିନ୍ନ ସ୍ଥାନରେ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେଉଛି । ଏହା ଶ୍ରୀଜଗନ୍ନାଥ ସଂସ୍କୃତି ଏବଂ ମହାପ୍ରଭୁଙ୍କ ପ୍ରତି ଘୋର ଅପମାନ ।…

6 years ago

ମା’ ବୁଢ଼ୀ ଠାକୁରାଣୀଙ୍କ ଦର୍ଶନ କଲେ ଆନ୍ଧ୍ରପ୍ରଦେଶ ବାଚସ୍ପତି: ବ୍ରହ୍ମପୁର ସହରର ଉନ୍ନତି ନେଇ ରାଜ୍ୟ ସରକାରଙ୍କୁ ପ୍ରଶଂସା

ବ୍ରହ୍ମପୁର ଅଫିସ,୧୦।୯: ଆନ୍ଧ୍ରପ୍ରଦେଶ ବିଧାନସଭା ବାଚସ୍ପତି ଟି.ସୀତାରାମ ମଙ୍ଗଳବାର ସକାଳେ ଗଞ୍ଜାମ ଜିଲା ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀଙ୍କ ଦର୍ଶନ କରିଛନ୍ତି। ସପରିବାର ମନ୍ଦିରରେ ପହଞ୍ଚି ପୂଜାର୍ଚ୍ଚନା…

6 years ago

ସାଇକେଲ୍‌କୁ ଧକ୍କା ଦେଲା କାର୍‌: ୨ ଛାତ୍ର ମୃତ

ଭଦ୍ରକ ଅଫିସ,୧୦।୯: ଭଦ୍ରକ ଜିଲା ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ସକାଳେ ଏକ ଦୁର୍ଘଟଣାରେ ୨ ଛାତ୍ରଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ କୁଆଁସ ଗାଁର ୮ମ…

6 years ago

ପୁରୀରେ ଡବଲ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ବିଶୁ, ଟିକି ଆହତ

ପୁରୀ ଅଫିସ,୧୦।୯: ପୁରୀରେ ଡବଲ ଏନ୍‌କାଉଣ୍ଟର ହୋଇଛି। ସୋମବାର ଦୁଇଟି ପୃଥକ ସ୍ଥାନାରେ ଏନ୍‌କାଉଣ୍ଟର ହୋଇଥିବା ବେଳେ ୨ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛନ୍ତି। ସେମାନେ ହେଲେ…

6 years ago