କୃଷ୍ଣପ୍ରସାଦ,୯ା୧(ଡି.ଏନ.ଏ.): ପୁରୀ ଜିଲା ଅନ୍ତର୍ଗତ କୃଷ୍ଣପ୍ରସାଦ ବ୍ଲକ ପାରିକୁଦଗଡରୁ ଓଏଏସ ପାଇବାରେ ସଫଳ ହୋଇଛନ୍ତି ଦେବାଶିଷ ପାତ୍ର। ତାଙ୍କ ଲକ୍ଷ୍ୟ ରହିଛି ଜନସାଧାରଣଙ୍କୁ ଉତ୍ତମ ପ୍ରଶାସନିକ ସେବା…
ଖୋର୍ଦ୍ଧା ଅଫିସ,୯ା୧: ଖୋର୍ଦ୍ଧା ସବ୍ଡିଭିଜନରେ ମାଙ୍କଡା, କଳାମୁଗୁନି ପଥର ଚୋରି ବଢ଼ିବାରେ ଲାଗିଛି। ତହସିଲ କର୍ତ୍ତୃପକ୍ଷ ଓ ପୋଲିସର ଚଢାଉ ପଥର ଚୋରିକୁ ରୋକିବାରେ ସକ୍ଷମ ହୋଇ…
ନୂଆଗାଁ, ୯ା୧(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ସୀମାନ୍ତ ବିଶ୍ରା ବନାଞ୍ଚଳ ନୂଆଗାଁ ବ୍ଲକ ଚିତାପେଡି ପଞ୍ଚାୟତ ଅନ୍ତର୍ଗତ କୁଦାହୁଡାଙ୍ଗ ଜଙ୍ଗଲରେ ବୁଧବାର ଏକ ମାଈ ହାତୀର ମୃତଦେହ ମିଳିଛି।…
ମଥୁରାନଗରୀ/ଗୋପପୁର,୯ା୧: ବରଗଡ଼ ଧନୁଯାତ୍ରା ମହୋତ୍ସବର ବୁଧବାର ନବମ ଦିବସରେ ଶ୍ରୀକୃଷ୍ଣ, ବଳରାମଙ୍କୁ ଧରି ଅକ୍ରୂର ନନ୍ଦଭବନରୁ ବାହାରି ଥିଲେ। ନନ୍ଦରାଣୀ, ନନ୍ଦରାଜା ବେନିଭାଇଙ୍କ ଶୁଭ ମନାସୀ ଥିଲେ।…
ଭୁବନେଶ୍ୱର,୯ା୧(ବ୍ୟୁରୋ): ନିଲାମ ନେଉଥିବା ଲିଜଧାରୀମାନେ ଖଣିଜ ସମ୍ପଦ ନେବା ପରେ ଖଣିକୁ ଖୋଲା ଛାଡି ଚାଲି ଯାଉଛନ୍ତି। ଖଣି ପାଇଁ ନଷ୍ଟ ହେଉଥିବା ପରିବେଶର କ୍ଷତି ଭରଣା…
ପୁରୁଣା ଭୁବନେଶ୍ୱର, ୯ା୧(ଡି.ଏନ.ଏ.): ଭୁବନେଶ୍ୱରର କଟକ-ପୁରୀ ରାସ୍ତାରୁ ଟ୍ରାଫିକ୍ ସମସ୍ୟା, ଦୁର୍ଘଟଣା କମ୍ କରିବା ଲକ୍ଷ୍ୟ ନେଇ ୨୦୧୦ ଅକ୍ଟୋବରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୟା ଓ୍ବେଷ୍ଟ…
ଭୁବନେଶ୍ୱର,୯-୧(ବ୍ୟୁରୋ): ବହୁ ପ୍ରାଚୀନ ସମୟରୁ ଓଡିଶା ଉଦ୍ୟୋଗ ବିକାଶକୁ ପ୍ରାଥମିକତା ଦେଇଆସିଛି। ପୂର୍ବ କାଳର ଏହି ଐତିହ୍ୟ ଏବେ କଳିଙ୍ଗ ଏବଂ ଉତ୍କଳ ବ୍ରାଣ୍ଡ ନାମରେ ପରିଚିତ।…
ରାଉରକେଲା ଅଫିସ,୯ା୧: ବୁଧବାର ବନ୍ଦ ପାଳନ ସମୟରେ ଏକ ମାଛ ବୋଝେଇ ପିକ୍ଅପ୍ ଭ୍ୟାନ ଷ୍ଟିଲ ସିଟିର ବିର୍ସା ଛକରେ ଓଲଟି ପଡ଼ିବାରୁ ଅଭାବନୀୟ ପରିସ୍ଥିତି ସୃଷ୍ଟି…
ଭୁବନେଶ୍ୱର,୯ା୧(ବ୍ୟୁରୋ):କଂଗ୍ରେସ ଏବଂ ବାମପନ୍ଥୀଙ୍କ ଭାରତ ବନ୍ଦ ସମ୍ପୂର୍ଣ୍ଣ ବିଫଳ ହୋଇଛି। ବୁଧବାରର ଜୀବନଯାତ୍ରା ସ୍ବାଭାବିକ ରହିଥିବା ଭାଜପା ପକ୍ଷରୁ କୁହାଯାଇଛି। ଦଳର ଉପସଭାପତି ସମୀର ମହାନ୍ତି କହିଛନ୍ତି…
ଭୁବନେଶ୍ୱର, ୯ା୧(ବ୍ୟୁରୋ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦରକୁ ବିକଳ୍ପ ରାସ୍ତା ନିର୍ମାଣ ହେବାକୁ ଯାଉଛି। ଏହା ଦ୍ୱାରା ବନ୍ଦରକୁ ଯିବା ବେଳେ ହେଉଥିବା ଭିଡ ହ୍ରାସ ପାଇବ।…