ରାଜ୍ୟ

ଅସୁରକ୍ଷିତ ଶ୍ରେଣୀଗୃହ: ବାରଣ୍ଡାରେ ବସି ପାଠପଢୁଛନ୍ତି ପିଲା

ଖଣ୍ଡପଡା,୫।୧୨(ସ୍ବ.ପ୍ର.): ଦୀର୍ଘବର୍ଷରୁ ଅସୁରକ୍ଷିତ ଅବସ୍ଥାରେ ଥିବା ଶ୍ରେଣୀଗୃହ ଯୋଗୁ କୋସକା ଅଞ୍ଚଳର ଏକ ପ୍ରାଥମିକ ବିଦ୍ୟାଳୟର ପିଲାମାନେ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ଏ ନେଇ ଅଭିଭାବକ…

6 years ago

ଜଳବାୟୁ ପରିବର୍ତ୍ତନର ପ୍ରଭାବ: ରାଜ୍ୟରେ ଶୀତ ଦୁର୍ବଳ

ଭୁବନେଶ୍ୱର, ୫ା୧୨ (ବ୍ୟୁରୋ): କ।ର୍ତ୍ତିକ ଯାଇ ମାର୍ଗଶିର ମାସ ଶେଷ ହେବାକୁ ବସିଲାଣି। ଶୀତର ଦେଖା ନାହିଁ। କେବଳ ସହର ନୁହେଁ, ଗାଁ ଗଣ୍ଡାରେ ମଧ୍ୟ ଶୀତ…

6 years ago

ବିରୋଧୀଙ୍କ ସଣ୍ଢୁଆଶି ଆକ୍ରମଣ

ଭୁବନେଶ୍ୱର, ୫ା୧୨(ବ୍ୟୁରୋ): ପୁରୀ ପୋଲିସ କ୍ୱାର୍ଟର୍ସରେ ନାବାଳିକା ଗଣବଳାତ୍କାର ପ୍ରସଙ୍ଗକୁ କେନ୍ଦ୍ରକରି ରାଜ୍ୟ ସରକାରଙ୍କ ଉପରେ ସଣ୍ଢୁଆଶି ଆକ୍ରମଣ ଜାରି ରଖିଛନ୍ତି ବିରୋଧୀ କଂଗ୍ରେସ ଏବଂ ଭାଜପା।…

6 years ago

ମହାନଦୀ ପଠାରେ ମାଣପେଡି,ଖଟୁଲି ସଫା

ଖଣ୍ଡପଡା,୫।୧୨(ସ୍ବ.ପ୍ର.): ପରିବାରର ସୁଖ ଏବଂ ସମୃଦ୍ଧି ପାଇଁ ମା’ଲକ୍ଷ୍ମୀଙ୍କୁ ମାର୍ଗଶିର ମାସର ପ୍ରତି ଗୁରୁବାର ଆରାଧନା କରାଯାଇଥାଏ। ଆସନ୍ତା ୧୨ ତାରିଖ ମାର୍ଗଶିର ମାସର ଶେଷ ଗୁରୁବାର…

6 years ago

ଆହୁରି ୧୫ ଦିନ ପରେ ମଣ୍ଡିରେ କିଣାହେବ ଧାନ: ଅଭାବୀ ବିକ୍ରିର ଶିକାର ହେଉଛି ଚାଷୀ

ନୟାଗଡ଼ ଅଫିସ,୫ା୧୨: ଗତ ୨୯ ତାରିଖରେ ଜିଲାରେ ସରକାରୀ ଭାବେ ଧାନମଣ୍ଡି ଉଦ୍‌ଘାଟିତ ହୋଇଥିଲା। ସେ ସମୟରେ ଡିସେମ୍ବର ୧୮ ତାରିଖ ପରେ ମଣ୍ଡିରେ ଧାନ କିଣା…

6 years ago

ରେଳ ଷ୍ଟେଶନରେ ଯାତ୍ରୀ ପାଇବେ ସ୍ବାସ୍ଥ୍ୟକର ଖାଦ୍ୟ

ଭୁବନେଶ୍ୱର, ୪ା୧୨(ବ୍ୟୁରୋ): ଏଣିକି ରେଳ ଷ୍ଟେଶନରେ ଯାତ୍ରୀଙ୍କୁ ମିଳିବ ସୁରକ୍ଷିତ ତଥା ସ୍ବାସ୍ଥ୍ୟକର ଖାଦ୍ୟ। ଏହା ଉପରେ ଏବେ ଭାରତୀୟ ରେଳପଥ ଗୁରୁତ୍ୱ ଦେଇଛି। ଏନେଇ ‘ଇଟ୍‌…

6 years ago

ସେମିଷ୍ଟର ପରୀକ୍ଷା ବିରୋଧରେ ବିକ୍ଷୋଭ

କଟକ ଅଫିସ, ୪।୧୨: ରାଜାବଗିଚାସ୍ଥିତ ନେତାଜୀ ସୁଭାଷ ମେମୋରିଆଲ ସିଟି କଲେଜରେ ସେମିଷ୍ଟର ପରୀକ୍ଷା ପ୍ରତିବାଦରେ ବୁଧବାର ଛାତ୍ରୀଛାତ୍ରମାନେ କଳେଜ ମୁଖ୍ୟ ଫାଟକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ…

6 years ago

ପୁରୀ ନାବାଳିକା ଗଣବଳାତ୍କାର ମାମଲା: କୋର୍ଟରେ ପୀଡିତାଙ୍କ ବୟାନ ରେକର୍ଡ

ପୁରୀ ଅଫିସ, ୪ା୧୨: ପୋଲିସ କ୍ୱାର୍ଟର୍ସରରେ ଗଣବଳତ୍କାରର ଶିକାର ହୋଇଥିବା ନାବାଳିକାଙ୍କର ବୁଧବାର ସିଆରପିସି ଧାରା ୧୬୧ ଓ ୧୬୪ରେ ପୁରୀ ଏସ୍‌ଡିଜେଏମ୍‌ଙ୍କ କୋର୍ଟରେ ବୟାନ ରେକେର୍ଡ…

6 years ago

ମାଓବାଦୀ ନାଁରେ ଧମକପୂର୍ଣ୍ଣ ଚିଠି

ରାଇକିଆ,୪ା୧୨(ଡ଼ି.ଏନ.ଏ): ରାଇକିଆ ଥାନା ରଣବା ପଞ୍ଚାୟତରୁ ଢିମିରିପଲ୍ଲୀ ରାସ୍ତାରେ ଥିବା ଏକ ବିଦ୍ୟୁତ ଖୁଣ୍ଟରେ ମାଓବାଦୀ ନାଁରେ ଏକ ଧମକପୂର୍ଣ୍ଣ ଚିଠି ମରାଯାଇଛି। ସେଥିରେ ଅଞ୍ଚଳର କେତେଜଣ…

6 years ago

ମହିଳାଙ୍କୁ ମାରପିଟ ଅଭିଯୋଗରେ ୨ ଗିରଫ

ବୁଗୁଡ଼ା,୪ା୧୨(ଡି.ଏନ.ଏ.): ବୁଗୁଡ଼ା ଏନ୍‌ଏସି କାଦପଡ଼ା ଗ୍ରାମର ଜଣେ ମହିଳାଙ୍କୁ ଟଣାଓଟରା ଓ ମାରପିଟ ଅଭିଯୋଗରେ ପୋଲିସ ବୁଧବାର ୨ ଜଣଙ୍କୁ କୋର୍ଟଚାଲାଣ କରିଛି। ଗିରଫମାନେ ହେଲେ ଉକ୍ତ…

6 years ago