ରାଜ୍ୟ

‘ମୋ ସାଇକେଲ’କୁ ବର୍ଷେ ପୂରିଲା

ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):‘ମୋ ସାଇକେଲ’ ସେବାକୁ ବର୍ଷେ ପୂରିଛି। ଏହି ପରିପ୍ରେକ୍ଷୀରେ କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ) ପକ୍ଷରୁ ମଙ୍ଗଳବାର କ୍ରୁଟ କାର୍ଯ୍ୟାଳୟରୁ ରୋଟାରୀ ଭବନ ଯାଏ…

6 years ago

ରାଜ୍ୟରେ ଗବେଷଣା ସଂସ୍କୃତି ପ୍ରତିଷ୍ଠା କରିବ ଉତ୍କଳ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୨୭-୧୧(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ଲାଟିନମ୍‌ ଜୁବିଲି ସମାରୋହର ମଙ୍ଗଳବାର ଥିଲା ଚତୁର୍ଥ ଦିବସ। ଏହି ଅବସରରେ ଆଞ୍ଚଳିକ ଗବେଷଣା ହବ୍‌ ଆନୁକୂଲ୍ୟରେ ପରିଜା ପାଠାଗାରଠାରେ ଗବେଷଣାରତ ଛାତ୍ରୀଛାତ୍ରଙ୍କ…

6 years ago

ଭୁବନେଶ୍ୱରରେ ଖୋଲିବ ସୋସିଆଲ ମିଡିଆ ମନିଟରିଂ ସେଲ୍‌

ଭୁବନେଶ୍ୱର,୨୭-୧୧(ବ୍ୟୁରୋ)/କଟକ(ଅଫିସ):ବଢ଼ି ଚାଲିଥିବା ସାଇବର ଅପରାଧ ଏବେ ପୋଲିସର ଚିନ୍ତା ବଢ଼ାଇଛି। ତେଣୁ ଖୁବ୍‌ଶୀଘ୍ର ଭୁବନେଶ୍ୱରରେ ସୋସିଆଲ ମିଡିଆ ମନିଂଟରିଂ ସେଲ୍‌ ଖୋଲିବାକୁ ଯାଉଛି। ସାରା ରାଜ୍ୟର ସୋସିଆଲ…

6 years ago

ଭିମ୍‌ସାରରେ ଉନ୍ନୟନ ସଚିବ ସୁରେଶ ମହାପାତ୍ର:ରୋଗୀସେବା ବ୍ୟାହତ ନ କରିବାକୁ ପରାମର୍ଶ

ସମ୍ବଲପୁର,୨୭-୧୧ (ବ୍ୟୁରୋ):ସମ୍ବଲପୁର ବୁର୍ଲା ସ୍ଥିତ ଭିମ୍‌ସାରକୁ ମଙ୍ଗଳବାର ଉନ୍ନୟନ ସଚିବ ସୁରେଶ ମହାପାତ୍ର ଦିନିକିଆ ଗସ୍ତ କରି ପରିଦର୍ଶନ କରିଛନ୍ତି। ଏହି ଅବସରରେ ଭିମ୍‌ସାର ସମ୍ମିଳନୀ କକ୍ଷରେ…

6 years ago

ଲାଞ୍ଚ: ଧରାପଡ଼ିଲେ କନିଷ୍ଠ ଯନ୍ତ୍ରୀ

ନିଆଳି,୨୭-୧୧(ଡି.ଏନ୍‌.ଏ.):ନିଆଳି ବ୍ଲକରେ କାର୍ଯ୍ୟ କରୁଥିବା ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗର କନିଷ୍ଠ ଯନ୍ତ୍ରୀ ବିଦୁଲତା ରାଉତ ମଙ୍ଗଳବାର ୩୦ହଜାର ୧୦୦ ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ…

6 years ago

ଦେବ ଦୀପାବଳି ଉତ୍ସବ: ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ

ପୁରୀ ଅଫିସ,୨୭-୧୧:ମାର୍ଗଶିର ଅମାବାସ୍ୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ପିତୃପୁରୁଷ ଦଶରଥ ଓ କୌଶଲ୍ୟାଙ୍କୁ ଦୀପଦାନ କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାଧୂପ ନୀତି ବଢିବା ପରେ ଦେବ ଦୀପାବଳି ନୀତି…

6 years ago

ସମ୍ବିଧାନ ପ୍ରଣୟନ ବିଶ୍ୱର ଏକ ପ୍ରମୁଖ ଘଟଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ବିଧାନସଭା ସମ୍ମିଳନୀ କକ୍ଷରେ ସମ୍ବିଧାନ ଦିବସ-୨୦୧୯ ମହାସମାରୋହରେ ପାଳନ କରାଯାଇଛି। ଏହି ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଆଜି ଏକ ଐତିହାସିକ ଦିବସ। ୧୯୪୯…

6 years ago

ପ୍ରମୋଦ ସାହୁ ବରଖାସ୍ତ

ଭୁବନେଶ୍ୱର (ବ୍ୟୁରୋ)/ କେନ୍ଦ୍ରାପଡ଼ା ଅଫିସ, ୨୭-୧୧: କେନ୍ଦ୍ରାପଡ଼ା କ୍ରେଡିଟ୍‌ କୋ-ଅପରେଟିଭ ସୋସାଇଟି ଲିଃ ସଭାପତି ପଦରୁ ପ୍ରମୋଦ ସାହୁଙ୍କୁ ବରଖାସ୍ତ କରାଯାଇଛି। ଆଇଏଏସ୍‌ ଅଧିକାରୀ ତଥା ଆରସିଏସ୍‌…

6 years ago

ଆଧାରକରଣରେ ଓଡ଼ିଶା ଅଗ୍ରଣୀ ରାଜ୍ୟ

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ଚଳିତ ବର୍ଷ ୪.୫୮ କୋଟି ସାବାଳକଙ୍କ ମଧ୍ୟରୁ ପ୍ରାୟ ୯୩.୧ ଶତକଡା ଲୋକଙ୍କ ଆଧାର ପ୍ରସ୍ତୁତ କରାଯାଇଛି। ୦-୫ ବର୍ଷ ବୟସ ମଧ୍ୟରେ ୧୮,୨୬,୦୩୮ ଶିଶୁଙ୍କ ପଞ୍ଜୀକରଣ…

6 years ago

ରାଜ୍ୟରେ ଜଙ୍ଗଲ ପରିମାଣ ୫୧, ୩୪୫ ବର୍ଗ କି.ମି.

ଭୁବନେଶ୍ୱର,୨୭-୧୧(ବ୍ୟୁରୋ):ଓଡ଼ିଶାରେ ସମ୍ପୂର୍ଣ୍ଣ ଜଙ୍ଗଲର ପରିସୀମା ୫୧ ହଜାର ୩୪୫ ବର୍ଗ କି.ମି. ରହିଛି। ୨୦୧୪ ମସିହା ପୂର୍ବରୁ ଏହା ୫୦ ହଜାର ୩୪୭ ବର୍ଗ କି.ମି. ରହିଥିଲା।…

6 years ago