ଦାରିଙ୍ଗବାଡ଼ି,୨୫।୧୨(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବୁଧବାର ବଡ଼ଦିନ ଶାନ୍ତି ଶୃଙ୍ଖଳାର ସହ ପାଳନ ହେଉଛି। ଏହି ଅବସରରେ ସମସ୍ତ ଖ୍ରୀଷ୍ଟଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ ଦେଖାଯିବା…
ବାରିପଦା ଅଫିସ,୨୫।୧୨: ମୟୂରଭଞ୍ଜ ଜିଲ୍ଲା ବାଙ୍ଗରିପୋଷି ବନାଞ୍ଚଳ ଅଧୀନ ଗୋଶାଣିପାଳ ଗାଁରେ ଦନ୍ତା ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ସ୍ନେହଲତା…
ରାୟଗଡା ଅଫିସ, ୨୫।୧୨: ଏକ ସଡ଼କ ଦୁର୍ଘଟଣାରେ ରାୟଗଡା ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ରାମନାଗୁଡ଼ା ବ୍ଲକର ତାଣ୍ଡିକଣା…
କଟକ ଅଫିସ,୨୫ା୧୨: ରାଜ୍ୟରେ ଖାଦ୍ୟ ସୁରକ୍ଷା ଆଇନର ବାସ୍ତବ କାର୍ଯ୍ୟକାରିତା ସଂକ୍ରାନ୍ତରେ ସୋସିଆଲ ଅଡିଟ୍ କରାଯିବ। ଏହି ଅଡିଟ୍ ଦ୍ୱାରା ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ହିତାଧିକାରୀମାନେ…
ପୁରୀ ଅଫିସ, ୨୫ା୧୨:ଆସନ୍ତା ରଥଯାତ୍ରା ପାଇଁ ସଜବାଜ ହେଲାଣି ଶ୍ରୀମନ୍ଦିର। ପରମ୍ପରା ଅନୁଯାୟୀ, ଗଣିଆର ବଡ଼ରାଉଳ ଠାକୁରାଣୀଙ୍କ ନିକଟରେ ପୂଜାର୍ଚ୍ଚନା ଏବଂ ହୋମଯଜ୍ଞ ପରେ ରଥ ପାଇଁ…
ପୁରୀ ଅଫିସ, ୨୫ା୧୨:ଆସୁଛି ନୂଆବର୍ଷ। ସଜେଇ ହେଉଛି ପୁରୀ। ଭକ୍ତ, ପର୍ଯ୍ୟଟକ, ତୀର୍ଥଯାତ୍ରୀ ସମସ୍ତଙ୍କୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତ ହେଉଛି ପର୍ଯ୍ୟଟନ ସହର। ବିଶେଷକରି ଶ୍ରୀମନ୍ଦିରକୁ…
ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ମାଟ୍ରିମୋନି ସାଇଟ୍ରେ ଉଭୟଙ୍କର ହୋଇଥିଲା ପରିଚୟ। ତା’ପରେ ପ୍ରେମ ଆଉ ପ୍ରତାରଣା। ପ୍ରେମ ଓ ବିବାହ ବାହାନାରେ ପ୍ରେମିକଙ୍କଠାରୁ ଟଙ୍କା ଓ ସାମଗ୍ରୀ ହାତେଇନେବା ପରେ ପ୍ରତାରଣା…
ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଗଞ୍ଜାମ ଜିଲା ସଲପତଇଲା ଗ୍ରାମରେ ରହୁଥିବା କେତେକ ଆଦିବାସୀ ପରିବାର ଉପରେ ପୋଲିସର ନିର୍ଯାତନା ବଢିବାରେ ଲାଗିଛି। ତାରସିଂ ଥାନା ପୋଲିସ ମିଥ୍ୟା ମାମଲାରେ ଲୋକଙ୍କୁ ମନଇଚ୍ଛା…
କଟକ ରୋଡ,୨୫ା୧୨(ଡି.ଏନ୍.ଏ.):ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ କଟକ ରୋଡର ଏକ ହୋଟେଲରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଏବଂ ମାଡ଼ ଘଟଣାରେ ଭିନ୍ନ ମୋଡ଼ ନେଇଛି। ଥାନାରେ ଅଭିଯୋଗ ଆଣିଥିବା…
ପୁରୀ ଅଫିସ, ୨୫ା୧୨: ପ୍ଲାଷ୍ଟିକ ପ୍ରଦୂଷଣକୁ ନେଇ ସାରା ବିଶ୍ୱବାସୀ ଚିନ୍ତିତ। ପ୍ଲାଷ୍ଟିକ କେବଳ ପରିବେଶକୁ ପ୍ରଦୂଷଣ କରୁଛି ତା’ ନୁହେଁ ମଣିଷ, ପଶୁପକ୍ଷୀ ସମସ୍ତଙ୍କ ପାଇଁ…