ରାଜ୍ୟ

ଶେରଗଡ଼ ବ୍ଲକରେ ବନ୍ଦ ହେଲାଣି ୩ ବିଦ୍ୟାଳୟ

ଶେରଗଡ,୨୪ା୮(ଡି.ଏନ.ଏ.)-ଶେରଗଡ଼ ବ୍ଲକରେ ଚଳିତବର୍ଷ ୩ ବିଦ୍ୟାଳୟକୁ ଜିଲା ଶିକ୍ଷା ବିଭାଗ ବନ୍ଦ କଲାଣି। ଗ୍ରାମବାସୀଙ୍କ ସହ ଆଲୋଚନା ନ କରି ଏକତରଫା ଭାବେ ଜିଲା ଶିକ୍ଷା ବିଭାଗ…

6 years ago

ଗଞ୍ଜାମ ଜିଲାରେ ସ୍ବାସ୍ଥ୍ୟସେବା କାମଚଳା :ଖାଲି ପଡ଼ିଛି ୨୧୦ ଡାକ୍ତର ପଦବୀ

ଛତ୍ରପୁର,୨୪୮(ଡି.ଏନ.ଏ)-ଗଞ୍ଜାମ ଜିଲାରେ ସ୍ବାସ୍ଥ୍ୟସେବା ଏବେ କାମଚଳାରେ ଚାଲିଛି। ଡାକ୍ତର ଅଭାବଠାରୁ ଆରମ୍ଭ କରି ବିଭିନ୍ନ ଷ୍ଟାଫ୍‌ ପଦବୀ ଖାଲି ପଡିଛି ା ସେହିପରି ଭିତ୍ତିଭୂମି ଅଭାବ ମଧ୍ୟ…

6 years ago

ଏମ୍‌ପି ଚନ୍ଦ୍ରଶେଖରଙ୍କ ସୂଚନା:ବ୍ରହ୍ମପୁର-ସମ୍ବଲପୁର ନୂଆ ରେଳପଥ

ବ୍ରହ୍ମପୁର ଅଫିସ,୨୪ା୮-ବହୁ ପ୍ରତୀକ୍ଷିତ ବ୍ରହ୍ମପୁର-ସମ୍ବଲପୁର ନୂଆ ରେଳପଥ ନିର୍ମାଣ ପାଇଁ ଭାରତୀୟ ରେଲୱେ ବୋର୍ଡ ମଞ୍ଜୁର କରିଛନ୍ତି। ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ ଶୁକ୍ରବାର ଧରିତ୍ରୀକୁ ଏହି…

6 years ago

‘ନିର୍ବାଚନ ବାତିଲ, ଗଣତନ୍ତ୍ରର ହତ୍ୟା’

ବ୍ରହ୍ମପୁର ଅଫିସ୍‌,୨୪ା୮-କ୍ୟାମ୍ପସ୍‌ରେ ବିଶୃଙ୍ଖଳା ଆଶଙ୍କାରେ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବନ୍ଦକରି ଦିଆଯାଇଛି। ଏହାକୁ ଅନେକ ଛାତ୍ର ସଂଗଠନ ନିନ୍ଦା…

6 years ago

ଲୁଟିନେଲେ ୨୯ ଟନ୍‌ ଲୁହାଛଡ଼

ପରଜଙ୍ଗ, ୨୪।୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ୧୪୯ନଂ. ଜାତୀୟ ରାଜପଥର ପରମହଂସପୁର ଛକ ନିକଟରୁ ଗୁରୁବାର ଅପରାହ୍ନରେ ବଡ଼ଧରଣର ଲୁଟ୍‌ ହୋଇଛି। ବୋଲେରୋରେ ଆସିଥିବା ୪ଜଣ…

6 years ago

ଉଛୁଳିଲା ଗମ୍ଭାରିଆ ଯୋର

ପରଜଙ୍ଗ, ୨୪।୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଗେଙ୍ଗୁଟିଆ ପଞ୍ଚାୟତ ଅନ୍ତର୍ଗତ କୁଲେଇ ଗ୍ରାମ ନିକଟରେ ଥିବା ଗମ୍ଭାରିଆ ଯୋର ଲଘୁଚାପଜନିତ ଲଗାଣ ବର୍ଷାରେ ଉଛୁଳିଛି। ଶୁକ୍ରବାର…

6 years ago

ଲୋକଙ୍କ ପାଇଁ ମୋ ଦୁଆର ସର୍ବଦା ଖୋଲା ରହିବ

୨୦୧୩ ବ୍ୟାଚ ଆଇପିଏସ୍‌ ଅଫିସର ଜଗମୋହନ ମୀନା ଶୁକ୍ରବାର ଅନୁଗୋଳ ଜିଲାର ୧୪ତମ ଏସ୍‌ପି ଭାବେ ଦାୟିତ୍ୱଗ୍ରହଣ କରିଛନ୍ତି। ରାଜସ୍ଥାନର ଆଲୱାରଠାରେ ୧୯୮୯ରେ ଜନ୍ମଗ୍ରହଣ କରିଥିବା ମୀନା…

6 years ago

ଉଚ ଚିକିଛା ଲାଗି ଟଁକା ଅଭାବ୍‌: ୧୨ ବଛର ହେଲା ଖଟେ ପଡ଼ିଛନ୍‌ ଦ୍ରୌପଦୀ

ଭବାନୀପାଟଣା,୨୪।୮(ସ୍ବ.ପ୍ର): ଦିନେ ନୁହେ କି ଦୁଇ ଦିନ ନୁହେ, ଗଲା ୧୨ ବଛର ହେଲା ଅଜନା ରୋଗ୍‌ରେ ଖଟେ ପଡ଼ି ଅସାହା ଜୀବନ୍‌ ବିତଉଛନ୍‌ ଦ୍ରୌପଦୀ ମାଝି(୧୪)।…

6 years ago

ଆବାସ ଯୋଜନାରୁ ବଁଚିତ୍‌ ଲାଲଦୀପ: ପରହର ବାରନ୍‌ଡାରେ ବିତୁଛେ ଜୀବନ୍‌

ଖପ୍ରାଖୋଲ, ୨୪।୮(ଡି.ଏନ୍‌.ଏ.): କେନ୍ଦ୍ର ଆର ରାଏଜ୍‌ ସରକାର ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ଅନେକ ଯୋଜନାରେ ପକାଘର ଯୁଗେଇ ଦେଉଛନ୍‌। ହେଲେ ଅନେକ ଜାଗାରେ ଭିନେ ଭିନେ…

6 years ago

ଗ୍ରାମାଞ୍ଚଳରେ ଆତଙ୍କ ସହ ପୋଲିସ ଉପରକୁ ବୋମାମାଡ଼ ଘଟଣା: ଦୁର୍ଦ୍ଦାନ୍ତ ଶିବ ସମେତ ୮ ଗିରଫ; ବନ୍ଧୁକ, ଗୁଳି, ବୋମା, ଖଣ୍ଡା ଜବତ

ବ୍ରହ୍ମପୁର ଅଫିସ,୨୩।୮- ଗଞ୍ଜାମ ଜିଲାର ଗ୍ରାମାଞ୍ଚଳରେ ଆତଙ୍କରାଜ ଚଳାଇଥିବା ଶିବ ସେଠୀ ଗ୍ୟାଙ୍ଗର ମୁଖ୍ୟ ଦୁର୍ଦ୍ଦାନ୍ତ ଶିବ ସମେତ ୮ଜଣଙ୍କୁ କାବୁ କରିଛି ବ୍ରହ୍ମପୁର ପୋଲିସ। ଗିରଫ…

6 years ago