ରାଜ୍ୟ

ବର୍ଷାରେ ବେହାଲ ରାଜଧାନୀ: ଇସ୍କନ ମନ୍ଦିର ଆଗରେ ପୁଣି ଭାସିଲା କାର୍‌, ବାଇକ୍‌; ରାସ୍ତାରେ କୃତ୍ରିମ ହ୍ରଦର ଭ୍ରମ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଯୋଜନା ଉପରେ ଯୋଜନା। ବର୍ଷା ଦିନେ ସ୍ମାର୍ଟ ସିଟି ବାସିନ୍ଦାଙ୍କ ଅବସ୍ଥା ସୁଧାରିବା ଲାଗି ସରକାରୀସ୍ତରରେ ଅନେକ ପ୍ରତିଶ୍ରୁତି। ହେଲେ ଫଳାଫଳ ଶୂନ। ବିଗତ ବର୍ଷ…

6 years ago

ନୂତନ ଜିଲା ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ କେଉଁ ଜିଲା ପାଇଁ କାହାକୁ ମିଳିଲା ଦାୟିତ୍ୱ..

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଶାସକ ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ନୂତନ ଜିଲା ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦେଇଛନ୍ତି। ଜିଲା: କାହାକୁ ମିଳିଲା ଦାୟିତ୍ୱ…

6 years ago

କାଲିଠୁ ଓଡ଼ିଆରେ ମିଳିବ ରେଳ ଟିକେଟ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଏଣିକି ଓଡ଼ିଆ ଭାଷାରେ ମିଳିବ ରେଳ ଟିକେଟ । ଅଣସଂରକ୍ଷିତ ରେଳ ଟିକେଟ ମଧ୍ୟ ଓଡ଼ିଆ ଭାଷାରେ ମିଳିବ। ଏହାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର…

6 years ago

ଛକନା ହତ୍ୟାକାଣ୍ଡ: ବୀମା ଟଙ୍କା ପାଇଁ ମା’ଙ୍କୁ ହତ୍ୟା, ଲୁଣା ନଦୀରେ ଫିଙ୍ଗିଥିଲେ; ସାବତ ପୁଅ, ବୋହୁ, ସହଯୋଗୀ ଗିରଫ

କେନ୍ଦ୍ରାପଡା ଅଫିସ, ୨୩।୮- କେନ୍ଦ୍ରାପଡ଼ା ସଦର ଥାନା ଛକନା ଗ୍ରାମର ଅଲେଖ ଚନ୍ଦ୍ର ବିଶ୍ୱାଳଙ୍କ ସ୍ତ୍ରୀ ସସ୍ମିତା ହତ୍ୟାକାଣ୍ଡ ମାମଲାରେ ଶୁକ୍ରବାର ୩ଜଣ ଗିରଫ ହୋଇଛନ୍ତି। ସେମାନେ…

6 years ago

ଶ୍ରୀମନ୍ଦିରର ସୁରକ୍ଷା ଲାଗି ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ: ସୁପାରିଶ କାର୍ଯ୍ୟକାରୀ କରିବା ଜରୁରୀ, ମହାପ୍ରଭୁଙ୍କ ସେବା ଭାବି ସହଯୋଗ କରନ୍ତୁ; କ୍ଷତିଗ୍ରସ୍ତଙ୍କୁ ଥଇଥାନ କରାଯିବ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଶୁକ୍ରବାର ପବିତ୍ର ଜନ୍ମାଷ୍ଟମୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ପୁରୀର ବିକାଶ ପାଇଁ ୫ଶହ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା…

6 years ago

ହିନ୍ଦୋଳରେ ଜଣେ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ

ହିନ୍ଦୋଳ, ୨୩।୮(ଡି.ଏନ.ଏ): ଢ଼େଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ରlସୋଳ ଥାନା କାରନ୍ଦା କେଳା ଟାଙ୍ଗର ସାହିରେ ଜଣେ ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ମୃତ ଜଣଙ୍କ ହେଲେ…

6 years ago

ପୁରୀର ବିକାଶ ପାଇଁ ୫୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା; ସରକାରଙ୍କ ଉଦ୍ୟମରେ ସହଯୋଗ କରିବାକୁ ପୁରୀବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ: ଜାଣନ୍ତୁ ସବିଶେଷ ତଥ୍ୟ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀର ବିକାଶ ପାଇଁ ୫୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣା କରିଛନ୍ତି। ସହରରେ ଭିତ୍ତିଭୂମି ବିକାଶ, ନୂତନ ବହୁ ଥାକିଆ…

6 years ago

ରାସ୍ତାକଡ଼ରେ ପ୍ରସବ କଲେ ମହିଳା

ବ୍ରହ୍ମପୁର ଅଫିସ, ୨୩।୮- ଗଞ୍ଜାମ ଜିଲା ବୈଦ୍ୟନାଥପୁର ଥାନା କୋର୍ଟପେଟା ଛକ ରାସ୍ତାକଡ଼ରେ ଶୁକ୍ରବାର ଜଣେ ମହିଳା ଶିଶୁକନ୍ୟା ପ୍ରସବ କରିଛନ୍ତି। ସେ ହେଲେ ଜରଡ଼ା ଥାନା…

6 years ago

ସୌଭାଗ୍ୟ ଜ୍ୟୋତି ବିଦ୍ୟୁତ୍‌ ଯୋଜନା ଫେଲ୍‌

ଗୋଲାମୁଣ୍ଡା,୨୩।୮ (ଡି.ଏନ.ଏ.)-କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ସୌଭାଗ୍ୟ ଜ୍ୟୋତି ବିଦ୍ୟୁତ୍‌ ଯୋଜନା ଫେଲ ମାରୁଛି। ଗୋଲାମୁଣ୍ଡା ବ୍ଲକ ଅଧୀନ ଚପ୍ରିଆ ଗଁାରେ ଦୀର୍ଘ ଏକ ବର୍ଷ ହେବ…

6 years ago

ଅବ୍ୟବସ୍ଥାରେ ଅରେବେଡା ସରକରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ବିପଦସଙ୍କୁଳ କୋଠାରେ ପାଠପଢ଼ା; ବର୍ଷାରେ ଛାତରୁ ପାଣି ଗଳୁଛି

ଭବାନୀପାଟଣା/କଲମପୁର,୨୩।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ରଣମାଳ ପଞ୍ଚାୟତ ଅରେବେଡା ସରକରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅତ୍ୟନ୍ତ ଶୋଚନୀୟ ଅବସ୍ଥାରେ ଗତି କରୁଛି। ୧୯୪୨ରେ ସ୍ଥାପିତ ଏହି ବିଦ୍ୟାଳୟରେ…

6 years ago